Posted inଖେଳ

ମୁମ୍ବାଇ ଦଳରେ ସୂର୍ଯ୍ୟକୁମାର

ମୁମ୍ବାଇ,୨୨ା୧୧: ସୟଦ ମୁସ୍ତାକ ଅଲୀ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ପାଇଁ ଶାର୍ଦ୍ଦୁଳ ଠାକୁରଙ୍କ ଅଧିନାୟକତ୍ୱରେ ୧୭ ଜଣିଆ ମୁମ୍ବାଇ ଦଳ ଘୋଷଣା କରାଯାଇଛି। ଏଥିରେ ଭାରତର ଅନ୍ତର୍ଜାତୀୟ ଟି୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ, ସର୍ଫରାଜ ଖାନ୍‌ ଓ ଶିବମ ଦୁବେଙ୍କୁ ସ୍ଥାନ ମିଳିଛି।

ମୁମ୍ବାଇ ଗତଥର ଶ୍ରେୟସ ଆୟରଙ୍କ ଅଧୀନରେ ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଥିଲା। ଏଥର କିନ୍ତୁ ଦଳରେ ନିଆଯାଇ ନାହିଁ। ଅଜିଙ୍କ୍ୟ ରାହାନେଙ୍କୁ ସ୍ଥାନ ମିଳିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟତୀତ ଉଇକେଟକିପର ଭାବେ ଅଙ୍ଗକ୍ରିଶ ରଘୁବଂଶୀ, ଭାରତ ସିମର ତୁଷାର ଦେଶପାଣ୍ଡେ ଓ ତନୁଶ କୋଟିଆନଙ୍କୁ ଦଳରେ ନିଆଯାଇଛି। ଏହି ରଣ୍‌ଜୀ ଟ୍ରଫି ସିଜନର ପ୍ରଥମ ପର୍ଯ୍ୟାୟରେ ୫ ମ୍ୟାଚ ଖେଳି ୩ ଶତକ ଓ ଗୋଟିଏ ଅର୍ଦ୍ଧଶତକ ସହ ୫୩୦ରନ ସଂଗ୍ରହ କରିଥିବା ସିଦ୍ଧେଶ ଲାଡ୍‌ଙ୍କୁ ମଧ୍ୟ ଦଳରେ ନିଆଯାଇଛି।

ସୟଦ ମୁସ୍ତାକ ଅଲିର ଏଲିଟ୍‌ ଡିଭିଜନ ନଭେମ୍ବର ୨୬ରୁ ଡିସେମ୍ବର ୧୮ ପର୍ଯ୍ୟନ୍ତ ଖେଳାଯିବ। ପ୍ରତିଯୋଗିତାର ପ୍ରଥମ ରାଉଣ୍ଡ ମ୍ୟାଚଗୁଡ଼ିକ ଲକ୍ଷ୍ନୌ, ହାଇଦ୍ରାବାଦ, ଅହମଦାବାଦ ଓ କୋଲକାତାରେ ଖେଳାଯିବ। ନକ୍‌ଆଉଟ ରାଉଣ୍ଡ ଇନ୍ଦୋରରେ ହେବ। ମୁମ୍ବାଇ ନଭେମ୍ବର ୨୬ରେ ଏହାର ପ୍ରଥମ ମ୍ୟାଚ ରେଲଓ୍ବେ ବିପକ୍ଷରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri