ସିନେମା ହଲ୍‌ରେ ରିଲିଜ୍‌ ହେଲା ସୁଶାନ୍ତଙ୍କ ଶେଷ ଫିଲ୍ମ

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ ବିଦେଶରେ ମଧ୍ୟ ଅଛନ୍ତି। ତାଙ୍କ ମୃତ୍ୟୁକୁ ନେଇ ବିଦେଶର ପ୍ରଂଶସକ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି। ଏବେ ବି ତାଙ୍କ ମୃତ୍ୟୁ ଲୋକଙ୍କ ମନରୁ ଲିଭିନାହିଁ। ଏଭଳି ସ୍ଥିତିରେ ସୁଶାନ୍ତଙ୍କ ଶେଷ ଫିଲ୍ମ ଦେଖିବା ପରେ ଦର୍ଶକ ଭାବବିହ୍ବଳ ହୋଇପଡ଼ିଛନ୍ତି। କରୋନା କଟକଣା ଯୋଗୁ ଜୁଲାଇ ୨୪ରେ ସୁଶାନ୍ତଙ୍କ ଅଭିନୀତ ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ ଓଟିଟି ପ୍ଲାଟଫର୍ମରେ ରିଲିଜ୍‌ ହୋଇଥିଲା। ହେଲେ ଏବେ ନ୍ୟୁଜିଲାଣ୍ଡର ସିନେମା ହଲ୍‌ରେ ତାଙ୍କ ଫିଲ୍ମ ରିଲିଜ୍‌ ହୋଇଥିବା ଜଣାପଡ଼ିଛି। ନିକଟରେ ନ୍ୟୁଜିଲାଣ୍ଡ ମହାମାରୀ କରୋନା ଭାଇରସ ଉପରେ କାବୁ ପାଇବା ସହ କରୋନା ମୁକ୍ତ ହୋଇଥିବା ନେଇ ଘୋଷଣା କରିଥିଲା। ଏହାପରେ ଦେଶରେ ସତର୍କତାର ସହ କିଛି ସିନେମା ହଲ୍‌ ଓ ସପିଂ ମଲ୍‌ ଖୋଲାଯାଇଥିଲା। ଇତିମଧ୍ୟରେ ସୁଶାନ୍ତଙ୍କ ଶେଷ ଫିଲ୍ମ ‘ଦିଲ୍‌ ବେଚାରା’ର ପ୍ରିମିୟର ଅକ୍‌ଲାଣ୍ଡର ହୋୟତ୍ସ ସିନେମା ହଲ୍‌ରେ ରଖାଯାଇଥିଲା। ଫିଲ୍ମ ପ୍ରିମୟର ପୂର୍ବରୁ ସର୍ବପ୍ରଥମେ ଲୋକମାନେ ସୁଶାନ୍ତଙ୍କ ପାଇଁ ୧ ମିନିଟ୍‌ ନୀରବ ପ୍ରାର୍ଥନା କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ଫିଲ୍ମ ଆରମ୍ଭ ହୋଇଥିଲା। ଫିଲ୍ମ ଦେଖିବା ପରେ ପ୍ରଶଂସକ ବେଶ୍‌ ପସନ୍ଦ କରିବା ସହ ପ୍ରଶଂସା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଧୂ ପାଲଟିଲେ ଦିଶା! ବିବାହ ବେଳର ଫଟୋ ଭାଇରାଲ

ବମ୍ବେ: ଚର୍ଚ୍ଚାରେ ବିଗ୍‌ବସ୍‌ ଫେମ୍‌ ରାହୁଲ ବୈଦ୍ୟ। ପ୍ରେମିକା ଦିଶା ପରମାରଙ୍କ ସହ ତାଙ୍କର କିଛି ଫଟୋ ଏବେ ପ୍ରଶଂସକଙ୍କୁ ଚିନ୍ତାରେ ପକାଇଛି। କାରଣ ଫଟୋରେ...

ଶୁଟିଂ ସେଟ୍‌ରେ କାନ୍ଦି ପକେଇଥିଲି

ମ୍ୟୁଜିକ ଭିଡ଼ିଓ ଜଗତରେ ରାଜା ଡି ଏବେ ବେଶ୍‌ ପରିଚିତ ଓ ଚର୍ଚ୍ଚିତ ଚେହେରା। କ୍ରମାନ୍ବୟରେ ରାଜା ଡିଙ୍କ ନିର୍ଦ୍ଦେଶିତ ଗୋଟିଏ ପରେ ଗୋଟିଏ ମ୍ୟୁଜିକ...

କ୍ୟାନସ୍‌ର ଫ୍ରି ହେବା ପରେ ନୂଆ ଥେରାପିର ଏକ ଭିଡିଓ ଶେୟାର କଲେ ସୋନାଲି

ମୁମ୍ବାଇ,୧୧।୬: ୨୦୧୮ରେ ବଲିଉଡ୍‌ ଅଭିନେତ୍ରୀ ସୋନାଲି ବେନ୍ଦ୍ରେ କ୍ୟାନସ୍‌ର ରୋଗରେ ପୀଡ଼ିତ ହେବା ପରେ ଚିକିତ୍ସା ପାଇଁ ଆମେରିକାକୁ ଚାଲିଯାଇଥିଲେ। ସେଠାରେ ରହି ତାଙ୍କର ପୁରା...

ନାଗିନ୍‌ଙ୍କ ବ୍ରାଇଡ୍‌ ଲୁକ୍‌:ଫଟୋ ଶେୟାର କରି ଜିତିଲେ ପ୍ରଶଂସକଙ୍କ ହୃଦୟ

ଟିଭି ସିରିଏଲ ନାଗିନ୍‌-୪ରେ ନାଗିନ୍‌ ଭୂମିକାରେ ଅଭିନୟ କରୁଥିବା ନିଆ ଶର୍ମା ପ୍ରାୟତଃ ପ୍ରଶଂସକ ପାଇଁ ଫଟୋ ଶେୟାର କରିଥାନ୍ତି। ନିଆ ପୁଣି ଇନ୍‌ଷ୍ଟାଗ୍ରାମରେ ବ୍ରାଇଡ୍‌...

ପ୍ରଥମ ଦେଖାରେ ଶାହିଦଙ୍କୁ ଭଲ ପାଇ ବସିଥିଲେ ଏହି ଅଭିନେତ୍ରୀ, ଦୁଇ ମାସ ଯାଏ ପଛରେ ପଡ଼ି…

ବମ୍ବେ: ଦିଲ୍ଲୀରେ ଜନ୍ମ ହୋଇଥିଲେ ହେଁ ମୁମ୍ବାଇ ପାଲଟିଛି ନୂଆ ଠିକଣା। ମା’ବାପା ଅଲଗା ହେବା ପରେ ବାପାଙ୍କସହ ସ୍ବପ୍ନର ସହରକୁ ଚାଲିଆସିଥିଲେ ଅଭିନେତା ଶାହିଦ...

‘ଥ୍ରୀଲର’ରେ ଓଡ଼ିଆ ଯୁବକ ରକ୍‌

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ ତଥା ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମାଙ୍କ ଆଗାମୀ ଫିଲ୍ମ ‘ଥ୍ରୀଲର୍‌’ରେ ଓଡ଼ିଶା ଜନ୍ମିତ ଅପ୍‌ସରା ରାଣୀ ନାୟିକା ସାଜିଥିବାବେଳେ...

ବିଜ୍ଞାନକୁ ଛାଡ଼ିି ରହିବା ମୋ ପାଇଁ କଷ୍ଟଦାୟକ

ଚନ୍ଦ୍ର ଓ ମଙ୍ଗଳକୁ ଯାନ ପଠାଇ ଭାରତ ମହାକାଶ ବିଜ୍ଞାନରେ ଆଗୁଆ ରାଷ୍ଟ୍ରମାନଙ୍କର ସମକକ୍ଷ ହୋଇପାରିଛି। ବିଶ୍ୱରେ ଆଣିିଛି ଏକ ନୂଆ ପରିଚୟ। ଭାରତର ମହାକାଶ...

ପୁଣି ପ୍ରେମରେ ପଡିଲେ ହ୍ରିତିକ ରୋଶନଙ୍କ ପୂର୍ବତନ ସ୍ତ୍ରୀ

ବଲିଉଡ ଅଭିନେତା ହ୍ରିତିକ ରୋଶନ ସୁଜାନେ ଖାନଙ୍କଠାରୁ ଛାଡପତ୍ର ନେଇଛନ୍ତି। ସୁଜାନେ ଏବେ ପୁଣିଥରେ ପ୍ରେମରେ ପଡିଛନ୍ତି। ହ୍ରିତିକ୍‌ଙ୍କ ଠାରୁ ଅଲଗା ହେବାପରେ ସୁଜାନେ ଆଜିକାଲି...

Advertisement
Archives

Model This Week