Posted inଖେଳ

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ, ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୨୨୯ ରନ…

ରାଜକୋଟ,୭।୧ : ଭାରତ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚର ତୃତୀୟ ତଥା ଶେଷ ମ୍ୟାଚରେ ଟସ ଜିତି ଭାରତ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବ୍ୟାଟିଂ ଆରମ୍ଭ କରିଥିଲା। ରାଜକୋଟର ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚରେ ଟିମ ଶ୍ରୀଲଙ୍କା ଅଧିନାୟକ ଦାସନୁ ଶାନାକାଙ୍କ ନେତୃତ୍ୱରେ ବୋଲିଂ କରିଥିବାବେଳେ ଭାରତୀୟ ବ୍ୟାଟସମ୍ୟାନଙ୍କୁ ଅଟକାଇବାରେ ବିଫଳ ରହିଥିଲେ।

ଭାରତ ଧାର୍ଯ୍ୟ ୨୦ ଓଭରରେ ୫ ଓ୍ବିକେଟ ହରାଇ ୨୨୮ ରନ କରିଥିଲା। ଫଳରେ ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୨୨୯ ରନ ରହିଛି। ଭାରତ ପକ୍ଷରୁ ସୂର୍ଯ୍ୟକୁମାର ଯାଦବ ବିସ୍ଫୋରକ ବ୍ୟାଟିଂ କରି ୫୧ ବଲରେ ୧୧୨ ରନ କରି ଅପରାଜିତ ରହିଥିଲେ। ଅକ୍ଷର ପଟେଲ ୯ ବଲରେ ୨୧ ରନ କରି ଅପରାଜିତ ରହିଥିଲେ ସେହିପରି ଶୁଭମାନ ଗିଲ୍‌ ୩୬ ବଲରେ ୪୬ ରନ, ରାହୁଲ ତ୍ରିପାଠି ୧୬ ବଲରେ ୩୫ ରନ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?