Posted inଖେଳ

ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ସୂର୍ଯ୍ୟକୁମାର ଯାଦବ ଅଧିନାୟକ

ମୁମ୍ବାଇ,୨୦ା୧୧: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଘୋଷଣା କରାଯାଇଛି। ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ପାଇଁ ଭିଭିଏସ୍‌ ଲକ୍ଷ୍ମଣଙ୍କୁ କୋଚ୍‌ ରଖା ଯାଇଥିବା ବେଳେ ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌ଙ୍କ ସମେତ ଅନେକ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି।

ଓପନିଙ୍ଗ ବ୍ୟାଟର ଋତୁରାଜ ଗାଏକ୍ୱାଡ ଏହି ଦଳରେ ଉପ ଅଧିନାୟକ ରହିଛନ୍ତି। ଅକ୍ଷର ପଟେଲ ଏହି ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ବେଳେ ଶାହବାଜ ଅହମଦଙ୍କୁ ବାଦ ଦିଆଯାଇଛି। ସେହିପରି ସଞ୍ଜୁ ସାମସନଙ୍କୁ ଆଉଥରେ ଉପେକ୍ଷା କରାଯାଇଥିବା ବେଳେ ତାଙ୍କ ସ୍ଥାନରେ ଇଶାନ କିଶନ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଜିତେଶ ଶର୍ମା ନିଜ ସ୍ଥାନ ବଜାୟ ରଖିଥିବା ବେଳେ ପ୍ରସିଦ୍ଧ କ୍ରିଷ୍ଣା ଟି ୨୦ ଦଳକୁ ଫେରିଛନ୍ତି। ସେହିଭଳି ଶେଷ ଦୁଇ ମ୍ୟାଚ୍ ପାଇଁ ଶ୍ରେୟସ ଆୟାର ଉପ ଅଧିନାୟକ ଭାବେ ଦଳରେ ଯୋଗଦେବେ।

ଭାରତୀୟ ଦଳ: ସୂର୍ଯ୍ୟକୁମାର ଯାଦବ(ଅଧିନାୟକ), ଋତୁରାଜ ଗାଏକ୍ୱାଡ(ଉପ ଅଧିନାୟକ), ଇଶାନ କିଶନ, ଯଶସ୍ବୀ ଜୟସ୍ବାଲ, ତିଳକ ବର୍ମା, ରିଙ୍କୁ ସିଂ, ଜିତେଶ ଶର୍ମା(ଉଇକେଟ କିପର), ଓ୍ବାଶିଂଟନ୍‌ ସୁନ୍ଦର, ଅକ୍ଷର ପଟେଲ, ଶିବମ ଦୁବେ, ରବି ବିଷ୍ଣୋଇ, ଅର୍ଶଦୀପ ସିଂ, ପ୍ରସିଦ୍ଧ କ୍ରିଷ୍ଣା, ଆଭେଶ ଖାନ୍‌ ଓ ମୁକେଶ କୁମାର।

 


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ…

ଭାରତୀୟ କ୍ରିକେଟ ପାଇଁ ସୁନୀଲ ଗାଭାସ୍କରଙ୍କ ବଡ଼ ଅନୁରୋଧ; କଲେ ଏମିତି ଦାବି

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଏକ ସୁବର୍ଣ୍ଣଯୁଗ ଦେଇ ଗତି କରୁଛି ଏବଂ ବିଶ୍ୱ କ୍ରିକେଟରେ ଏହାର ପ୍ରଭାବଶାଳୀ ସ୍ଥିତି ରହିଛି; ତଥାପି, ପୂର୍ବତନ କିମ୍ବଦନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?