ସୁଶାନ୍ତଙ୍କ ପାଇଁ ଭଉଣୀ ଲେଖିଲେ ଭାବପ୍ରବଣ ବାର୍ତ୍ତା: ଯେଉଁଠି ଅଛ, ଖୁସିରେ ରୁହ

ବଲିଉଡର ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟାକୁ ଇତିମଧ୍ୟରେ ୧୭ ଦିନ ପୂରିଛି। ଏବେ ତାଙ୍କୁ ନେଇ ଚର୍ଚ୍ଚା ଥମୁନି। ଦୁନିଆ ଛାଡିବା ପରେ ସେ ତାଙ୍କ ସହ ଅନେକ ପ୍ରଶ୍ନ ଛାଡିଯାଇଛନ୍ତି। ପରିବାରର ଏକମାତ୍ର ପୁଅକୁ ହରାଇ ପିତାଙ୍କ ଆଖିରେ ମଧ୍ୟ ଲୁହ ସରୁନି। ସୁଶାନ୍ତଙ୍କ ଭଉଣୀ ଶ୍ୱେତା ସିଂ କ୍ରିତି ନିଜ ଫେସବୁକ ଆକାଉଣ୍ଟରେ ଘରେ ପ୍ରାର୍ଥନା କରୁଥିବା ସମସ୍ତଙ୍କ ଫଟୋ ଶେୟାର କରି ସାନଭାଇଙ୍କୁ ବିଦାୟ ଦେବାବେଳେ ଏକ ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି।
ଶ୍ୱେତା ସିଂ କ୍ରିତି ତାଙ୍କ ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରି ଭାଇଙ୍କ ପାଇଁ ଶେଷ ବାର୍ତ୍ତା ଲେଖିଛନ୍ତି। ସୋସିଆଲ ମିଡିଆରେ ଏହା ଭାଇରାଲ ହେବାରେ ଲାଗିଛି। ଶ୍ୱେତା ଫେସବୁକରେ ଲେଖିଛନ୍ତି- ’ମୋର ସାନଭାଇଙ୍କୁ ପ୍ରେମ ଏବଂ ସକାରାତ୍ମକତା ସହିତ ଶେଷ ବିଦାୟ। ଆଶାକରେ ତୁମେ ଯେଉଁଠାରେ ଅଛ ସବୁବେଳେ ଖୁସି ରୁହ … ଆମ ଭଲ ପାଇବା ତୁମ ସହ ସବୁବେଳେ ରହିବ। ସୂଚନାଯୋଗ୍ୟ, ଜୁନ୍‌ ୧୪ରେ ସୁଶାନ୍ତ ନିଜ ମୁମ୍ବାଇସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିଲେ।


All Right Reserved By Dharitri.Com

ଦିନ ଗଣୁଛନ୍ତି ବରୁଣ

ବରୁଣ ଧାଓ୍ବନ ଏବେ ଠାରୁ ଦିନ ଗଣିବା ଆରମ୍ଭ କରିଦେଲେଣି। କେମିତି ଗଣିବେ ନାହିଁ କହୁନାହାନ୍ତି ? ତାକୁ ନେଇ ତାଙ୍କ ମନରେ କେତେ ଆଶା।...

ଦୀପିକାଙ୍କୁ ଦରକାର ମୋ ଭଳି ପରାମର୍ଶଦାତା: ବାବା ରାମଦେବ

ମୁମ୍ବାଇ,୧୪।୧: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ହୋଇଥିବା ହିଂସା ପରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ସେଠାକୁ ଗସ୍ତ କରିଥିଲେ। ସେଠାରେ ସେ ବିରୋଧ ପ୍ରଦର୍ଶନକାରୀ...

ବିରାଟଙ୍କ କେଶ କାଟି ବାହାବା ସାଉଁଟୁଛନ୍ତି ଅନୁଷ୍କା: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କରୋନା(କୋଭିଡ-୧୯) ସଂକ୍ରମଣକୁ ନେଇ ସମଗ୍ର ବିଶ୍ୱ ଏବେ ଚିନ୍ତାରେ। ଏହି ଭାଇରସକୁ ରୋକିବା ପାଇଁ ସମଗ୍ର ଦେଶକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଏପ୍ରିଲ ୧୪...

କେବଳ ବନ୍ଧୁତା

କ’ଣ କରିବେ ଦିଶା ପଟାନି-ଏଣୁ ମାରିଲେ ଗୋ ହତ୍ୟା ତେଣୁ ମାରିଲେ ବ୍ରହ୍ମ ହତ୍ୟା। ଅର୍ଥାତ୍‌ ସେ ଦୋଛକିରେ ପଡିଯାଇଛନ୍ତି। ଟାଇଗର ଶ୍ରଫଙ୍କ ସହ ତାଙ୍କ...

ରଣବୀରଙ୍କ ସହ କାମ କରିବାକୁ ଅପେକ୍ଷା ରଖିଛନ୍ତି ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ବିୟୁଟି ଶ୍ରଦ୍ଧା କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡି’ର ପ୍ରମୋଶନ ପାଇଁ ବ୍ୟସ୍ତ ଅଛନ୍ତି। ଏବେ କିନ୍ତୁ...

ସଲମାନ, ଶାହରୁଖଙ୍କୁ ପଛରେ ପକାଇଲେ ପ୍ରିୟଙ୍କା ଚୋପ୍ରା

ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କୁ କିଏ ଅବା ନଜାଣେ। ବଲିଉଡ୍ରେ ସେ ହେଉଛନ୍ତି ଅନ୍ୟତମ ସଫଳ ନାୟିକା। ତାଙ୍କ ଲୋକପ୍ରିୟତା କେବଳ ଦେଶ ଭିତରେ ସୀମିତ...

ବାପାଙ୍କ ଚଲାପଥରେ ସଲମାନ୍‌: ଫାର୍ମ ହାଉସରେ ଲେଖୁଛନ୍ତି ଲଭ୍‌ଷ୍ଟୋରୀ

କରୋନା ମହାମାରୀକୁ ଦୂରେଇ ଦେବା ପାଇଁ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନରେ ବଲିଉଡ୍‌ର ସବୁ କାମ ବନ୍ଦ ହୋଇଯାଇଥିଲା। ତେବେ ସୁପରଷ୍ଟାର ସଲମାନ୍‌ ଖାନ୍‌ ଏହି...

ହାତରେ ହାତ ଛନ୍ଦି ବୁଲୁଥିଲେ ଏହି ଯୋଡ଼ି, କ୍ୟାଚ୍‌ କରିନେଲା କ୍ୟାମେରା

ହାତରେ ହାତ ଛନ୍ଦି ବଲିଉଡ୍‌ର ଏହି ଯୋଡ଼ି କାର୍‌ରେ ବୁଲୁଥିଲେ। ଫଟୋଗ୍ରାଫରଙ୍କ କ୍ୟାମେରାକୁ ଦେଖି ମୁହଁ ଲୁଚାଇଦେଲେ। କିନ୍ତୁ ଲୁଚିଛି ନା ଗୋଡ଼ ଦି’ଟା ଦିଶୁଛି...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *