Posted inଖେଳ

ଫାଇନାଲ୍‌ ପୂର୍ବରୁ ପାକିସ୍ତାନକୁ ସିଧା ମେସେଜ୍‌ ଦେଲେ ସୂର୍ଯ୍ୟକୁମାର: ଜାଣନ୍ତୁ କ’ଣ କହିଲେ

ଦୁବାଇ,୨୭।୯: ଏସିଆ କପ ୨୦୨୫ ଫାଇନାଲ ପହଞ୍ଚିବା ମାତ୍ରେ, ଭାରତ ଏବଂ ପାକିସ୍ତାନୀ ଅଧିନାୟକ ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଫାଇନାଲକୁ ନେଇ ନିଜ ଦମ୍‌ ଦେଖାଇଥିବାବେଳେ ସୂର୍ଯ୍ୟକୁମାର ଯାଦବ ତାଙ୍କର ଉଦ୍ଦେଶ୍ୟ ପ୍ରକାଶ କରିଥିଲେ। ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ମଧ୍ୟରେ ଏହି ମ୍ୟାଚ ସେପ୍ଟେମ୍ବର ୨୮ରେ ହେଉଛି। ଭାରତ ତାର ସମସ୍ତ ମ୍ୟାଚ ଜିତି ଫାଇନାଲ ପହଞ୍ଚିଛି। ପାକିସ୍ତାନ ସଂଘର୍ଷ କରି ସେଠାକୁ ଯାଇଛି। ତେଣୁ ୨ ଦେଶ ମଧ୍ୟରେ ଫାଇନାଲ ଜବରଦସ୍ତ ହେବ।

ସୁପର ଫୋର୍‌ରେ ଶ୍ରୀଲଙ୍କାକୁ ପରାସ୍ତ କରିବା ପରେ, ସୂର୍ଯ୍ୟକୁମାର ଯାଦବ ପାକିସ୍ତାନ ବିପକ୍ଷରେ ଫାଇନାଲ ଉପରେ ନିଜର ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଫାଇନାଲ ପହଞ୍ଚିବା ପରେ ଆମେ ଖୁସି, କିନ୍ତୁ ବର୍ତ୍ତମାନ ଆମେ ସେ ବିଷୟରେ ଚିନ୍ତା କରୁନାହୁଁ। ଦଳର ପ୍ରତ୍ୟେକ ଖେଳାଳିଙ୍କୁ ନିର୍ଭିକ ଭାବରେ ଖେଳିବ। ଆମ ଦଳର ଖେଳାଳି ଜାଣନ୍ତି ଯେ, ସେମାନଙ୍କୁ କ’ଣ କରିବାକୁ ପଡିବ।
ସୂର୍ଯ୍ୟକୁମାର ଯାଦବଙ୍କ ପୂର୍ବରୁ, ପାକିସ୍ତାନ ଅଧିନାୟକ ସଲମାନ ଆଗା ମଧ୍ୟ ଏସିଆ କପ ଫାଇନାଲ ଉପରେ ନିଜର ମତ ପ୍ରକାଶ କରିଥିଲେ। ସେ କହିଥିଲେ, ସେ ଫାଇନାଲ ପାଇଁ ବହୁତ ଉତ୍ସାହିତ। ଆମକୁ କ’ଣ କରିବାକୁ ପଡିବ ତାହା ଜାଣିଛୁ। ଆମେ ଯେକୌଣସି ଦଳକୁ ପରାସ୍ତ କରିବାକୁ ସକ୍ଷମ। ଏବଂ ଆମେ ରବିବାର ତାହା କରିବାକୁ ଚେଷ୍ଟା କରିବୁ।

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲାରେ ୧୦ ଅଧିକାରୀ ନିଯୁକ୍ତ

ଛତ୍ରପୁର,୩୧ା୧୦(ଦିଲ୍ଲୀପ ସାମଲ): ‘ଅର୍ଣ୍ଣବ’ ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ…

ବନ୍ୟାଞ୍ଚଳ ସ୍ଥିତି ପରଖିଲେ ଜଳସମ୍ପଦ ପ୍ରମୁଖ ସଚିବ, ବିପର୍ଯ୍ୟସ୍ତର ବାସ୍ତବ ଚିତ୍ର ଦେଖି…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସି କୂଳ ଲଂଘନ ସହ ବନ୍ଧ ଭାଙ୍ଗିଯିବା ଫଳରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ…

ସଫଳତା ପାଇବା ପାଇଁ ହେଲେ ମଣିଷକୁ ହରିଣ ଶିକାରୀ ପରି ହେବା ଉଚିତ୍‌, ଜାଣନ୍ତୁ ଏପରି ରହସ୍ୟ କଥା କାହିଁକି କହିଛନ୍ତି ଚାଣକ୍ୟ…

ଜଣେ ବ୍ୟକ୍ତି ଯେତେବେଳେ ନିଜର କାର୍ଯ୍ୟ ଏବଂ ଲକ୍ଷ୍ୟରେ ସଫଳ ହୁଏ, ସେତେବେଳେ ହିଁ ଏକ ସୁଖୀ ଜୀବନ ସମ୍ଭବ ହୋଇଥାଏ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ…

ଅପରାଧ ନିୟନ୍ତ୍ରଣ ପାଇଁ କଡ଼ା ପଦକ୍ଷେପ, ଫୋନ୍‌ କଲ୍‌ ପ୍ରତି…

ପାଟଣା,୩୧ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଶନିବାର ‘ଆମ ପୋଲିସ’ ସମିତି, ନିଶାମୁକ୍ତ ଭାରତ ପାଇଁ ଶପଥ ପାଠ, ରାଷ୍ଟ୍ରୀୟ ଏକତା ଦିବସ…

ରିଲିଜ ପୂର୍ବରୁ ରେକର୍ଡ ଭାଙ୍ଗିଲା ଶାହରୁଖଙ୍କ ‘କିଙ୍ଗ’, ବଢୁଛି ଉତ୍ସାହ

ମୁମ୍ବାଇ: ବଲିଉଡ୍‌ର ବାଦଶାହ ଶାହରୁଖ ଖାନଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’କୁ ନେଇ ଏବେଠାରୁ ଜୋରଦାର ଚର୍ଚ୍ଚା। ଫିଲ୍ମ ରିଲିଜ ହେବା ପୂର୍ବରୁ ହିଁ ଏହା ଏକ ବଡ଼…

ବିଦ୍ୟାଭାରତୀଙ୍କୁ ଝଟକା: ଏଥର ହେବେ ବନ୍ଧା!

ବାରିପଦା/ଭୁବନେଶ୍ୱର, ୩୧।୧୦: ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଅଡ଼ୁଆ ବଢ଼ିଛି। ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ…

ଗଞ୍ଜାମ ପୋଲିସ ପକ୍ଷରୁ ‘ରନ୍ ଫର୍ ୟୁନିଟି’ ଓ ‘ନିଶାମୁକ୍ତ ଓଡ଼ିଶା’

ଛତ୍ରପୁର, ୩୧।୧୦ (ଦିଲ୍ଲୀପ ସାମଲ): ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୧ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗଞ୍ଜାମ ପୋଲିସ ପକ୍ଷରୁ ‘ରନ୍ ଫର୍…

ନଭେମ୍ୱର ୧ରୁ ବଦଳିବ ଟଙ୍କା-ପଇସା ସହ ଜଡ଼ିତ ଏହି ସବୁ ବଡ଼ ନିୟମ: ପେନଶନଭୋଗୀଙ୍କ ଠାରୁ ସାଲାରୀ କର୍ମଚାରୀଙ୍କ ପର୍ଯ୍ୟନ୍ତ ପଡ଼ିବ ସିଧା ପ୍ରଭାବ

ନୂଆଦୀଲ୍ଲୀ,୩୧।୧୦: ନଭେମ୍ୱର ମାସ ଆରମ୍ଭ ହେବା ମାତ୍ରେ ଟଙ୍କା ଏବଂ ଟିକସ ସମ୍ୱନ୍ଧୀୟ ବଡ଼ ଧରଣର ପରିବର୍ତ୍ତନ ଘଟିବାକୁ ଯାଉଛି। ଏହାର ସିଧାସଳଖ ପ୍ରଭାବ ପେନସନଭୋଗୀ, ଟିକସଦାତା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?