ସୁଶାନ୍ତଙ୍କ ଆତ୍ମହତ୍ୟା ରହସ୍ୟ: ୮ ହାର୍ଡ ଡିସ୍କ୍‌ର ଡାଟା ଡିଲିଟ୍‌ କରିଥିଲେ ଗର୍ଲଫ୍ରେଣ୍ଡ…

ମୁମ୍ବାଇ, ୨୭।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାର ରହସ୍ୟ ଧୀରେଧୀରେ ଅଧିକ ଜଟିଳ ହେବାରେ ଲାଗିଛି। ସୁଶାନ୍ତଙ୍କ ଆଇନଜୀବୀ କହିଛନ୍ତି ଯେ, ହତ୍ୟା ପାଇଁ ଷଡ଼ଯନ୍ତ୍ର ହୋଇଥିଲା। ଗର୍ଲଫ୍ରେଣ୍ଡ୍‌ ରିଆ ଚକ୍ରବର୍ତ୍ତୀ ଆଇଟି ପ୍ରଫେସନାଲଙ୍କ ସହାୟତା ନେଇ ୮ଟି ହାର୍ଡ ଡିସ୍କରୁ ଡାଟା ଡିଲିଟ୍‌ କରିଥିଲେ। ଏହା ଜୁନ୍‌ ୮ର ଘଟଣା ବୋଲି କୁହାଯାଉଛି। ସିବିଆଇ ପଚରା ଉଚରା ସମୟରେ ଏହା ଜଣାପଡ଼ିଛି। ଏବେ ପୁଣି ଆତ୍ମହତ୍ୟା ଘଟଣାରେ ନୂଆ ମୋଡ଼ ଆସିଛି। ସୁଶାନ୍ତଙ୍କ ପିତା କେ.କେ.ସିଂ କହିଛନ୍ତି ଯେ, ଦୀର୍ଘ ଦିନ ଧରି ରିଆ ଚକ୍ରବର୍ତ୍ତୀ ଜାଣିଶୁଣି ସୁଶାନ୍ତଙ୍କୁ ଡ୍ରଗ୍ସ୍‌ ଦେଉଥିଲେ। ଏପରି କାହିଁକି କରାଯାଉଥିଲା ସେ ପ୍ରଶ୍ନ କରିଛନ୍ତି। ଏହା ଏକ ବଡ଼ ଷଡ଼ଯନ୍ତ୍ର ବୋଲି ସେ ଅଭିଯୋଗ କରିଛନ୍ତି। ତେବେ ରିଆ କହିଛନ୍ତି ଯେ, ବିମାନ ଯାତ୍ରାରେ ସୁଶାନ୍ତଙ୍କୁ ଭୟ ଲାଗୁଥିବାରୁ ସେ ମୋଡ଼ାଫିନିଲ୍‌ ଔଷଧ ଦେଉଥିଲେ। ମାତ୍ର ଏହା କୌଣସି ଡ୍ରଗ୍ସ୍‌ ନ ଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦାତିକ ବାହିନୀ ଦିବସରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌

ନୂଆଦିଲ୍ଲୀ,୨୭।୧୦: ପଦାତିକ ବାହିନୀ ଦିବସ ଉପଲକ୍ଷେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌ ନ୍ୟାସନାଲ୍‌ ଓ୍ବାର୍‌ ମେମୋରିଆଲ୍‌ଠାରେ ଶହୀଦ୍‌ଙ୍କୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୂଚନାଯୋଗ୍ୟ, କଶ୍ମୀରରେ...

ଶାହିଦ୍‌ କପୁରଙ୍କ ସହ ଡେଟ୍‌ରେ ଯିବାକୁ ଚାହୁଁଛନ୍ତି ଏହି ଅଭିନେତା

ନିକଟରେ ଅଭିନେତ୍ରୀ ଦିଶା ପଟାନୀଙ୍କ ସହ ଅନ୍ତରଙ୍ଗ ଦୃଶ୍ୟ କରିବାକୁ ଇଚ୍ଛା ପ୍ରକାଶ କରିଥିବା ଅଭିନେତା ଅପରାଶକ୍ତି ଖୁରାନା ଏବେ ଶାହିଦ କପୁରଙ୍କୁ ଡେଟ୍‌ କରିବାକୁ...

