ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ହେଲେ ସୁଶାନ୍ତ

ଦାରିଙ୍ଗବାଡ଼ି,୧୨ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ବିଜେଡି ହାତେଇଛି। ଏହି ପଦରେ ବିଜେଡିର ସୁଶାନ୍ତ କୁମାର ପ୍ରଧାନ ବିଜୟୀ ହୋଇଛନ୍ତି। ସେ ୨୫ ସମିତିସଭ୍ୟଙ୍କ ମଧ୍ୟରୁ ୧୭ଟି ଭୋଟ୍‌ ପାଇ ବିଜୟ ହୋଇଛନ୍ତି। ତାଙ୍କ ବିପକ୍ଷରେ ତତ୍କାଳୀନ ବ୍ଲକ ଅଧ୍ୟକ୍ଷା ତଥା କଂଗ୍ରେସର ଜିଲା ସଭାନେତ୍ରୀ ରୁଦା ମଲିକ ଏହି ପଦବୀ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିଲେ। ସେ ମାତ୍ର ୮ଖଣ୍ଡ ଭୋଟ୍‌ ପାଇଥିବା ଜଣାପଡ଼ିଛି। ସୁଶାନ୍ତ ଗତ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଦାରିଙ୍ଗବାଡିର ବ୍ଲକ ଅଧ୍ୟକ୍ଷ ରହିଥିଲେ। ସୁଶାନ୍ତ ସ୍ଥାନୀୟ ବିଧାୟକଙ୍କ ସାଲୁଗା ପ୍ରଧାନଙ୍କ ସାନ ଭାଇ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତେଇ ଘାଟରେ ବିପଦପୂର୍ଣ୍ଣ ଯାତ୍ରା: ଦଉଡ଼ିରେ ଝୁଲୁଛି ଯାତ୍ରୀଙ୍କ ଜୀବନ

ଭଦ୍ରକ ଅଫିସ, ୨୮ା୬-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବାଲିମେଦ ପଞ୍ଚାୟତର ଚାରବାଟିଆ ମନ୍ତେଇ ନଦୀଘାଟରେ ଦୈନିକ ହଜାର ହଜାର ଲୋକ ବିପଦପୂର୍ଣ୍ଣ ଭାବେ ଡଙ୍ଗା ମାଧ୍ୟମରେ...

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ: ଜଣେ କୋର୍ଟଚାଲାଣ

କୋରୁକୋଣ୍ଡା,୨୨।୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ଓରକେଲ ଥାନା ପୋଲିସ ୧୪୦ କେଜି ୩୫୦ ଗ୍ରାମ୍‌ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ...

ନିର୍ମାଣ ଅପେକ୍ଷାରେ ୯୮୮ ଅଙ୍ଗନୱାଡି କେନ୍ଦ୍ର

କେନ୍ଦ୍ରାପଡ଼ା ଅଫିସ, ୮।୬: ମହିଳା ଓ ଶିଶୁ ବିକାଶରେ ଅଙ୍ଗନୱାଡି କେନ୍ଦ୍ରର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏଥିପାଇଁ ରାଜ୍ୟ ସରକାର ୫-ଟି ଅଧୀନରେ ମିଶନ ଶକ୍ତି ମାଧ୍ୟମରେ...

ବିଜୁଳି, ପାଣି ପାଇଁ ଲୋକେ ହଇରାଣ

ଫୁଲବାଣୀ ଅଫିସ, ୨୭ା୨ – ଫୁଲବାଣୀ ସହରେ ମଙ୍ଗଳବାର ସକାଳେ ତାଣ୍ଡବ ରଚାଇଥିଲା ବର୍ଷା ପବନ। ବୁଧବାର ସନ୍ଧ୍ୟାସୁଦ୍ଧା ରାସ୍ତାଘାଟରେ ଯାତାୟାତ ସ୍ବାଭାବିକ ହୋଇଥିଲେ ମଧ୍ୟ...

ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ

ଦିଗପହଣ୍ଡି/ଚିକିଟି,୬ା୧(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ସିନ୍ଧିଖାଳି ଗ୍ରାମ ନିକଟରେ ରବିବାର ରାତି ପ୍ରାୟ ସାଢ଼େ ୯ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ...

କର୍ନାଟକରୁ ପ୍ରାପ୍ୟ ନ ପାଇ ଫେରିଲେ ଶ୍ରମିକ: ଠିକାଦାର, ୩ ସହଯୋଗୀଙ୍କ ବିରୋଧରେ ଅଭିଯୋଗ

ହିଞ୍ଜିଳିକାଟୁ,୨୪ା୧୨(ଡ଼ି.ଏନ୍‌.ଏ.)- ଜଣେ ଠିକାଦାର ଓ ତାଙ୍କ ୩ ସହଯୋଗୀଙ୍କ କଥାରେ ଅଧିକ ଅର୍ଥ ଲୋଭରେ ପଡ଼ି ଜିଲାର ବିଭିନ୍ନ ଅଞ୍ଚଳରୁ ୬୦ରୁ ଉର୍ଦ୍ଧ୍ୱ ଶ୍ରମିକ କର୍ନାଟକ...

ଶ୍ରୀକ୍ଷେତ୍ରରେ ପୁଣି ପର୍ଯ୍ୟଟକଙ୍କୁ ମାଡ଼

ପୁରୀ ଅଫିସ,୧୩।୨: ଶ୍ରୀକ୍ଷେତ୍ରରେ ପୁଣି ଥରେ ବଙ୍ଗୀୟ ପର୍ଯ୍ୟଟକଙ୍କୁ ମାଡ଼ ମରାଯାଇଛି। ଏଥର କିନ୍ତୁ ସ୍ଥାନୀୟ ଲୋକ ନୁହେଁ ବରଂ ପୋଲିସ ମାଡ଼ ମାରିଥିବା ଅଭିଯୋଗ...

ଢେଙ୍କିକୋଟରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା

ଢେଙ୍କିକୋଟ, ୨୮ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଢେଙ୍କିକୋଟରେ ଗତକାଲିଠାରୁ ଅଗ୍ନିବର୍ଷା ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜନସାଧାରଣ ପ୍ରଚଣ୍ଡ ଖରାରୁ...

Advertisement
Archives

Model This Week