ଇଡି ଅଫିସ୍‌ରେ ସୁଶାନ୍ତଙ୍କ ଭଉଣୀ

ମୁମ୍ବାଇ,୧୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଓ ସିବିଆଇ ଯାଞ୍ଚ କରୁଛି। ସୋମବାର ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତିଙ୍କ ସମେତ ତାଙ୍କ ଭାଇ ଓ ପିତାଙ୍କୁ ୧୦ ଘଣ୍ଟା ଧରି ଇଡି ଜେରା କରିଥିଲା। ମଙ୍ଗଳବାର ଏହି ମାମଲାରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହେବ। ବିହାରରୁ ମୁମ୍ବାଇବାକୁ ଏହି ମାମଲା ସ୍ଥାନାନ୍ତର କରିବାକୁ ରିୟା କରିଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁଣାଣି କରିବେ। ସେହିପରି ଏହି ମାମଲାରେ ନିଜର ବୟାନ ରେକର୍ଡ କରାଇବା ପାଇଁ ସୁଶାନ୍ତଙ୍କ ଭଉଣୀ ମିତୁ ସିଂହ ମଙ୍ଗଳବାର ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଏହି ମାମଲାରେ ଇଡି ମିତୁଙ୍କ ବୟାନ ରେକର୍ଡ କରିବ। ତେବେ ମିତୁ ହେଉଛନ୍ତି ସୁଶାନ୍ତଙ୍କ ପରିବାର ପ୍ରଥମ ସଦସ୍ୟ ଯାହାଙ୍କୁ ଇଡି ଜେରା କରୁଛି। ଅନ୍ୟପଟେ ଇଡିର ଜେରା ସମୟରେ ଶ୍ରୁତି ମୋଦି ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ଯେବେଠାରୁ ରିୟା ସୁଶାନ୍ତଙ୍କ ଜୀବନକୁ ଆସିଥିଲେ, ସେବେଠାରୁ ସେ ସୁଶାନ୍ତଙ୍କ ସମସ୍ତ ନିଷ୍ପତ୍ତି ନେଉଥିଲେ। ଏଥିସହ ତାଙ୍କର ଆର୍ଥିକ ଓ ପ୍ରୋଜେକ୍ଟ ଉପରେ ମଧ୍ୟ ରିୟା ନିଷ୍ପତ୍ତି ନେଉଥିଲେ। ତେବେ ୨୦୨୦ ଫେବୃୟାରୀ ପରଠାରୁ ଶ୍ରୁତି ଆଉ ସୁଶାନ୍ତଙ୍କ ସମ୍ପର୍କରେ ନ ଥିଲେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri