ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା… 

ରାଉରକେଲା,୧୭।୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାରେ  ଗୁରୁତର ଥିବା ସୁଶାନ୍ତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି। ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ତେବେ ଗତ ଶନିବାର(୧୦ ତାରିଖ)ରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ଆସନ ବିଶିଷ୍ଟ ଇଣ୍ଡିଆ ଓ୍ବାନ୍‌ ଏୟାର ବିମାନ ଅବତରଣ ସମୟରେ ରଘୁନାଥପାଲି ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୨ ପାଇଲଟଙ୍କ ସମେତ ୬ଜଣ ଆହତ ହୋଥିଲେ। ସେମାନଙ୍କ ମଧ୍ୟରୁ ସୁଶାନ୍ତଙ୍କ ଅବସ୍ଥା ଗୁରୁତର ରହିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ…

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri