ଶେଷରେ ମାନିଲେ ରିୟା, ସୁଶାନ୍ତଙ୍କ ସହ ଏମିତି…

ବଲିଉଡ ଅଭିନେତା ସୁଶାନ୍ତ ସିଂଙ୍କ ଆତ୍ମହତ୍ୟା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ତଥାକଥିତ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ସୁଶାନ୍ତଙ୍କ ପିତା ବିହାର ଥାନାରେ ଏତଲା ଦେବାପରେ ମାମଲା ଆହୁରି ଜଟିଳ ହୋଇପଡିଛି। ରିୟା ମଧ୍ୟ ସୁପ୍ରିମକୋର୍ଟରେ ପହଞ୍ଚି ମାମଲାର ନିରପେକ୍ଷ ତଦନ୍ତ ପାଇଁ ଅପିଲ କରିଛନ୍ତି। ସେ ମାମଲାର ଦୁଇ ଯାଗାରେ ଯାଞ୍ଚ ହେବାକୁ ବିରୋଧ କରିଛନ୍ତି। ମାମଲାର ଯାଞ୍ଚ୍‌ ମୁମ୍ବାଇରେ ହିଁ କରାଯାଉ ବୋଲି ସେ ଦାବି କରିଛନ୍ତି। ରିୟା ସୁପ୍ରିମ କୋର୍ଟରେ ଦାଖଲ କରିଥିବା ଯାଚିକାରେ ମାନିଛନ୍ତି କି ମୁଁ ସୁଶାନ୍ତଙ୍କ ସହ ଲିଭ୍‌ ଇନ୍‌ ରିଲେସନଶିପ୍‌ରେ ଥିଲି। ସେ ସବୁବେଳେ ଡିପ୍ରେସନରେ ରହୁଥିଲେ । ତାଙ୍କ ପିତା ମୋ ନାଁରେ ଯେଉଁ ଅଭିଯୋଗ କରିଛନ୍ତି ତାହା ସମ୍ପୂର୍ଣ୍ଣ ମିଥ୍ୟା। ସୁଶାନ୍ତଙ୍କ ମୃତ୍ୟୁ ପରେ ମୋତେ ହତ୍ୟା ଆଉ ରେପ୍‌ ଧକ ଦିଆଯାଉଛି। ପୂର୍ବରୁ ଏନେଇ ମୁମ୍ବାଇ ପୋଲିସକୁ ଜଣାଇସାରିଛି ବୋଲି ସେ କହିଛନ୍ତି। ଗୁରୁବାର ସୁଶାନ୍ତଙ୍କ ମାମଲାର ସିବିଆଇ ଯାଞ୍ଚ ପାଇଁ କରାଯାଇଥିବା ଜନସ୍ବାର୍ଥ ମାମଲାକୁ ସୁପ୍ରିମୋର୍ଟ ଖାରଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼

ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା…

ବିଜେଡିର ବଡ଼ ଚେତାବନୀ: MMDR ପ୍ରତ୍ୟାହାର ନ ହେଲେ ଧାରଣା

ଭୁବନେଶ୍ୱର,୩୧।୮:ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) ସଂଶୋଧନ ଆଇନ, ୨୦୨୬(MMDR) ପ୍ରତ୍ୟାହାର ନ ହେବା ଯାଏ ରାଜଭବନ ଆଗରେ ଧାରଣା ଦିଆଯିବ ବୋଲି ସୋମବାର ଅନୁଷ୍ଠିତ…

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri