Posted inଖେଳ

ସୂର୍ଯ୍ୟକୁମାର ବର୍ଷର ସର୍ବଶ୍ରେଷ୍ଠ ଟି-୨୦ କ୍ରିକେଟର୍‌

ନୂଆଦିଲ୍ଲୀ,୨୫।୧: ଭାରତର ଷ୍ଟାର କ୍ରିକେଟର ସୂର୍ଯ୍ୟକୁମାର ଯାଦବଙ୍କୁ ଆଇସିସି ଦ୍ୱାରା ୨୦୨୨ ବର୍ଷର ଶ୍ରେଷ୍ଠ ଟି -୨୦ ପୁରୁଷ କ୍ରିକେଟର ଭାବେ ମନୋନୀତ କରାଯାଇଛି। ଅଷ୍ଟ୍ରେଲିଆର ତାହିଲା ମ୍ୟାକଗ୍ରାଥ ୨୦୨୨ର ଶ୍ରେଷ୍ଠ ମହିଳା କ୍ରିକେଟର ପୁରସ୍କାର ମିଳିଛି। ୨୦୨୨ରେ ସୁର୍ଯ୍ୟକୁମାର ୩୧ ଟି-୨୦ ମ୍ୟାଚରେ ହାରାହାରି ୪୬.୫୬ ଏବଂ ଷ୍ଟ୍ରାଇକ ରେଟ୍‌ ୧୮୭.୪୩ରେ ୧୧୬୪ ରନ୍‌ କରିଥିଲେ।
ସେ କେବଳ ଦ୍ୱିତୀୟ ବ୍ୟାଟ୍ସମ୍ୟାନ, ଯିଏକି ଗୋଟିଏ ବର୍ଷ ମଧ୍ୟରେ ଟି-୨୦ରେ ଏକ ହଜାରରୁ ଅଧିକ ରନ ସ୍କୋର କରିଛନ୍ତି। ଚଳିତ ବର୍ଷ ସେ ୬୮ ଛକା ମାରିଛନ୍ତି। ବର୍ଷକ ମଧ୍ୟରେ ଟି-୨୦ରେ ସର୍ବାଧିକ ଛକା ମାରିବାରେ ସୂର୍ଯ୍ୟକୁମାର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଥିଲେ। ସେ ଗତ ବର୍ଷ ଦୁଇ ଶତକଏବଂ ନଅ ଅର୍ଦ୍ଧଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri