ଭାରତର ପ୍ରଥମ ଓସ୍କାର ଜିତିବାର ସାମର୍ଥ୍ୟ ରଖିଥିଲେ ସୁଶାନ୍ତ

ବଲିଉଡ୍‌ ଅଭିନେତ୍ରୀ ସେଲିନା ଜେଟ୍‌ଲୀ ବିବାହ ପରେ ପୁଣି ଥରେ ଫିଲ୍ମ ‘ସିଜନ୍ସ ଗ୍ରୀଟିଙ୍ଗସ୍‌’ ମାଧ୍ୟମରେ ଅଭିନୟକୁ ଫେରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେଲିନା କହିଛନ୍ତି ଯେ, ମା’ ବାପାଙ୍କ ମୃତ୍ୟୁ ଏବଂ ପୁଅ ଜନ୍ମ ହେବା ପରେ ସେ ଡିପ୍ରେଶନରେ ଚାଲିଯାଇଥିଲେ। ଏହା ଏମିତି ଏକ ରୋଗ ଯାହାକି କେଉଁ ସମୟରେ, କେତେବେଳେ କାହାକୁ ବି ହୋଇପାରେ। ଡିପ୍ରେଶନକୁ ଅଣଦେଖା କରି ଏଥିରୁ ମଲ ମଧ୍ୟ ହୋଇ ପାରିବା ବୋଲି ସେ କହିଛନ୍ତି।
ଏଥିସହ ସେଲିନା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଏହା ବହୁତ ବଡ଼ ଦୁଃଖର କଥା, କାରଣ ଆମେ ଜଣେ ଭଲ ଅଭିନେତାଙ୍କୁ ହରାଇଛୁ। ସୁଶାନ୍ତ ଜଣେ ଉଜ୍ଜ୍ୱଳ ପ୍ରତିଭାବାନ ଅଭିନେତା ଥିଲେ, ଯିଏକି ଭବିଷ୍ୟତରେ ଭାରତର ପ୍ରଥମ ଓସ୍କାର ଜିତିବାର ସାମର୍ଥ୍ୟ ରଖିଥିଲେ ବୋଲି ସେଲିନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡାରୁ ଭାରତ ଆସିବାବେଳେ ମାତ୍ର ୫ ହଜାର ଟଙ୍କା ଆଣି ଆସିଥିଲେ ଏହି ଅଭିନେତ୍ରୀ, ଏବେ କୋଟିପତି

କାନାଡାର ଜଣେ ଅଭିନେତ୍ରୀ ଯେତେବେଳେ ଭାରତ ଆସିଥିଲେ ସେତେବେଳେ ସାଥୀରେ ଚଳିବା ପାଇଁ କିଛି ଟଙ୍କା ଆଣିଥିଲେ। ଯେଉଁ ଟଙ୍କାରେ ଚଳିବା ତାଙ୍କ ପାଇଁ କଷ୍ଟକର...

ଓଟିଟି ପ୍ଲାଟଫର୍ମରେ ରିଲିଜ୍‌ ହେବ ‘କଶ୍ମୀର ଫାଇଲ୍ସ’

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ଧମାକାଦାର ଆୟ କରୁଛି। ତେବେ ନିକଟରେ ଏକ ଖବର ସାମ୍ନାକୁ ଆସିଛି ଯେ, ଫିଲ୍ମଟି...

ଅଭିଷେକ ବଚ୍ଚନ ଆଗ୍ରା ଜେଲ୍‌ରେ ଦେବେ ଦଶମ ପରୀକ୍ଷା

ଲକ୍ଷ୍ନୌ,୨୧।୨: ଆଗ୍ରା ଜେଲରେ ବିଗ୍‌ ବି ଅମିତାଭ ବଚ୍ଚନଙ୍କ ପୁତ୍ର ଅଭିଷେକ ବଚ୍ଚନ ଦଶମ ପରୀକ୍ଷା ଦେବେ। ପରୀକ୍ଷା ଫେବୃୟାରୀ ୨୩ରେ ହେବ। ତେବେ ଏହା...

ଚଳିତବର୍ଷ ଦୀପାବଳି ପାଳିବେନି ଆଲିଆ!

ନିଜର ଦମ୍‌ଦାର ଅଭିନୟ ଏବଂ କ୍ୟୁଟ୍‌ନେସ୍‌ ପାଇଁ ଖୁବ୍‌ କମ୍‌ ସମୟ ମଧ୍ୟରେ ବଲିଉଡ୍‌ରେ ନଁା କରିଥିବା ଅଭିନେତ୍ରୀ ଆଲିଆ ଭଟ୍ଟ। କୌଣସି ନା କୌଣସି...

୧୫୦ କୋଟି କ୍ଲବରେ ‘ଭାରତ’

ଇଦ୍‌ ଅବସରରେ ରିଲିଜ୍‌ ହୋଇଥିବା ସୁପରଷ୍ଟାର ସଲମାନ ଖାନ୍‌ଙ୍କ ଫିଲ୍ମ ‘ଭାରତ’ ଦେଢଶହ କୋଟି କ୍ଲବରେ ସାମିଲ ହୋଇଛି। ସାଉଥ କୋରିୟାନ ବ୍ଳକବଷ୍ଟର ଫିଲ୍ମର ହିନ୍ଦୀ...

‘ମୁଁ ଧର୍ମେନ୍ଦ୍ରଙ୍କୁ ଦ୍ୱିତୀୟ ବିବାହ କରିଛି ସତ, କେବେହେଲେ ପ୍ରଥମ ସ୍ତ୍ରୀଙ୍କଠୁ ତାଙ୍କୁ ଅଲଗା କରିନାହିଁ’

ଡ୍ରିମ୍‌ଗାର୍ଲ ହେମାମାଳିନୀ ଏବଂ ଅଭିନେତା ଧର୍ମେନ୍ଦ୍ର ବଲିଉଡ୍‌ର ହିଟ୍‌ ଯୋଡି ମଧ୍ୟରୁ ଅନ୍ୟତମ। ପରଦାରେ ହେଉ ଅବା ପରଦା ବାହାରେ ଉଭୟଙ୍କ ସମ୍ପର୍କ ବେଶ୍‌ ନିବିଡ।...

ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ‘ର ତାରିଫ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତ ପୂର୍ବରୁ ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ’ର ତାରିଫ୍‌ କରିଛନ୍ତି। ସେ ଟୁଇଟ୍‌...

ଅମିତାଭ, ଅଭିଷେକଙ୍କ ପାଇଁ ପୂଜାର୍ଚ୍ଚନା

ମୁମ୍ବାଇ,୧୨।୭: ବିଗ୍‌ ବି ଅମିତାଭ ଓ ତାଙ୍କ ପୁଅ ଅଭିଷେକ ବଚ୍ଚନଙ୍କ କରୋନା ଟେଷ୍ଟ ରିପୋର୍ଟ ଶନିବାର ରାତିରେ ପଜିଟିଭ ଆସିବା ପରେ ଏବେ ଏମାନଙ୍କ...

Advertisement
Archives

Model This Week