ଏକମାତ୍ର ପୁଅ ସୁଶାନ୍ତଙ୍କୁ ହରାଇ ଭାଙ୍ଗି ପଡ଼ିଛନ୍ତି ବାପା

ବମ୍ବେ: ଇତିମଧ୍ୟରେ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦଶ ଦିନରୁ ଅଧିକ ସମୟ ବିତିଗଲାଣି। ହେଲେ ପରିବାରଠାରୁ ଆରମ୍ଭ କରି ବନ୍ଧୁ, ପ୍ରଶଂସକ ଏହାକୁ ଗ୍ରହଣ କରିପାରୁନାହାନ୍ତି। ସୋସିଆଲ ମିଡିଆରେ ତାଙ୍କର ଅନେକ ଫଟୋ ଓ ଭିଡିଓ ଘୁରି ବୁଲୁଛି। ଏଇ ଯେମିତି ଏଇ ଫଟୋ। ସୁଶାନ୍ତଙ୍କୁ ହରାଇ ତାଙ୍କ ବାପା କେତେ ଭାଙ୍ଗିପଡ଼ିଛନ୍ତି ତାହା ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି। ସୁଶାନ୍ତ ତାଙ୍କ ବାପା କୃଷ୍ଣ କୁମାର ସିଂଙ୍କ ଏକମାତ୍ର ପୁଅ ଥିଲେ। ଏଣୁ ପୁଅଙ୍କୁ ହରାଇବାର ଦୁଃଖକୁ ସେ ଭୁଲିପାରୁନାହାନ୍ତି।

ବମ୍ବେରେ ଅନ୍ତେଷ୍ଟିକ୍ରିୟା ସରିବା ପରେ ଘରକୁ ଫେରିଯାଇଥିଲେ ସୁଶାନ୍ତଙ୍କ ବାପା। ପରେ ବିହାରରେ ତାଙ୍କ ପାଇଁ ଏକ ପ୍ରାର୍ଥନା ସଭାର ଆୟୋଜନ କରାଯାଇଥିଲା। ସେଠାରେ ଏକ ଚଉକି ଉପରେ ସୁଶାନ୍ତଙ୍କ ବାପା ବସିଥିବା ଦେଖାଯାଉଛି। ପ୍ରଶଂସକମାନେ ଫଟୋକୁ ସୋସିଆଲ ମିଡିଆରେ ଶେୟାର କରିବା ପରେ ଏହା ଭାଇରାଲ ହେଉଛି।
ଚଳଚ୍ଚିତ୍ର ‘କାଇ ପୋ ଚେ’ରୁ ନିଜର ଅଭିନୟ ଜୀବନ ଆରମ୍ଭ କରିଥିଲେ ସୁଶାନ୍ତ। ଏହାପରେ ଅନେକ ସଫଳ ଫିଲ୍ମ ସେ ଭେଟି ଦେିଛନ୍ତି। ଆଗାମୀ ଦିନରେ ତାଙ୍କର ଫିଲ୍ମ ’ଦିଲ ବିଚାରା’ ରିଲିଜ ହେବାକୁ ଯାଉଛି। ତେବେ ୨୦୧୯ରେ ରିଲିଜ ହୋଇଥିବା ‘ଛିଛୋରେ’ ହିଟ୍‌ ସାବ୍ୟସ୍ତ ହୋଇଥିଲା।


All Right Reserved By Dharitri.Com

ଭଲ ବ୍ୟବସାୟ କରୁଛି ‘ଜଜ୍‌ମେଣ୍ଟାଲ ହେ କ୍ୟା’: ଗୋଟିଏ ସପ୍ତାହରେ କମାଇଲା ୩୧କୋଟି

ମୁମ୍ବାଇ: ଗତ ଶୁକ୍ରବାର ପରଦାକୁ ଆସିଛି ବାଲାଜି ମୋଶନ୍‌ ପିକ୍ଚର୍ସର ଫିଲ୍ମ ‘ଜଜ୍‌ମେଣ୍ଟାଲ ହେ କ୍ୟା’। ତେବେ ରିଲିଜର ଏକ ସପ୍ତାହରେ ଏହା ୩୧ କୋଟି...

ହ୍ରିତିକ୍‌-ଆଲିଆଙ୍କୁ ଓସ୍କାର ପାଇଁ ନିମନ୍ତ୍ରଣ

ଫିଲ୍ମ ଇଣ୍ଡଷ୍ଟ୍ରିର ସର୍ବଶ୍ରେଷ୍ଠ ପୁରସ୍କାର ହେଉଛି ଓସ୍କାର। ଏହି ଆଓ୍ବାର୍ଡ ଶୋ’ରେ ଅଂଶଗ୍ରହଣ କରିବାକୁ ପାଇଁ ସବୁ କଳାକାର ଚାହିଁଥାନ୍ତି। ମାତ୍ର ଏଥିପାଇଁ ସମସ୍ତଙ୍କୁ ସୁଯୋଗ...

ଚର୍ଚ୍ଚାରେ ମଲାଇକାଙ୍କ ଫଟୋ ଶୁଟ୍‌

ମୁମ୍ବାଇ: ବଲିଉଡ୍‌ ସେକ୍ସି କୁଇନ୍‌ ମଲାଇକା ଆରୋରା ଏବେ ପୁଣିଥରେ ଆସିଛନ୍ତି ଚର୍ଚ୍ଚାକୁ। ବଲିଉଡ୍‌ର ଏହି ଫିଟ୍‌ ନାୟିକା ଏଥର ତାଙ୍କ ଫଟୋଶୁଟ୍‌କୁ ନେଇ ସମସ୍ତଙ୍କ...

ଦୀପିକା-ଅମୃତାଙ୍କ ଭିତରେ ରହିଛି ଏମିତି କନେକ୍ସନ

ଦୀପିକା ପାଦୁକୋନ ଏବଂ ରଣବୀର ସିଂ ଏକ ମ୍ୟାରେଜ ପାର୍ଟିକୁ ଯାଇଥିବାବେଳେ ଏହି ସମୟର କିଛି ସ୍ପେଶାଲ ଫଟୋ ଏବେ ସୋସିିଆଲ ମିଡିଆରେ ଭାଇରାଲ ହୋଇଛି।...

କରୋନା ଭାଇରସ: ଖାଲି ସମୟରେ କ’ଣ କରୁଛନ୍ତି ଦୀପିକା

ମୁମ୍ବାଇ: ବଲିଉଡ୍‌ ସେଲିବ୍ରିଟିମାନେ ଏବେ କାମରୁ ସାମାନ୍ୟ ବିରତି ପାଇଛନ୍ତି। କରୋନା ଭାଇରସ ପାଇଁ ଏବେ ସମସ୍ତ ଶୁଟିଂ ବନ୍ଦ ଥିବା ବେଳେ ଅଧିକାଂଶ ସେଲିବ୍ରିଟି...

ଚଳିତ ସପ୍ତାହରେ ବିଗ୍‌ବସ୍‌ରୁ ବାହାରିବେ ଏହି ଦୁଇ ପ୍ରତିଯୋଗୀ

ବମ୍ବେ: ଆରମ୍ଭରୁ ଚର୍ଚ୍ଚାରେ ରହିଛି ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌-୧୩। ପ୍ରତିଯୋଗୀମାନଙ୍କ ବ୍ୟକ୍ତିଗତ ଜୀବନ ଏବଂ ଘର ମଧ୍ୟରେ ଗଢ଼ି ଭାଙ୍ଗୁଥିବା ସମ୍ପର୍କକୁ ପ୍ରଶଂସକ ବେଶ...

୫୩ ବର୍ଷରେ ଭାନୁପ୍ରିୟା: ଫିଲ୍ମ ପାଇଁ ଅଧାରୁ ଛାଡିଥିଲେ ପାଠପଢ଼ା

ମୁମ୍ବାଇ: ସାଉଥ୍‌ର ସୁନ୍ଦରୀ ଫିଲ୍ମ ଅଭିନେତ୍ରୀ ଭାନୁପ୍ରିୟା ବୁଧବାର ୫୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ଜାନୁୟାରୀ ୧୫ରେ ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାର...

ଏହି ମହିଳାଙ୍କୁ ପ୍ରଥମଥର ଦେଖି କାନ୍ଦିଥିଲେ ଶିଳ୍ପା ସେଟ୍ଟୀ

ବଲିଉଡର କିମ୍ବଦନ୍ତୀ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ ଘଟିଛି। ବଲିଉଡ୍‌ରେ ‘ମାଷ୍ଟରଜୀ’ ଭାବେ ପରିଚିତ ସରୋଜଙ୍କ ମୃତ୍ୟୁ ପରେ ଇଣ୍ଡଷ୍ଟ୍ରୀର ଅନେକ କଳାକାର ତାଙ୍କୁ ଶେଷ...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *