Advertisement
Posted inଖେଳ

ବଡ଼ ରେକର୍ଡ ହାସଲ କଲେ ସୂର୍ଯ୍ୟକୁମାର

ସିଡନୀ,୨୭।୧୦: ଭାରତୀୟ କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସୁର୍ଯ୍ୟକୁମାର ଯାଦବ ଭଲ ପ୍ରଦର୍ଶନ ଜାରି ରଖିଛନ୍ତି। ଟି-୨୦ ବିଶ୍ୱକପ ୨୦୨୨ରେ ନେଦରଲାଣ୍ଡ୍ସ ବିପକ୍ଷରେ ସୂର୍ଯ୍ୟକୁମାର ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଛନ୍ତି। ୨୦୦ରୁ ଅଧିକ ଷ୍ଟ୍ରାଇକ ରେଟ ସହିତ ସୁର୍ଯ୍ୟକୁମାର ତାଙ୍କ ରନ ସ୍କୋର କରିଥିଲେ। ଏହି ଇନିଂସ ସହିତ ସେ ତାଙ୍କ ନାମରେ ଏକ ବଡ଼ ରେକର୍ଡ ମଧ୍ୟ କରିଛନ୍ତି।
ଗୋଟିଏ ବର୍ଷରେ ଅନ୍ତର୍ଜାତୀୟ ଟି-୨୦ରେ୨୦୦ରୁ ଅଧିକ ଷ୍ଟ୍ରାଇକ ହାର ସହିତ ପାଞ୍ଚ ଥର ୫୦ କିମ୍ବା ଅଧିକ ରନ ସ୍କୋର କରିଥିବା ସୁର୍ଯ୍ୟକୁମାର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ଚଳିତ ବର୍ଷ ସୂର୍ଯ୍ୟ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ୩୧ ବଲରୁ ୬୫, ଇଂଲଣ୍ଡ ବିପକ୍ଷରେ ୫୫ ବଲରୁ ୧୧୭, ହଂକଂ ବିପକ୍ଷରେ ୨୬ ବଲରେ ୬୮, ଦକ୍ଷିଣ ଆଫ୍ରିକା ବିପକ୍ଷରେ ୨୨ ବଲରୁ ୬୧ ଏବଂ ନେଦରଲାଣ୍ଡ୍ସ ବିପକ୍ଷରେ ୨୫ ବଲରୁ ୫୧ ସ୍କୋର କରିଛନ୍ତି।
ଚଳିତ ବର୍ଷ ଅନ୍ତର୍ଜାତୀୟ ଟି-୨୦ରେ ସୁର୍ଯ୍ୟକୁମାର ସର୍ବାଧିକ ରନ ସ୍କୋରର ଅଟନ୍ତି। ସେ ଚଳିତ ବର୍ଷ ୨୫ଟି ମ୍ୟାଚରେ ହାରାହାରି ୪୧.୨୮ରେ ୮୬୭ ରନ କରିଛନ୍ତି। ଏହି ସମୟରେ ତାଙ୍କର ଷ୍ଟ୍ରାଇକ ରେଟ ୧୮୪.୮୬ ଥିଲା। ଏହାସହ ସେ ଗୋଟିଏ ଶତକ ଏବଂ ସାତ ଅର୍ଦ୍ଧଶତକ ହାସଲ କରିଛନ୍ତି। ସୂର୍ଯ୍ୟଙ୍କ ପରେ ପାକିସ୍ତାନୀ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜୱାନ ଦ୍ୱିତୀୟ ସର୍ବାଧିକ ରନ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌-୧୪ ମୁମ୍ବାଇ- ଚେନ୍ନାଇ ହେଭିଓ୍ବେଟ୍‌ ଲଢ଼େଇ

ନୂଆଦିଲ୍ଲୀ,୧।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୭ତମ ମ୍ୟାଚ୍‌ରେ ଏକ ଦମ୍‌ଦାର ଲଢ଼େଇ ଦେଖିବାକୁ ମିଳିବ। ଶନିବାର ସ୍ଥାନୀୟ ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ଖେଳାଯିବାକୁ ଥିବା...

