ସୁଶାନ୍ତଙ୍କ ପାଇଁ ପ୍ରେମିକାଙ୍କ ଭାବପ୍ରବଣ ପୋଷ୍ଟ: ତୁମକୁ ହରାଇବାର ୩୦ ଦିନ ହେଲା, ସାରା ଜୀବନ ଭଲ ପାଇବି

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ଏକ ମାସ ବିତିଗଲାଣି। ମାସେ ପରେ ତଥାକଥିତ ପ୍ରେମିକା ରିୟା ଚକ୍ରବର୍ତ୍ତୀ ତାଙ୍କ ପାଇଁ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରିଛନ୍ତି। ଦୁହିଁଙ୍କ ଏକ ଫଟୋ ଶେୟାର କରି ରିୟା ଏକ ଭାବପ୍ରବଣ ମେସେଜ୍‌ ଲେଖିଛନ୍ତି। ନିଜ ଭାବନାକୁ ସାମ୍ନା କରିବାକୁ ସଂଘର୍ଷ କରୁଛି … ମୋର ହୃଦୟ ବିଚଳିତ। ତୁମେ ମୋତେ ପ୍ରେମ ଏବଂ ଏହାର ଶକ୍ତି ଉପରେ ବିଶ୍ୱାସ କରିବା ଶିଖାଇଲ। ତୁମେ ମୋତେ ଶିଖାଇଲ କିପରି ଏକ ସରଳ ଗଣିତ ପ୍ରଶ୍ନ ଜୀବନର ଅର୍ଥ ବାଖ୍ୟା କରିପାରେ। ମୁଁ ତୁମଠାରୁ ପ୍ରତିଦିନ ଶିଖିଲି। ମୁଁ କଦାପି ବୁଝିପାରିବି ନାହିଁ ଯେ ତୁମେ ଏଠାରେ ନାହଁ। ମୁଁ ଜାଣେ ତୁମେ ବର୍ତ୍ତମାନ ଏକ ଶାନ୍ତିପୂର୍ଣ୍ଣ ସ୍ଥାନରେ ଅଛ। ଚନ୍ଦ୍ର, ତାରାଗଣ, ନିଶ୍ଚିତ ଭାବରେ ଆପଣଙ୍କୁ ଖୋଲା ହାତରେ ସ୍ବାଗତ କରିଛନ୍ତି ବୋଲି ରିୟା ପୋଷ୍ଟରେ ଲେଖିଛନ୍ତି। ଶେଷକୁ ଲେଖିଛନ୍ତି, ତୁମକୁ ହରାଇବାର ୩୦ ଦିନ ହେଲା, ସାରା ଜୀବନ ଭଲ ପାଇବି। ସୁଶାନ୍ତଙ୍କ ମୃତ୍ୟୁ ପରେ ରିୟାଙ୍କୁ ପୋଲିସ ଜେରା କରିଥିଲା। ସେଦିନଠାରୁ ସେ ସୋସିଆଲ ମିଡିଆଠାରୁ ନିଜକୁ ଦୂରେଇ ରଖିଥିଲେ।

View this post on Instagram

Still struggling to face my emotions.. an irreparable numbness in my heart . You are the one who made me believe in love, the power of it . You taught me how a simple mathematical equation can decipher the meaning of life and I promise you that I learnt from you every day. I will never come to terms with you not being here anymore. I know you’re in a much more peaceful place now. The moon, the stars, the galaxies would’ve welcomed “the greatest physicist “with open arms . Full of empathy and joy, you could lighten up a shooting star – now, you are one . I will wait for you my shooting star and make a wish to bring you back to me. You were everything a beautiful person could be, the greatest wonder that the world has seen . My words are incapable of expressing the love we have and I guess you truly meant it when you said it is beyond both of us. You loved everything with an open heart, and now you’ve shown me that our love is indeed exponential. Be in peace Sushi. 30 days of losing you but a lifetime of loving you…. Eternally connected To infinity and beyond

A post shared by Rhea Chakraborty (@rhea_chakraborty) on


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri