Posted inଖେଳ

ଜାଡେଜା, ରାହୁଲଙ୍କୁ ପଛରେ ପକାଇଲେ ସୂର୍ଯ୍ୟକୁମାର, ଜିତିଲେ ଏହି ପୁରସ୍କାର

ନୂଆଦିଲ୍ଲୀ,୧୩।୧୧: ବିଶ୍ୱକପ ଲିଗ ରାଉଣ୍ଡର ଶେଷ ମ୍ୟାଚରେ ଭାରତ ନେଦରଲ୍ୟାଣ୍ଡକୁ ୧୬୦ ରନ୍‌ରେ ପରାସ୍ତ କରିଛି। ଏହା ସହ ଭାରତ ଟୁର୍ନାମେଣ୍ଟରେ ନବମ ବିଜୟ ହାସଲ କରିଛି। ବିଶ୍ୱକପର ଏହି ସଂସ୍କରଣରେ ଟିମ ଇଣ୍ଡିଆ ଏ ପର୍ଯ୍ୟନ୍ତ ଅପରାଜିତ ରହିଛି। ମ୍ୟାଚ ପରେ ଭାରତୀୟ ଦଳ ନିଜର ପରମ୍ପରାକୁ ଜାରି ରଖି ମ୍ୟାଚର ଶ୍ରେଷ୍ଠ ଫିଲ୍ଡର ଭାବରେ ଜଣେ ଖେଳାଳିଙ୍କୁ ବାଛିଛନ୍ତି। ଏଥର ସୂର୍ଯ୍ୟକୁମାର ଯାଦବ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ସେ କୌଣସି କ୍ୟାଚ ନେଇ ନ ଥିଲେ, କିନ୍ତୁ ଫିଲ୍ଡିଂ ବେଳେ ଅନେକ ରନ୍‌ ସଂଗ୍ରହ କରିଛନ୍ତି ଏବଂ ଦଳର ବିଜୟରେ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri