Posted inଜାତୀୟ

ରିଲିଜ ନ ହୋଇପାରେ ସୁଶାନ୍ତ ସିଂଙ୍କ ଫିଲ୍ମ : ନିର୍ମାତାଙ୍କୁ ହାଇକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୨୦।୪ : ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଉପରେ ନିର୍ମିତ ଫିଲ୍ମ ଉପରେ ଦେଖାଦେଇଛି ସଙ୍କଟ। ଫିଲ୍ମ ଉପରେ ବ୍ୟାନ ଲଗାଇବା ପାଇଁ ସୁଶାନ୍ତଙ୍କ ବାପା ଦିଲ୍ଲୀ ହାଇ କୋର୍ଟରେ ଯାଚିକା ଦାଖଲ କରିଥିଲେ। ଏହାର ଶୁଣାଣି କରି ମଙ୍ଗଳବାର ଫିଲ୍ମ ନିର୍ମାତାଙ୍କୁ ନୋଟିସ ଜାରି କରିଛନ୍ତି ଜଷ୍ଟିସ ମନୋଜ କୁମାର ଓହରି।

ସୁଶାନ୍ତଙ୍କ ମୃତ୍ୟୁ ଉପରେ ‘ନ୍ୟାୟ : ଦ ଜଷ୍ଟିସ’, ‘ସୁଇସାଇଡ୍‌ ଅର ମର୍ଡର : ଏ ଷ୍ଟାର ଓ୍ବାଜ ଲଷ୍ଟ’ ଓ ‘ଶଶାଙ୍କ’ ଭଳି ଫିଲ୍ମ ପ୍ରସ୍ତୁତ ହୋଇଛି। ଏହି ଫିଲ୍ମଗୁଡ଼ିକ ଉପରେ ବ୍ୟାନ ଲଗାଇବା ସହ ସ୍ବର୍ଗତ ଅଭିନେତାଙ୍କ ଆଇନଗତ ଉତ୍ତରାଧିକାରୀଙ୍କ ବିନା ଅନୁମତିରେ ସୁଶାନ୍ତଙ୍କ ଉପରେ କୌଣସି ଫିଲ୍ମ, ପ୍ରକାଶନ ଇତ୍ୟାଦି ନିର୍ମାଣ କରାଯାଇ ପାରିବ ନାହିଁ ବୋଲି ବାପା କ୍ରିଷ୍ଣା କିଶୋର ସିଂ ଯାଚିକାରେ ଦର୍ଶାଇଛନ୍ତି। କୋର୍ଟରେ ସୁଶାନ୍ତଙ୍କ ବାପାଙ୍କ ପକ୍ଷ ରଖିଛନ୍ତି ବରିଷ୍ଠ ଓକିଲ ବିକାଶ ସିଂ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?