Categories: ଖେଳ

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ଶତକ: ଦକ୍ଷିଣ ଆଫ୍ରିକା ଆଗରେ ୨୦୨ ରନ୍‌ ବିଜୟ ଟାର୍ଗେଟ୍‌

ଜୋହାନ୍ସବର୍ଗ,୧୪।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡ଼ିୟମରେ ଗୁରୁବାର ଖେଳାଯାଉଥିବା ଟି-୨୦ ସିରଜ୍‌ର ଅନ୍ତିମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଅଧିନାୟକ ଆଡେନ୍‌ ମାର୍କ୍ରୋମ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଭାରତ ପ୍ରଥମେ ବ୍ୟାଟିଂ ଆରମ୍ଭ କରିଥିଲା। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଶତକୀୟ ଇନିଂସ୍‌ ବଲରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୨୦୧ ରନ୍‌ କରିଛି। ଫଳରେ ଦକ୍ଷିଣ ଆଫ୍ରିକାର ଆଗରେ ୨୦୨ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଭାରତ।

Share