‘ସୁଶାନ୍ତ ସିଂଙ୍କ ସୁରକ୍ଷା ଦାୟିତ୍ୱ ବଢ଼ାଯାଉ’

ଭୁବନେଶ୍ବର, ୨୬।୧୧(ବ୍ୟୁରୋ): ବିଜେଡିର ଏକ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଭାଜପା ନେତାମାନଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ୨୦୧୮ ବିଜେପୁର ଉପନିର୍ବାଚନ ସମୟରେ ବିଧାୟକ ସୁଶାନ୍ତ ସିଂଙ୍କ ଭାଇଙ୍କୁ ଯେଉଁ ୨ ଭାଜପା ନେତା ଆକ୍ରମଣ କରିଥିଲେ ସେମାନେ ଏବେ ପଦ୍ମପୁରରେ ପ୍ରଚାର କରୁଛନ୍ତି। ଉପନିର୍ବାଚନ ସମୟରେ ସେମାନେ ସୁଶାନ୍ତଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରୁଛନ୍ତି। ତେଣୁ ସୁଶାନ୍ତ ସିଂଙ୍କ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରିବାକୁ ବିଜେଡି ପ୍ରତିନିଦି ଦଳ ଦାବି କରିଛି। ସେହିପରି ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ବିନା ପ୍ରମାଣରେ ସରକାରୀ ଅଧିକାରୀଙ୍କୁ ଧମକାଇଛନ୍ତି। ତେଣୁ ଲେଖାଶ୍ରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ଲାଗି ବିଜେଡିର ଆଉ ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri