Posted inଖେଳ

ସଫଳ ହେଲା ସୂର୍ଯ୍ୟକୁମାରଙ୍କ ଅସ୍ତ୍ରୋପଚାର

ନୂଆଦିଲ୍ଲୀ,୨୬ା୬: ଭାରତର ଟି୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କର ସ୍ପୋଟର୍‌ସ ହାର୍ନିଆ ଅସ୍ତ୍ରୋପଚାର ସଫଳ ହୋଇଛି। ଜର୍ମାନୀର ମ୍ୟୁନିକ୍‌ଠାରେ ତାଙ୍କର ଅସ୍ତ୍ରୋପଚାର କରାଯାଇଛି। ଏ ନେଇ ୩୪ ବର୍ଷୀୟ ବିସ୍ଫୋରକ ବ୍ୟାଟର ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି।

ଅସ୍ତ୍ରୋପଚାର ଶେଷ ହୋଇଥିବାରୁ ସେ ବେଙ୍ଗାଲୁରୁସ୍ଥିତ ବିସିସିଆଇର ସେଣ୍ଟର ଅଫ୍‌ଏକ୍ସିଲେନ୍ସରେ ରେହାବିଲିଟେନଶନ ଆରମ୍ଭ କରିବେ। ଭାରତୀୟ ଦଳ ତା’ର ପରବର୍ତ୍ତୀ ହ୍ବାଇଟ୍‌ ବଲ ସିରିଜ୍‌ ବାଂଲାଦେଶ ବିପକ୍ଷରେ ଅଗଷ୍ଟରେ ଖେଳିବ।

ବାଂଲାଦେଶ ଟୁରରେ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍‌ ଖେଳିବ। ୨୦୨୩ ଦିନିକିଆ ବିଶ୍ୱକପ୍‌ ପରଠାରୁ ଏହି ଫର୍ମାଟରେ ଖେଳିନଥିବା ସୂର୍ଯ୍ୟ ଅଗଷ୍ଟ ୨୬ ତାରିଖରେ ଚାଟୋଗ୍ରାମରେ ଖେଳାଯିବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେବେ। ଅସ୍ତ୍ରୋପଚାର ପୂର୍ବରୁ ସୂର୍ଯ୍ୟକୁମାର ଆଇପିଏଲ୍‌ରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ସେ ୭୧୭ ରନ ସହ ଅରେଞ୍ଜ କ୍ୟାପ୍‌ ଅଧିକାରୀ ସାଇ ସୁଦର୍ଶନ(୭୫୯ ରନ୍‌)ଙ୍କ ପଛରେ ଦ୍ୱିତୀୟ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?