ଡ୍ରଗ୍ସ ସେବନ କଥାକୁ ଅସ୍ବୀକାର କଲେ ସାରା, ଶ୍ରଦ୍ଧା

ମୁମ୍ବାଇ,୨୬।୯-ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡରେ ଡ୍ରଗ୍ସ କାରବାର ଲିଙ୍କ ଥିବା ଜଣାପଡିବା ପରେ ଏନ୍‌ସିବି (ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ) ବଲିଉଡର ଅଭିନେତ୍ରୀ, ଅଭିନେତାମାନଙ୍କୁ ମାରାଥନ ଜେରା କରୁଛି। ଏହି କ୍ରମରେ ଶନିବାର ଏନ୍‌ସିବି ନିକଟରେ ହାଜର ହୋଇଥିଲେ ଶ୍ରଦ୍ଧା କପୁର ଓ ସାରା ଅଲ୍ଲୀ ଖାନ। ଆଜି ଏନ୍‌ସିବିରେ ହାଜର ହୋଇ ଶ୍ରଦ୍ଧା କପୁର କହିଛନ୍ତି, ‘ଛିଛୋରେ’ ଚଳଚ୍ଚିତ୍ରର ସଫଳତା ପାର୍ଟିକୁ ସେ ଯାଇଥିଲେ, କିନ୍ତୁ ଡ୍ରଗ୍ସ ସେବନ କରିନାହାନ୍ତି। ସେହିପରି ସାରା ଅଲ୍ଲୀ ଖାନ ମଧ୍ୟ ଏନ୍‌ସିବି ନିକଟରେ ଡ୍ରଗ୍ସ ସେବନ କଥାକୁ ଅସ୍ବୀକାର କରିଛନ୍ତି।
ପ୍ରକାଶ ଯେ, ଏନ୍‌ସିବି ସମ୍ମୁଖରେ ରିଆ ଚକ୍ରବର୍ତ୍ତୀ ନିଜ ବୟାନ ଦେବା ସମୟରେ ଡ୍ରଗ୍ସ ସମ୍ପୃକ୍ତି ନେଇ ସାରା ଓ ଶ୍ରଦ୍ଧାଙ୍କ ନାମ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ କାମ ଦେବନି କନିକାଙ୍କ ପ୍ଲାଜମା !

ଲକ୍ଷ୍ନୌ,୨୮।୪: ବଲିଉଡ୍‌ ଗାୟିକା କନିକା କପୁର ନିକଟରେ କରୋନା ସଂକ୍ରମଣରୁ ସୁସ୍ଥ ହୋଇଥିବା ବେଳେ ଏବେ ସେ ପ୍ଲାଜମା ଦାନ କରିବାକୁ ମନ ବଳାଇଥିଲେ। ଯେଉଁଥିରେ...

ସୋନୁ ସୁଦଙ୍କୁ ରାଜ୍ୟ ସଭା ଏମ୍‌ପି, ଉପମୁଖ୍ୟମନ୍ତ୍ରୀ ପଦ ମିଳିଥିଲା ଅଫର୍‌

ବଲିଉଡ ଅଭିନେତା ସୋନୁ ସୁଦ କେବଳ ଜଣେ ମହାନ ଅଭିନେତା ନୁହଁନ୍ତି ବରଂ ଜଣେ ଦୟାଳୁ ବ୍ୟକ୍ତି ମଧ୍ୟ। କୋଭିଡ ସମୟରେ ସେ ଅନେକ ଲୋକଙ୍କୁ...

ଦିଶାଙ୍କ ପସନ୍ଦ ଟାଇଗର ନୁହେଁ ଅନିଲ

ମୁମ୍ବାଇ: ବଲିଉଡ୍ ଆକ୍ଟ୍ରେସ୍ ଦିଶା ପାଟନି ନିଜ ଫିଟନେସ୍ ପାଇଁ ବେଶ୍ ଜଣାଶୁଣା । ସବୁବେଳେ ସେ ତାଙ୍କ ଫିଟନେସ୍ ଉପରେ ଅଧିକ ଧ୍ୟାନ ଦିଅନ୍ତି...

ମିଟୂ: ତନୁଶ୍ରୀଙ୍କୁ ଝଟକା, ନାନାଙ୍କୁ କ୍ଲିନ୍‌ଚିଟ୍‌

ଅଭିନେତା ନାନା ପାଟେକରଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିବା ଅଭିନେତ୍ରୀ ତନୁଶ୍ରୀ ଦତ୍ତଙ୍କୁ ଝଟକା ଲାଗିଛି। ଏନେଇ ପୋଲିସ ନାନାଙ୍କ ବିରୋଧରେ କୌଣସି ପ୍ରମାଣ ମିଳିନାହିଁ।...

ହୋଟେଲରୁ ସାମ୍ପୁ ଚୋରି କରନ୍ତି ଦୀପିକା

ବଲିଉଡର ଆଗଧାଡିର ନାୟିକା ଦୀପିକା ପାଦ୍ୟୁକୋନ୍‌ ହୋଟେଲରୁ ସାମ୍ପୁ ଚୋରି କରିଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସତ। ତାଙ୍କର ଜଣେ ନିକଟ ବନ୍ଧୁ ସ୍ନେହା...

ମିଛକୁ ଘୃଣା କରେ: ଶ୍ରଦ୍ଧା ପାଣିଗ୍ରାହୀ

ରିୟାଲିଟି ଶୋ’ ‘ମିଠା ମିଠା ଯୋଡି’ରୁ ଅଭିନୟର ଯାତ୍ରା ଆରମ୍ଭ। ଏହାପରେ ସିରିୟଲ, ମ୍ୟୁଜିକ୍‌ ଭିଡିଓ, ଓ୍ବେବ୍‌ ସିରିଜ୍‌ କରି ସେ ଘରେ ଘରେ ପରିଚିତା।...

ଶୁଟିଂ ସେଟ୍‌କୁ ଫେରିଲେ ଆମିର

ଅଙ୍କାରା,୧୦।୮: ସାରା ବିଶ୍ୱରେ ଘରେ ଘରେ ଏବେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ପ୍ରାୟ ସାରା ବିଶ୍ୱରେ ଲକ୍‌ଡାଉନ ଘୋଷଣା କରାଯାଇଥିବା...

‘ରାଜ କୁନ୍ଦ୍ରା ବି ବୁଝିସାରିଥିବେ’; ସଲମାନ୍‌ ଖାନ୍‌ଙ୍କ ମୁହଁରୁ ଭିଣୋଇଙ୍କ କଥା ଶୁଣି…

ବମ୍ବେ: ପର୍ନ ଫିଲ୍ମ ନିର୍ମାଣ ମାମଲାରେ ଛନ୍ଦି ହୋଇ ଜେଲରେ ଥିଲେ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା। ଏବେ ସେ ଜାମିନରେ...

Advertisement
Archives

Model This Week