ସଂସଦରେ କରୋନା ସଚେତନତା : ଧନକର-ବିର୍ଲା ମାସ୍କ ପିନ୍ଧି ପହଞ୍ଚିଲେ…

ନୂଆଦିଲ୍ଲୀ,୨୨।୧୨ : ଚାଇନାରେ କରୋନା ଭାଇରସର ଆତଙ୍କ ପରେ ଭାରତରେ ସତର୍କତା ମଧ୍ୟ ବୃଦ୍ଧି କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ଭିଡ଼ରେ ମାସ୍କ...

ଆରୋପ-ପ୍ରତ୍ୟାରୋପର ରାଜନୀତି : ଯୋଗୀଙ୍କୁ ଜବାବ ଦେଲେ କେଜରିଓ୍ବାଲ…

ନୂଆଦିଲ୍ଲୀ,୨୭।୧୧ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଆମ ଆଦମୀ ପାର୍ଟି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କଡ଼ା ଜବାବ ଦେଇଛନ୍ତି। ଗୁଜରାଟରେ...

ଏହି କାରଣରୁ ବଡ଼ ଭଉଣୀଙ୍କ ଉପରେ ବହୁତ ରାଗିଥିଲେ ଅକ୍ଷୟ କୁମାର, ତା’ ପରେ ଘଟିଥିଲା…

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଦିଲ୍ଲୀର ଏକ ସାଧାରଣ ପରିବାରରେ ଜନ୍ମ ହୋଇଥିଲେ। ତାଙ୍କ ପିଲାଦିନ ଦିଲ୍ଲୀରେ ଅତିବାହିତ କଟିଥିଲା। ଅକ୍ଷୟଙ୍କର ଜଣେ ବଡ଼ ଭଉଣୀ...

ସ୍ବଦେଶୀ ବ୍ରହ୍ମୋସ ମିଶାଇଲ୍‌ର ସଫଳ ପରୀକ୍ଷଣ

କୋଲକାତା,୫।୩: ଆତ୍ମନିର୍ଭରଶୀଳ ଭାରତ କାର୍ଯ୍ୟକ୍ରମ ଅଧୀନରେ ଭାରତୀୟ ନୌସେନା ରବିବାର ସଫଳତାର ସହ ସ୍ବଦେଶୀ ବ୍ରହ୍ମୋସ ମିଶାଇଲ୍‌ ପରୀକ୍ଷା କରିଛି। ଏହାର ବୁଷ୍ଟର୍‌ ଡିଆରଡିଓ ଦ୍ୱାରା...

ବାହା ନ ହୋଇ ମା’ ହୋଇଛନ୍ତି ସାକ୍ଷୀ

ଛୋଟପରଦାରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିବା ଅଭିନେତ୍ରୀ ହେଉଛନ୍ତି ସାକ୍ଷୀ ତନ୍‌ଓ୍ବର। ଚଳିତମାସ ୧୨ ତାରିଖ ଅର୍ଥାତ୍‌ ରବିବାର ସେ ତାଙ୍କର ୪୭ତମ ଜନ୍ମଦିବସ...

ପିଲା ପଢ଼ିବେନି ଗୁରୁତ୍ୱପୂର୍ଣ୍ଣ ପାଠ

ନୂଆଦିଲ୍ଲୀ,୯।୭(ପି.ଟି.): କେବଳ ପିଲାଙ୍କ ପାଠପଢ଼ା ନୁହେଁ, ରାଜନୀତିରେ ମଧ୍ୟ କୋଭିଡ୍‌ର ପ୍ରଭାବ ଅସମ୍ଭାଳ ହୋଇପଡ଼ିଛି। ଏହାର ଆଭାସ ମିଳିଛି କେନ୍ଦ୍ର ସରକାରଙ୍କ ଦ୍ୱାରା କେନ୍ଦ୍ରୀୟ ମାଧ୍ୟମିକ...

Advertisement
Archives

Model This Week