ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ

ମୁମ୍ବାଇ,୨୪।୫: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ ବୁଧବାରକୁ ଆସିଛି। ଏହି ରିପୋର୍ଟରେ ସୁଶାନ୍ତଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ହେବାରୁ ହୋଇଥିବା ନେଇ ଦର୍ଶାଯାଇଛି। ଅର୍ଥାତ୍‌ ସେ ଆତ୍ମହତ୍ୟା କରିଛନ୍ତି ବୋଲି ଏହି ରିପୋର୍ଟରୁ ସ୍ପଷ୍ଟ ହୋଇଯାଇଛି। ଏହି ରିପୋର୍ଟରେ ୫ଜଣିଆ ଡାକ୍ତର ଦସ୍ତଖତ କରିଥିବା ଜଣାପଡ଼ିଛି। ତେବେ ତାଙ୍କ ଭିସେରା ରିପୋର୍ଟକୁ ସଂରକ୍ଷିତ ରଖାଯାଇଥିବା ବେଳେ ପ୍ରାଥମିକ ଭିତ୍ତିରେ ଏନେଇ ମୁମ୍ବାଇ ପୋଲିସକୁ ସୂଚନା ଦିଆଯାଇଛି। ଅନ୍ୟପଟେ ଯଥାଶୀଘ୍ର ଭିସେରା ରିପୋର୍ଟ ଦେବା ପାଇଁ ଫରେନ୍‌ସିକ୍‌ ବିଭାଗକୁ ପୋଲିସ ମହାନିର୍ଦ୍ଦେଶକ ଚିଠି ଲେଖିଛନ୍ତି। ସୂଚନାଯୋଗ୍ୟ, ଅଭିନେତା ସୁଶାନ୍ତ ସିଂହ ମୁମ୍ବାଇର ବାନ୍ଦ୍ରା ସ୍ଥିତ ଆପାର୍ଟମଣ୍ଟେରେ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁକୁ ନେଇ ବଲିଉଡ୍‌ ଜଗତ ଓ ପ୍ରଶଂସକଙ୍କ ମନରେ ଶୋକର ଛାୟା ଖେଳିଯାଇଛି। ଜଣେ ଭର୍ସାଟାଇଲ ଓ ସଫଳ ଅଭିନେତା ହୋଇ ସେ ଏଭଳି ପଦକ୍ଷେପ କାହିଁକି ନେଲେ ତାହା ଆଜିବି ସମସ୍ତଙ୍କ ମନରେ ପ୍ରଶ୍ନ ହୋଇ ରହିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁରରେ ୧୪୪ ଧାରା ଜାରି: ଇଣ୍ଟରନେଟ୍‌ ସେବା ବନ୍ଦ

ଜୟପୁର, ୧୪।୮: ରାଜସ୍ଥାନ ଜୟପୁରରେ ୨ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ୯ ପୋଲିସ କର୍ମଚାରୀଙ୍କ ସମେତି ୨୪ରୁ ଅଧିକ ଆହତ ହୋଇଛନ୍ତି। ଶାନ୍ତି...

ଜମି କାଗଜପତ୍ର ପାଇଁ ସରକାରୀ ଅଧିକାରୀଙ୍କ ପାଦ ତଳେ ପଡିଗଲେ ଦୁଇ କୃଷକ

ହାଇଦ୍ରାବାଦ୍‌,୨।୯: ଜମି କାଗଜପତ୍ର ପାଇଁ ସରକାରୀ ଅଧିକାରୀଙ୍କ ପାଦ ତଳେ ଦୁଇ କୃଷକ ପଡୁଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ନିଜ ପୈତୃକ...

ସୁପର୍‌ଷ୍ଟାରଙ୍କୁ ପଛରେ ପକାଇ ରଣବୀରଙ୍କ ୩ ଫିଲ୍ମ ଆୟ କରିଛି ୭ଶହ କୋଟି

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂ ଏବେ ଲାଇମ୍‌ ଲାଇଟ୍‌ରେ ଗତ କିଛିଦିନ ମଧ୍ୟରେ ସେ ଅଭିନୟ କରିଥିବା ୩ଟି ଫିଲ୍ମ ବକ୍ସ ଅଫିସରେ ହିଟ୍‌...

ବୃକ୍ଷରୋପଣ କଲେ ୪ଶହ କର୍ମଚାରୀ

ହାଇଦ୍ରାବାଦ,୨।୭: ତେଲେଙ୍ଗାନା କୋମରାମ ଭିମ ଆସିଫାବାଦର ଶିରିପୁର କାଗଜନଗର ବ୍ଲକରେ ପ୍ରାୟ ୪ଶହ ବନ ବିଭାଗ ଓ ପୋଲିସ କର୍ମଚାରୀ ବୃକ୍ଷରୋପଣ କରିଛନ୍ତି। ଦିନକୁ ଦିନ...

ରାଜୀବ କୁମାରଙ୍କ ବଢିଲା ଚିନ୍ତା: ଜାମିନ ପାଇଁ ଗଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସାରଦା ଚିଟ୍‌ଫଣ୍ଡ୍‌ ମାମଲାରେ ସମ୍ପୃକ୍ତ ଥିବା କୋଲକତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାର ଜାମିନ ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ପଶ୍ଚିମବଙ୍ଗରେ ଓକିଲ...

ଗଣତନ୍ତ୍ର ଦିବସରେ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌: ୫ ଜୈଶ୍‌ ଆତଙ୍କବାଦୀ ଗିରଫ

ଶ୍ରୀନଗର,୧୬।୧: ଗଣତନ୍ତ୍ର ଦିବସ ଅବସରରେ କରାଯାଇଥିବା ଏକ ଆତ୍ମଘାତୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଗୁରୁବାର ଗିରଫ କରାଯାଇଥିବା ୫ ଜୈଶ୍‌-ଇ-ମହମ୍ମଦ୍‌...

ସିଲେକ୍ଟିଭ୍‌ ତବୁ, ୨୦ ଫିଲ୍ମ ରିଜେକ୍ଟ କରିବା ପରେ ରିଲିଜ୍‌ ହୋଇଥିଲା ୮ଟି ବ୍ୟାକ୍‌ ଟୁ ବ୍ୟାକ୍‌ ଫିଲ୍ମ

ବଲିଉଡ୍‌ ଅଭିନେତ୍ରୀ ତବୁଙ୍କ ଅଭିନୀତ ଫିଲ୍ମ ‘ ଦେ ଦେ ପ୍ୟାର୍‌ ଦେ’ ଏହି ନିକଟରେ ମୁକ୍ତିଲାଭ କରିଛି। ଫିଲ୍ମରେ ତାଙ୍କ ଅଭିନୟକୁ ଦର୍ଶକଙ୍କଠାରୁ ଆରମ୍ଭ...

ପ୍ରିୟଙ୍କା ଚୋପ୍ରାଙ୍କ ପସନ୍ଦର କ୍ରିକେଟ ଖେଳାଳି କିଏ ଜାଣନ୍ତି କି?

ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜଣେ ବଡ କ୍ରିକେଟ ଫ୍ୟାନ୍‌। ତାଙ୍କର ଜଣେ ଅଙ୍କଲ୍‌ ରଣଜୀ ଖେଳୁଥିବାରୁ ପିତା ବରାବର କ୍ରିକେଟ ଟୁର୍ନାମେଣ୍ଟ ଦେଖିବାକୁ ଯାଉଥିଲେ। ଛୋଟବେଳେ...

Coronavirus Update


Archives

Model This Week

Why Dharitri