ବିହାର ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୁଶାନ୍ତଙ୍କ ବାପା କେକେ ସିଂ

ପାଟଣା,୩୦।୯-ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା ତଦନ୍ତରେ ବିଳମ୍ବ ହେବାରୁ ସୁଶାନ୍ତଙ୍କ ବାପା କେକେ ସିଂ ବୁଧବାର ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଭେଟିଛନ୍ତି। ନୀତିଶଙ୍କ ପାଟଣାସ୍ଥିତ ବାସଭବନରେ ତାଙ୍କ ପରିବାର ଲୋକ ସୁଶାନ୍ତ ମୃତ୍ୟୁ ମାମଲା ତଦନ୍ତ ବାବଦରେ ଆଲୋଚନା କରିଛନ୍ତି। ସିବିଆଇ ତଦନ୍ତ ଚାଲିଥିବାବେଳେ ପ୍ରଥମ ଥର ପାଇଁ ସୁଶାନ୍ତଙ୍କ ପରିବାର ନୀତିଶ କୁମାରଙ୍କୁ ସାକ୍ଷାତ କରିଛନ୍ତି। ସୁଶାନ୍ତଙ୍କ ତଦନ୍ତ ମାମଲାରେ ବିଳମ୍ବ ହେବାରୁ ପରିବାର ଲୋକେ ନୀତିଶଙ୍କୁ ଭେଟିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri