Posted inଖେଳ

ରେଫରି ଆସେସର କୋର୍ସ କରିବେ ସୁଶାନ୍ତ

କଟକ ଅଫିସ,୧୦ା୭- ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫଏଫ) ଆନୁକୂଲ୍ୟରେ ଜୁଲାଇ ୧୪ରୁ ୧୬ ପର୍ଯ୍ୟନ୍ତ ବିଧିବଦ୍ଧ ପ୍ଲାଟଫର୍ମ ଜରିଆରେ ଏକ ରେଫରି ଆସେସର କୋର୍ସ ଅନୁଷ୍ଠିତ ହେବ। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ସୁଶାନ୍ତ ଚନ୍ଦ୍ର ମହାନ୍ତି ଯୋଗଦେବା ପାଇଁ ଏଆଇଏଫଏଫ ଦ୍ୱାରା ମନୋନୀତ ହୋଇଛନ୍ତି। ଭୁବନେଶ୍ୱର ଆକାଉଣ୍ଟାଣ୍ଟ ଜେନେରାଲ କାର୍ଯ୍ୟାଳୟରେ ସେ କାର୍ଯ୍ୟରତ। ଜାତୀୟ ସ୍ତରୀୟ ରେଫରି ଭାବେ ସୁଶାନ୍ତଙ୍କର ଖ୍ୟାତି ରହିଛି। ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) ସମ୍ପାଦକ ଆଶୀର୍ବାଦ ବେହେରା ଏ ନେଇ ସୁଶାନ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ କପିଳ ଦେବ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୮।୧୦: କ୍ରିକେଟ ଜଗତରେ ପାଦ ଥାପିବା ପରଠାରୁ ନିଜ ପ୍ରତିଭାର ଝଲକ ଦେଖାଇ ଆସୁଛନ୍ତି ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ। ବୟସ ମାତ୍ର ୧୫ ବର୍ଷ ହୋଇଥିବା…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?