ସୁଶାନ୍ତ ଆତ୍ମହତ୍ୟା ମାମଲା: ଓ୍ବାଇଆର୍‌ଏଫ୍‌ ମୁଖ୍ୟଙ୍କୁ ଜେରା

ମୁମ୍ବାଇ,୧୮।୭: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ମୁମ୍ବାଇ ପୋଲିସର ତତ୍ପରତା ନଜର ଆସିଛି। ବହୁ କମ୍‌ ସମୟ ମଧ୍ୟରେ କେତେକ ବଡ଼ ସେଲିବ୍ରିଟିଙ୍କୁ ପଚରାଉଚରା କରି ଏହି ମାମଲାର ରହସ୍ୟ ଉପରୁ ପର୍ଦ୍ଦା ଉଠାଇବାକୁ ପୋଲିସ ଚେଷ୍ଟା ଜାରି ରଖିଛି। ଇତିମଧ୍ୟରେ ସୁଶାନ୍ତ ସିଂହଙ୍କ ମାମଲାରେ ଓ୍ବାଇଆର୍‌ଏଫ୍‌ ମୁଖ୍ୟ ଆଦିତ୍ୟ ଚୋପ୍ରାଙ୍କୁ ପୋଲିସ ପଚରାଉଚରା କରିଥିବା ଜଣାପଡ଼ିଛି। ଶନିବାର ସକାଳେ ବର୍ସୋବା ପୋଲିସ ଷ୍ଟେଶନରେ ଆଦିତ୍ୟଙ୍କ ବୟାନ ରେକର୍ଡ କରାଯାଇଛି। ଦୀର୍ଘ ୪ ଘଣ୍ଟା ଧରି ପୋଲିସ ତାଙ୍କୁ ପଚରାଉଚୁରା କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୁଶାନ୍ତଙ୍କ ମାମଲାରେ ଏପର୍ଯ୍ୟନ୍ତ ୩୭ ଜଣଙ୍କୁ ପୋଲିସ ପଚରାଉଚୁରା କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଦେଲେ ସିଦ୍ଦରମୈୟା

ବେଙ୍ଗାଲୁରୁ,୩।୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ତାଙ୍କ ନାମରେ କଂଗ୍ରେସ ହାଇକମାଣ୍ଡଙ୍କ ନିକଟକୁ ପଠାଯାଇଥିବା ଚିଠି ନକଲି ବୋଲି ଦାବି କରିଛନ୍ତି। କନ୍ନଡରେ ଲିଖିତ ଏବଂ...

ମହିଳା ଡାକ୍ତର ବଳାତ୍କାର ହତ୍ୟା ପ୍ରସଙ୍ଗକୁ ନେଇ ସଂସଦରେ ଝଡ଼: ଅପରାଧୀଙ୍କୁ ପିଟି ମାରିଦେବାକୁ ଦାବି

ନୂଆଦିଲ୍ଲୀ,୩ା୧୨(ପି.ଟି.): ହାଇଦ୍ରାବାଦରେ ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପ୍ରସଙ୍ଗକୁ ନେଇ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ହଙ୍ଗାମା କରିଥିଲେ।...

ଜାନୁୟାରୀରୁ ମେ ମଧ୍ୟରେ ୬୩୬.୦୭ ଲକ୍ଷ କରିଛନ୍ତି ଘରୋଇ ବିମାନ ଯାତ୍ରା: ଡିଜିସିଏ…

ନୂଆଦିଲ୍ଲୀ,୧୫।୬ : ଜାନୁଆରୀରୁ ମେ ମଧ୍ୟରେ ୬୩୬.୦୭ ଲକ୍ଷ ଲୋକ ଘରୋଇ ବିମାନରେ ଯାତ୍ରା କରିଛନ୍ତି। ଗତ ବର୍ଷ ୨୦୨୨ରେ ଏହି ସମୟ ମଧ୍ୟରେ ଯାତ୍ରୀଙ୍କ...

ପିଇବା ପାଣି ପାଇପ୍‌ରୁ ବାହାରୁଛି ସାପ…

ଭୋପାଳ,୩୧।୫: ପିଇବା ପାଣି ପାଇପ୍‌ରୁ ଛୋଟ ଛୋଟ ସାପ ଛୁଆ ବାହାରୁଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ମଧ୍ୟପ୍ରଦେଶ ଟିକମ୍‌ଗଡ଼ରେ ସରକାରୀ ସପ୍ଲାଏ...

ଏନ୍‌ସିଇଆର୍‌ଟି ପାଠ୍ୟପୁସ୍ତକରୁ ପର୍ଯ୍ୟାୟ ସାରଣୀ ବାଦ୍‌

ନୂଆଦିଲ୍ଲୀ,୨ା୬: ଏନ୍‌ସିଇଆର୍‌ଟି ଦଶମ ଶ୍ରେଣୀ ପାଠ୍ୟପୁସ୍ତକରୁ ଗୋଟିଏ ପରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ବିଷୟ ବାଦ୍‌ ଦେଇ ଚାଲିଛି। ସରକାରୀ ପାଠ୍ୟପୁସ୍ତକରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପର୍ଯ୍ୟାୟ...

ନୁହରେ ସାମ୍ପ୍ରଦାୟିକ ହିଂସା ସରକାରଙ୍କ ଏକ ଷଡଯନ୍ତ୍ର: ରଣଦୀପ ସୁରଜେୱାଲା

ନୂଆଦିଲ୍ଲୀ,୨।୮: ହରିୟାଣାର ନୁହରେ ସାମ୍ପ୍ରଦାୟିକ ହିଂସାକୁ ନେଇ କଂଗ୍ରେସ ନେତା ରଣଦୀପ ସୁରଜେୱାଲା ରାଜ୍ୟର ମନୋହର ଲାଲ ଖଟ୍ଟର ସରକାରଙ୍କୁ ଘେରିଛନ୍ତି। ଏଠାରେ ହିଂସା ଘଟିବ...

ହାରିଲେ ୮ କ୍ୟାବିନେଟ ମନ୍ତ୍ରୀ

ଶିମଲା,୯।୧୨: ଗୁଜରାଟ ଓ ହିମାଚଳ ପ୍ରଦେଶର ବହୁପ୍ରତୀକ୍ଷିତ ବିଧାନସଭା ନିର୍ବାଚନ ଫଳ ଗୁରୁବାର ପ୍ରକାଶ ପାଇଛି। ଏଥିରେ ହିମାଚଳ ପ୍ରଦେଶର ବିଦାୟୀ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ...

ପ୍ରତି ୫ ଘଣ୍ଟାରେ ଜଣେ ହେଉଛନ୍ତି ଓମିକ୍ରନ୍‌ରେ ସଂକ୍ରମିତ

ନୂଆଦିଲ୍ଲୀ,୨୫ ।୧୨: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ପ୍ରଥମଥର ଲାଗି ସର୍ବାଧିକ ୧୨୨ ଜଣ...

Advertisement
Archives

Model This Week