ଭାରତର ପ୍ରଥମ ଓସ୍କାର ଜିତିବାର ସାମର୍ଥ୍ୟ ରଖିଥିଲେ ସୁଶାନ୍ତ

ବଲିଉଡ୍‌ ଅଭିନେତ୍ରୀ ସେଲିନା ଜେଟ୍‌ଲୀ ବିବାହ ପରେ ପୁଣି ଥରେ ଫିଲ୍ମ ‘ସିଜନ୍ସ ଗ୍ରୀଟିଙ୍ଗସ୍‌’ ମାଧ୍ୟମରେ ଅଭିନୟକୁ ଫେରିଛନ୍ତି। ନିକଟରେ ଏକ ସାକ୍ଷାତକାରରେ ସେଲିନା କହିଛନ୍ତି ଯେ, ମା’ ବାପାଙ୍କ ମୃତ୍ୟୁ ଏବଂ ପୁଅ ଜନ୍ମ ହେବା ପରେ ସେ ଡିପ୍ରେଶନରେ ଚାଲିଯାଇଥିଲେ। ଏହା ଏମିତି ଏକ ରୋଗ ଯାହାକି କେଉଁ ସମୟରେ, କେତେବେଳେ କାହାକୁ ବି ହୋଇପାରେ। ଡିପ୍ରେଶନକୁ ଅଣଦେଖା କରି ଏଥିରୁ ମଲ ମଧ୍ୟ ହୋଇ ପାରିବା ବୋଲି ସେ କହିଛନ୍ତି।
ଏଥିସହ ସେଲିନା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଏହା ବହୁତ ବଡ଼ ଦୁଃଖର କଥା, କାରଣ ଆମେ ଜଣେ ଭଲ ଅଭିନେତାଙ୍କୁ ହରାଇଛୁ। ସୁଶାନ୍ତ ଜଣେ ଉଜ୍ଜ୍ୱଳ ପ୍ରତିଭାବାନ ଅଭିନେତା ଥିଲେ, ଯିଏକି ଭବିଷ୍ୟତରେ ଭାରତର ପ୍ରଥମ ଓସ୍କାର ଜିତିବାର ସାମର୍ଥ୍ୟ ରଖିଥିଲେ ବୋଲି ସେଲିନା କହିଛନ୍ତି।


All Right Reserved By Dharitri.Com

ଏଲିଟ୍‌ କ୍ଲବ୍‌ରେ ଶାହିଦ୍‌ କପୁର

ମୁମ୍ବାଇ: ଆମିର, ସଲମାନ୍‌ ଓ ଶାହରୁଖଙ୍କ ଭଳି ଶାହିଦ୍‌ କପୁର ଏବେ ଏଲିଟ୍‌ କ୍ଲବ୍‌ରେ ସ୍ଥାନ ପାଇଛନ୍ତି। ବିଶେଷକରି ‘କବିର ସିଂ’ ଫିଲ୍ମର ସଫଳତା ତାଙ୍କୁ...

ଏପ୍ରିଲ ୨୫ ଦୂରଦର୍ଶନ ଇତିହାସରେ ଗୁରୁତ୍ୱପୂର୍ଣ୍ଣ: ଏହିଦିନ ଆରମ୍ଭ ହୋଇଥିଲା ରଙ୍ଗୀନ ପ୍ରସାରଣ

ମୁମ୍ବାଇ: ଠିକ୍‌ ଆଜିର ଦିନ ଅର୍ଥାତ୍‌ ଏପ୍ରିଲ ୨୫ ଦୂରଦର୍ଶନ ଇତିହାସରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୯୮୨ ମସିହାରେ ଏହି ଚ୍ୟାନେଲ ପ୍ରଥମେ ରଙ୍ଗୀନ ପ୍ରସାରଣ ପରୀକ୍ଷା...

କରନ ଜୋହରଙ୍କ ଫିଲ୍ମରେ ଡେବ୍ୟୁ କରିବାକୁ ଚାହାନ୍ତି ସଞ୍ଜୟଙ୍କ ଝିଅ

ମୁମ୍ବାଇ: ଗତବର୍ଷ କେତେଜଣ ଷ୍ଟାର କିଡ୍‌ ବଲିଉଡ୍‌ରେ ଡେବ୍ୟୁ କରିଥିବା ବେଳେ ବଲିଉଡ୍‌ ନାୟକ ସଞ୍ଜୟ କପୁରଙ୍କ ଝିଅ ଶନାୟା କପୁର ଏବେ ଏହି ସୁଯୋଗକୁ...

୪୬ ବର୍ଷରେ ପ୍ରଥମଥର ମାଆଙ୍କ ହାତ ତିଆରି ଖାଦ୍ୟ ଖାଇଲେ ଟ୍ବିଙ୍କଲ

ମୁମ୍ବାଇ: ବଲିଉଡ୍‌ଠାରୁ ବେଶ୍‌ କିଛିଦିନ ହେବ ଦୂରେଇ ରହିଥିବା ଟ୍ବିଙ୍କଲ ଖାନ୍ନା ସୋସିଆଲ ମିଡିଆରେ କିନ୍ତୁ ବେଶ୍‌ ଆକ୍ଟିଭ। ଅଧିକାଂଶ ସମୟରେ ସେ ସୋସିଆଲ ମିଡିଆରେ...

ରିଲିଜ ହେଲା ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’ର ଟ୍ରେଲର

ବମ୍ବେ: ରିଲିଜ ହୋଇଛି ଚଳଚ୍ଚିତ୍ର ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’ର ଟ୍ରେଲର। ୨.୫୨ ମିନିଟର ଏହି ଟ୍ରେଲରରେ ଆକ୍ସନ, ରୋମାନ୍ସ ସାଙ୍ଗକୁ ଡ୍ୟାନ୍ସର ଭରପୂର ଝଲକ ଦେଖିବାକୁ ମିଳୁଛି।...

ମୁଁ ଅଭିନେତ୍ରୀ

ଶାରଳା ପ୍ରଡକ୍ସନ ପ୍ରଯୋଜିତ ଏବଂ ଏସ୍‌ ବିଏସ୍‌ ଏଣ୍ଟରଟେନମେଣ୍ଟ ନିବେଦିତ ନୂଆ ଓଡ଼ିଆ ସିନେମା ‘ମୁଁ ଅଭିନେତ୍ରୀ’ର ଶୁଟିଂ ଆରମ୍ଭ ହୋଇଯାଇଛି। ପ୍ରକାଶ ଚନ୍ଦ୍ର ନାୟକଙ୍କ...

ଶାହାରୁଖ୍‌ଙ୍କୁ ସାନିଟାଇଜର ଦେଇ କରୋନା ସଚେତନତା ବାର୍ତ୍ତା ଦେଲେ କାଜଲ

କରୋନା ଭାଇରସ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମହାମାରୀ ଘୋଷିତ କରାଯାଇଛି। ଏହାକୁ ନେଇ ଭାରତରେ ମଧ୍ୟ ଆତଙ୍କ ଖେଳିଯାଇଛି। ଏ ନେଇ ସରକାର ଲୋକଙ୍କୁ...

ଭୁଲରେ ଇନ୍‌ଷ୍ଟାଗ୍ରାମ୍‌ରେ ଲାଇଭ୍‌ ଆସିଗଲେ କଟ୍ରିନା

ଲକ୍‌ଡାଉନ୍‌ ଯୋଗୁ ବଲିଉଡ୍‌ କଳାକାରମାନେ ଘରେ ରହି ସମୟ ବିତାଉଛନ୍ତି। ଏହି ସମୟରେ ସେମାନେ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରହୁଥିବା ଦେଖିବାକୁ ମିଳୁଛି। ଏଥିରୁ...

Coronavirus Update



Archives

Model This Week

Why Dharitri

Leave a comment

Your email address will not be published. Required fields are marked *