ଅଷ୍ଟ୍ରେଲିଆ ବ୍ୟାଟ୍‌ କମ୍ପାନୀ ବିରୋଧରେ ମକଦ୍ଦମା ଦାୟକ କଲେ ସଚିନ

ନୂଆଦିଲ୍ଲୀ,୧୪।୬: ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆର ଏକ ବ୍ୟାଟ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ଦଓ୍ବୋନୀ ମକଦ୍ଦମା ଦାୟର କରିଛନ୍ତି। ଉକ୍ତ କମ୍ପାନୀ ବ୍ୟାଟ୍‌...

ରାଜସ୍ଥାନ ଆଗରେ ଚଳିତ ଆଇପିଏଲର ସବୁଠୁ ବଡ଼ ଟାର୍ଗେଟ୍‌

ମୁମ୍ବାଇ, ୧୨ା୪- ଓ୍ବାଙ୍ଖଡେ ଷ୍ଟାଡିୟମ ଏବେ ବ୍ୟାଟ୍ସମ୍ୟାନଙ୍କ ପାଇଁ ପାଲଟିଛି ସ୍ବର୍ଗ। ସୋମବାର ଦେଖିବାକୁ ମିଳିଛି ଛକା ଓ ଚୌକାର ବର୍ଷା। ବୋଲରଙ୍କୁ କେବଳ ଭାଗ୍ୟ...

ଭାରତୀୟ ହାଇକମିଶନରଙ୍କୁ ଭେଟିଲେ ବିରାଟ ବାହିନୀ

ଓ୍ବେଲିଂଟନ, ୨୦।୨- ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍‌ ଦଳ ଶୁକ୍ରବାରଠାରୁ ଘରୋଇ ଦଳ ବିପକ୍ଷରେ ୨ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଏଥିପୂର୍ବରୁ ବିରାଟ...

ଜାଡେଜାଙ୍କ ପରେ ସିଏସ୍‌କେ କ୍ୟାମ୍ପ୍‌ରେ ଯୋଗ ଦେବେନି ଏହି କ୍ରିକେଟର୍‌

ଚେନ୍ନାଇ, ୧୫।୮: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଆସନ୍ତା ମାସରୁ ୟୁଏଇରେ ଆରମ୍ଭ ହେବ। ଏଥିଲାଗି ଅଗଷ୍ଟ ୨୦ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ୍‌...

ହ୍ୟାକ୍‌ ହେଲା ଅଲିମ୍ପିକ୍ସ, ଆଇଓସି ଆକାଉଣ୍ଟ

ଟୋକିଓ,୧୬।୨- ଅଲିମ୍ପିକ୍ସ ଓ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି)ର ଅଫିସିଆଲ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଯାଇଛି। ଏଥିଯୋଗୁ ଆକାଉଣ୍ଟକୁ ସାମୟିକ ଭାବେ ଲକ୍‌ କରିଦିଆଯାଇଛି। ଏ...

ରାଇନାଙ୍କ ଦ୍ୱିଶତକ

ନୂଆଦିଲ୍ଲୀ,୧।୫ : ଚିନ୍ନା ଥାଲା ଭାବେ ଜଣାଶୁଣା ସୁରେଶ ରାଇନା ଆଇପିଏଲରେ ଖେଳିଛନ୍ତି ୨୦୦ତମ ମ୍ୟାଚ୍‌। ଶନିବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମୁମ୍ବାଇ ଇଣ୍ଡିଆନ୍ସ...

ଜୁନିୟର ହକି ବିଶ୍ୱକପ୍‌ ଭେନ୍ୟୁ ଦୌଡ଼ରେ ଭୁବନେଶ୍ୱର

ନୂଆଦିଲ୍ଲୀ,୧୪।୯: ଚଳିତ ବର୍ଷ ନଭେମ୍ବର ୨୫ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଭାରତରେ ଆୟୋଜନ ହେବାକୁ ଯାଉଛି ଜୁନିୟର ପୁରୁଷ ହକି ବିଶ୍ୱକପ୍‌। କିନ୍ତୁ ଏହି...

Advertisement
Archives

Model This Week