ସୁଶାନ୍ତ ସିଂଙ୍କ ଉପରେ ଆଧାରିତ ଫିଲ୍ମ ‘ନ୍ୟାୟ: ଦି ଜଷ୍ଟିସ’ର ଟିଜର ରିଲିଜ୍‌

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁରଙ୍କ ମୃତ୍ୟୁକୁ ଅନେକ ଦିନ ବିତିଯାଇଛି। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟିନାହିଁ। ସିବିଆଇ ବର୍ତ୍ତମାନ ଏହାର ତଦନ୍ତ କରୁଛି। ଏହାରି ମଧ୍ୟରେ ସୁଶାନ୍ତଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ନ୍ୟାୟ: ନ ଜଷ୍ଟିସ’ ର ଟିଜର ରିଲିଜ୍‌ ହୋଇଯାଇଛି।
‘ନ୍ୟାୟ: ଦି ଜଷ୍ଟିସ’ ରେ ସୁଶାନ୍ତଙ୍କ ଚରିତ୍ରରେ ଜୁବେର କେ ଖାନ୍‌ଙ୍କୁ ଦେଖିବାକୁ ମିଳୁଛି। ତାଙ୍କ ବିପକ୍ଷରେ ଅର୍ଥାତ୍‌ ରିୟା ଚକ୍ରବର୍ତ୍ତିଙ୍କ ଚରିତ୍ରରେ ଅଭିନୟ କରିଛନ୍ତି ଶ୍ରେୟା। ମୃତ୍ୟୁ ପୂର୍ବରୁ ସୁଶାନ୍ତ ବହୁତ ବ୍ୟସ୍ତ ଦେଖାଯାଉଥିବା ଟିଜରରେ ଦେଖିବାକୁ ମିଳୁଛି। ୫୫ ସେକେଣ୍ଡର ଏହି ଟିଜରରେ ସୁଶାନ୍ତ ଏବଂ ରିୟାଙ୍କୁ ଦେଖିବାକୁ ମିଳୁଛି। ଫିଲ୍ମଟି ଜୁନ୍‌ ୧୧ରେ ସୁଶାନ୍ତଙ୍କ ଶ୍ରାଦ୍ଧବାର୍ଷିକୀରେ ରିଲିଜ୍‌ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri