ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ଧାମନଗର ବିଧାୟକ ଭାବେ ଶପଥ ନେଲେ ସୂର୍ଯ୍ୟବଂଶୀ ସୂରଜ । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଧାନସଭାରେ ବୁଧବାର ଶପଥ ପାଠ କରାଇଛନ୍ତି।
ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ପରେ ଗତ ୩ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନରେ ବିପୁଳ ସଂଖ୍ୟକ ଭୋଟରେ ସୂର୍ଯ୍ୟବଂଶୀ ବିଜୟୀ ହୋଇଥିଲେ