Posted inଖେଳ

ସୂର୍ଯ୍ୟକୁମାରଙ୍କ ଶତକ: ନ୍ୟୁଜିଲାଣ୍ଡକୁ ୧୯୨ ରନ୍‌ ଟାର୍ଗେଟ୍‌ ଦେଲା ଭାରତ

ମାଉଣ୍ଟ ମଙ୍ଗାନୁଇ,୨୦।୧୧: ଭାରତର ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମାଉଣ୍ଟ ମଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ସମ୍ମୁଖରେ ଭାରତ ୧୯୨ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ ହାରି ପରେ ପ୍ରଥମେ ବ୍ୟାଟିଂ କରି ଭାରତର ଆରମ୍ଭ ଭଲ ନ ଥିଲା। ଭାରତର ପ୍ରଥମ ଉଇକେଟ ୩୬ ରନ ସ୍କୋରରେ ପଡିଥିଲା। ରିଷଭ ପନ୍ତ ୧୩ ବଲରେ ୬ ରନ ସ୍କୋର କରିବା ପରେ ଆଉଟ୍‌ ହୋଇଥିଲେ। ଏହା ପରେ ଇଶାନ କିଶନ ଦ୍ରୁତ ରନ ସ୍କୋର କରି ଭାରତର ସ୍କୋରକୁ ୫୦ ରନ ପାର୍‌ କରିଥିଲେ, କିନ୍ତୁ ସେ ମଧ୍ୟ ୩୧ ବଲରେ ୩୬ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ।
ଗୋଟିଏ ପଟେ ସୂର୍ଯ୍ୟକୁମାର ଯାଦବ ଦାୟିତ୍ୱର ସହ ବ୍ୟାଟିଂ କରୁଥିବାବେଳେ ଅନ୍ୟ ପଟେ ଉଇକେଟ ପଡୁଥିଲା। ୯ ବଲରେ ୧୩ ରନ ସ୍କୋର କରିବା ପରେ ଶ୍ରେୟସ ଆୟର ଆଉଟ୍‌ ହୋଇଥିଲେ। ଏଥି ସହିତ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ୧୩ଟି ବଲରେ ୧୩ ରନ ସଂଗ୍ରହ କରିଥିଲେ। ଦୀପକ ହୁଡା ଏବଂ ୱାଶିଂଟନ ସୁନ୍ଦର ମଧ୍ୟ ସେମାନଙ୍କ ଆକାଉଣ୍ଟ ଖୋଲିପାରି ନ ଥିଲେ। ଶେଷରେ, ସୁର୍ଯ୍ୟକୁମାର ଯାଦବ ୫୧ ବଲରେ ୧୧୧ ରନ ସଂଗ୍ରହ କରିବା ପରେ ଅପରାଜିତ ରହିଥିଲେ। ସେ ତାଙ୍କ ଇନିଂସରେ ୧୧ ଚୌକା ଓ ସାତ ଛକା ମାରିଥିଲେ। ତାଙ୍କ ଶତକ ଯୋଗୁ ଭାରତ ୧୯୧ ରନ ସଂଗ୍ରହ କରିଥିଲା।
ନ୍ୟୁଜିଲାଣ୍ଡ ପକ୍ଷରୁ ଟିମ ସାଉଥି ତିନିଟି ଏବଂ ଲକି ଫର୍ଗୁସନ ୨ଟି ଉଇକେଟ ନେଇଥିଲେ। ଇଶସୋଡି ଗୋଟିଏ ଉଇକେଟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri