ଭାଇରାଲ ହେଉଛି ସୁଶାନ୍ତଙ୍କ ହାତଲେଖା ଚିଠି, ଏଥିରେ ଲେଖା ଅଛି…

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ହାତଲେଖା ଚିଠି ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ ଭଉଣୀ ଶ୍ୱେତା ସିଂହ କୀର୍ତ୍ତି ସୋସିଆଲ ମିଡିଆରେ ନିଜ ଭାଇଙ୍କ ହାତଲେଖା ଚିଠି ଶେୟାର କରିଛନ୍ତି। ଏଥିରେ ସୁଶାନ୍ତ ୩୦ ବର୍ଷର ନିଜର ଅନୁଭବ ଏବଂ ଜୀବନର ଅସଲ କଥା ବିଷୟରେ କହଛନ୍ତି। ଶ୍ୱେତା କ୍ୟାପଶନ ଲେଖିଛନ୍ତି, ଭାଇ ଦ୍ୱାରା ଚିଠିରେ ଲେଖାଯାଇଥିବା ଏହି କଥାଗୁଡ଼ିକ ବହୁତ ଗଭୀର।

ଏଥିରେ ସୁଶାନ୍ତ ଲେଖିଛନ୍ତି, ମୁଁ ଜୀବନର ୩୦ ବର୍ଷ ନଷ୍ଟ କରିସାରିଲିଣି। ପୂର୍ବ ୩୦ବର୍ଷରେ କିଛି ହେବା ପାଇଁ ଚେଷ୍ଟା କରିଛି। ପ୍ରତି ଜିନିଷ ଭଲ ହେବା ପାଇଁ ଚାହିଁଛି। ଟେନିସ୍‌, ସ୍କୁଲରେ ଭଲ କରିବା ପାଇଁ ଚାହିଁଥିଲି। ମାତ୍ର ଏବେ ପ୍ରତି ଜିନିଷକୁ ଦେଖୁଛି, ଯେମିତି, ଏହା ଠିକ୍‌ ନୁହେଁ। ଏବେ ମୋର ବିଶ୍ୱାସ ହେଉଛି କି ଯାହା କରିଥିଲି ଭୁଲ କରିଥିଲି।

ସ୍ମରଣଯୋଗ୍ୟ, ସୁଶାନ୍ତଙ୍କ ମୃତ୍ୟୁ ୧୪ ଜୁନ୍‌ ୨୦୨୦ ମୁମ୍ବାଇସ୍ଥିତ ବାନ୍ଦ୍ରାରେ ହୋଇଥିଲା। ତାଙ୍କ ମୃତ୍ୟୁ ପରେ ସିବିଆଇ, ଇଡି, ଏନ୍‌ସିବି, ମୁମ୍ବାଇ ପୋଲିସ ଏବଂ ବିହାର ପୋଲିସ ଏହି ଘଟଣାର ତଦନ୍ତ କରୁଥିଲେ। ମାତ୍ର କୌଣସି ନିଷ୍କର୍ଷ ବାହାରି ପାରିଲା ନାହିଁ। ସୁଶାନ୍ତଙ୍କ ମୃତ୍ୟୁର ଅସଲ କାରଣ କ’ଣ ତାହା ବର୍ତ୍ତମାନ ସୁଦ୍ଧା ସନ୍ଦେହଘେରରେ।


Enter your email to get our daily news in your inbox.

All Right Reserved By Dharitri.Com

କାଚରେ ତିଆରି ଡ୍ରେସ୍‌ ପିନ୍ଧି ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ: ସେଲିବ୍ରିଟିମାନେ ସବୁବେଳେ କିଛି ନା କିଛି କରି ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାନ୍ତି। ସେମିତି ସେଲିବ୍ରିଟିଙ୍କ ମଧ୍ୟରୁ ଉର୍ଫି ଜାଭେଦ ହେଉଛନ୍ତି ଜଣେ। ବିଶେଷକରି...

କିଏ ସୁନାମୀରୁ ତ କିଏ ବିମାନ ଦୁର୍ଘଟଣାରୁ; ମୃତ୍ୟୁକୁ ଅତି ନିକଟରୁ ଦେଖିଛନ୍ତି ଏସବୁ କଳାକାର; ଆଜିବି…

ବମ୍ବେ: କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ଯେତେ ନିକଟତର ହେଉ ନା କାହିଁକି ଭଗବାନଙ୍କ ଇଚ୍ଛା ଏବଂ ଭାଗ୍ୟ ସାଥ୍‌...

ବଲିଉଡ୍‌ରେ ୨୮ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଲେ ଡନ୍‌

ମୁମ୍ବାଇ: ବଲିଉଡ୍‌ର ବାଦ୍‌ଶାହା, କିଙ୍ଗ ଖାନ୍‌ ଅଫ୍‌ ବଲିଉଡ୍‌ ତଥା ଡନ୍‌ କଳାକାର ଶାହାରୁଖ ଖାଁଙ୍କର ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ୨୮ ବର୍ଷ ପୂରଣ ହୋଇଛି। ଏହାକୁ...

ହିମେଶଙ୍କ ପରେ ଏବେ ସଲମାନ୍‌: ରାନୁଙ୍କୁ ଘର, ‘ଦବଙ୍ଗ-୩’ରେ ଗୀତ ଗାଇବାକୁ ଦେଲେ ସୁଯୋଗ !

ପଶ୍ଚିମବଙ୍ଗ ରେଳ ଷ୍ଟେଶନରେ ଲତା ମଙ୍ଗେସକରଙ୍କ ‘ଏକ ପ୍ୟାର୍‌ କା ନଗ୍‌ମା ହୈ…’ ଗୀତ ଗାଇ ରାତାରାତି ଚର୍ଚ୍ଚାକୁ ଆସିଥିଲେ ରାନୁ ମଣ୍ଡଳ। ରାନୁଙ୍କ ଏହି...

ଓଟିଟିରେ ରିଲିଜ୍‌ ନ ହୋଇ ହଲ୍‌ରେ ରିଲିଜ୍‌ ହେବ ଅକ୍ଷୟଙ୍କ ଫିଲ୍ମ

‘ବଚ୍ଚନ ପାଣ୍ଡେ’ ଏବଂ ‘ସମ୍ରାଟ ପୃଥ୍ବୀରାଜ’ପରେ ଏବେ ଆଉ ଏକ ଫିଲ୍ମ‘ରାମ ସେତୁ’ରେ ନଜର ଆସିବେ ଅକ୍ଷୟ କୁମାର। ବ୍ୟାକ ଟୁ ବ୍ୟାକ ଦୁଇଟି ଫିଲ୍ମ...

ମୁଁ ସିଙ୍ଗଲ୍‌, ହେଲେ ବିବାହ କରିବାକୁ ଚାହୁଁଛି: ସୋନାକ୍ଷୀ

ବମ୍ବେ: ସିଙ୍ଗିଲ୍‌ ଅଛି। ହେଲେ ବିବାହ କରିବାକୁ ଚାହୁଁଛୁ। ଏଥିପାଇଁ ମୁଁ ଅପେକ୍ଷା କରିବାକୁ ମଧ୍ୟ ପ୍ରସ୍ତୁତ ଅଛି। ଏହା କହିଛନ୍ତି ଦବଙ୍ଗ ଗର୍ଲ ସୋନାକ୍ଷୀ...

ଅଭିନୟ କରିବେ ବୋଲି ପିଜା ଖାଇବା ଛାଡି ଦେଇଥିଲେ ପରିଣିତି

ମୁମ୍ବାଇ: ବଲିଉଡ୍ କୁଇନ୍ ପରିଣିତି ଚୋପ୍ରା ଅନେକ ୟଙ୍ଗଷ୍ଟରଙ୍କର ପ୍ରଥମ ପସନ୍ଦ ନାୟିକା ବୋଲି କୁହାଯାଏ । ଅଭିନୟରେ ସେ ଯେମିତି ପାରଙ୍ଗମ ପାଠପଢାରେ ବି...

ସମୁଦ୍ର କୂଳରେ ନଜର ଆସିଲେ ପ୍ରିୟଙ୍କା

ମୁମ୍ବାଇ: ହଲିଉଡ୍‌ରେ ବ୍ୟସ୍ତ ରହୁଥିବା ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍‌। ଏବେ ସେ ତାଙ୍କ ସୋସିଆଲ ମିଡିଆରେ କିଛି ଫଟୋ...

Advertisement
Archives

Model This Week