Advertisement

ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ଧାମନଗର ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଧାନସଭାରେ ବୁଧବାର ଶପଥ ପାଠ କରାଇଛନ୍ତି।
ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ପରେ ଗତ ୩ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନରେ ବିପୁଳ ସଂଖ୍ୟକ ଭୋଟରେ ସୂର୍ଯ୍ୟବଂଶୀ ବିଜୟୀ ହୋଇଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟାରେ ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୨୮ା୧୧(ସ୍ବ.ପ୍ର.): ଯୁବତୀ ଓ ମହିଳାମାନଙ୍କୁ ସବୁ କ୍ଷେତ୍ରରେ ଅଗ୍ରାଧିକାର ଦେବା ପାଇଁ ସରକାର ବିଭିନ୍ନ କ୍ଷେତ୍ରରେ ସଂରକ୍ଷଣ ଆଇନ ଲାଗୁ କରୁଛନ୍ତି। କିନ୍ତୁ ରାଜ୍ୟରେ ଏମିତି...

ଛାତ୍ରୀଙ୍କୁ ବଳାତ୍କାର କରି ଜେଲଗଲେ ଟିଉସନ ସାର୍‌

ଠାକୁରମୁଣ୍ଡା,୧ା୭: ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅଞ୍ଚଳର ଜନୈକା ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଜଣେ ଯୁବକଙ୍କୁ...

ହୋଲିରେ ଅଘଟଣ: ହାତରେ ବାଣ ଫୁଟିଗଲା

ପାଟଣା,୧୯।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମର ଉପରସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବାହ୍ନରେ ବାଣ ବିସ୍ପୋରଣ...

ବକେୟା ଟଙ୍କା ପାଇଁ ବନ୍ଧା ପଡ଼ିଲା ମୃତଦେହ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଅପରେଶନ ସରିଥିଲା। ରୋଗୀ ଜଣକ ଭେଣ୍ଟିଲେଟରରେ ଥିଲେ। ହେଲେ ରିପୋର୍ଟ କରୋନା ପଜିଟିଭ୍‌ ଆସିବାରୁ ଭେଣ୍ଟିଲେଟର କାଢ଼ି ଆଇସୋଲେଶନ ଓ୍ବାର୍ଡକୁ ନେଇଗଲେ। ଫଳରେ ଭେଣ୍ଟିଲେଟର...

ଆଜି ୧୫ ମିନିଟ୍‌ ବିଦ୍ୟୁତ୍‌ ନ ଜାଳିବାକୁ ନିବେଦନ

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ବିଦ୍ୟୁତ୍‌ ଦର ବୃଦ୍ଧିକୁ ବିରୋଧ କରି ପ୍ରତୀକାତ୍ମକ ପ୍ରତିବାଦ ଲାଗି ବିଦ୍ୟୁତ୍‌ ଉପଭୋକ୍ତା ମହାସଂଘ ସହ ଅନ୍ୟାନ୍ୟ ସଙ୍ଗଠନ ପକ୍ଷରୁ ଆହ୍ବାନ ଦିଆଯାଇଛି। ଗୁରୁବାର...

ବାତ୍ୟା ଅମ୍ଫନ୍‌ କ୍ଷୟକ୍ଷତି ଆକଳନ: ବାଲେଶ୍ୱର, କେନ୍ଦ୍ରାପଡ଼ା ପରିଦର୍ଶନ କଲେ କେନ୍ଦ୍ରୀୟ ଟିମ୍‌; ଶୁକ୍ରବାର ଗସ୍ତ କରିବେ ଜଗତ୍‌ସିଂହପୁର, ଭଦ୍ରକ 

ଭୁବନେଶ୍ୱର,୪ା୬(ବ୍ୟୁରୋ)/କେନ୍ଦ୍ରାପଡ଼ାଅଫିସ/ଭୋଗରାଇ/ବାଲିଆପାଳ, (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ୍‌ର କ୍ଷୟକ୍ଷତି ଆକଳନ କରିବାକୁ ଏକ ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ...

ରାଜ୍ୟରୁ ଚିହ୍ନଟ ହେଲେ ୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର ୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ...

ଅଭିଯୋଗ ରଖୁନି ପୋଲିସ: ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ କଲେଜ ଛାତ୍ର

ବାରିପଦା ଅଫିସ/କୁଆମରା,୨୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ର ଦେବାଶିଷ ମହନ୍ତଙ୍କ ସହିତ କଲେଜ କର୍ତ୍ତୃପକ୍ଷଙ୍କ...

Advertisement
Archives

Model This Week