Posted inଖେଳ

ମୋ ଦିନିକିଆ ଫର୍ମ ଖରାପ, ସ୍ବୀକାର କରିବାରେ ସଙ୍କୋଚ ନାହିଁ: ସୂର୍ଯ୍ୟ କୁମାର

ଗୁଏନା, ୯। ୮: ଟି ୨୦ରେ ଚମକୁ ଥିଲେ ହେଁ ଦିନିକିଆରେ ରନ୍ କରି ପାରୁନାହାନ୍ତି ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟ କୁମାର ଯାଦବ। ଏହାକୁ ନେଇ ତାଙ୍କର ସମାଲୋଚ଼ନା କରାଯାଉଥିବା ବେଳେ ସେ ମଧ୍ୟ ତାକୁ ସ୍ବୀକାର କରିଛନ୍ତି। ପ୍ରଥମ କ୍ରିକେଟର ଭାବେ ନିଜର ଆଲୋଚନା କରି ସେ କହିଛନ୍ତି, ମୋର ଦିନିକିଆରେ ରନ୍ ବହୁତ ଖରାପ। ଏହାକୁ ସ୍ବୀକାର କରିବାରେ କୌଣସି ଲାଜ ନାହିଁ। ସଚ୍ଚୋଟ ହେବା ଜରୁରୀ, କାରଣ ସମସ୍ତେ ଏକଥା ଜାଣନ୍ତି। ସେହିଭଳି ଫର୍ମରେ ସୁଧାର ଆଣିବା ମଧ୍ୟ ଜରୁରୀ ବୋଲି ସେ କହିଛନ୍ତି। ତେବେ ରୋହିତ ଶର୍ମା ଏବଂ ରାହୁଲ ଦ୍ରାବିଡ ଙ୍କ ପରାମର୍ଶ ଅନୁଯାୟୀ ଫର୍ମାଟକୁ ଅଧିକ ଖେଳିବାକୁ ହେବ। ଏନେଇ ଭଲ ଭାବେ ଚିନ୍ତା କରିବାକୁ ହେବ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ମୁଜାଗଡ଼ରେ ଆଇନ ସଚେତନତା କାର୍ଯ୍ୟକ୍ରମ: ଆଇନଗତ ଅଧିକାର ଓ ସରକାରୀ ଯୋଜନା ସମ୍ପର୍କରେ….

ଭଞ୍ଜନଗର, ୯।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ମୁଜାଗଡ଼ସ୍ଥିତ ହରେକୃଷ୍ଣ ପ୍ରଧାନ କଲ୍ୟାଣ ମଣ୍ଡପଠାରେ ରବିବାର ତାଲୁକ ଆଇନ ସେବା କମିଟି, ଭଞ୍ଜନଗର…

ଦଲକି ନାଳ ପୋଲ ଉପରେ ୪ ଫୁଟ୍‌ ବନ୍ୟାଜଳ: ଖଣ୍ଡହତା-ସାହାଜଲଥା ଯାତାୟାତ ବିଚ୍ଛିନ୍ନ

ଅମରପାଲି, ୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ତଥା ରେଢ଼ାଖୋଲ ବ୍ଲକ ସୀମାବର୍ତ୍ତୀ ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଯୋଗୁ ବିଭିନ୍ନ ଜୋର ଓ…

ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର

ପାଟ୍‌ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri