ସୁଶାନ୍ତଙ୍କ ନୂଆ ଟିମ୍‌ରେ ୧୩୧ଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ନିକଟରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ଭାବେ ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କୁ ଦାୟିତ୍ୱ ଦେଇଛନ୍ତି। ସେହିକ୍ରମରେ ରବିବାର ଦଳ ପକ୍ଷରୁ ସନ୍ତୋଷ ମହାନ୍ତି, ପ୍ରତାପ ଜେନା, ଦୀପକ ମହାପାତ୍ର, ନିରୁପମା ଦାସ, ଅଶୋକ ବିଶୋୟୀ, ମନୋରଞ୍ଜନ ମହାନ୍ତି, ଅବନି ପାଟଶାଣୀ, ଶ୍ରୀଧର ଜେନା ପ୍ରମୁଖ ୨୭ଜଣଙ୍କୁ ଭୁବନେଶ୍ୱରର ବିଭିନ୍ନ ବିଧାନସଭା ନିର୍ବାଚନମଣ୍ଡଳୀ ଉପଦେଷ୍ଟା ଭାବେ ନିଯୁକ୍ତ କରାଯାଇଛି। ସେହିଭଳି ସାଙ୍ଗଠନିକ ଜିଲା ଉପସଭାପତି ଭାବେ ୨୪ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ସଞ୍ଜୟ ସେଠୀ, କେ. ଶାନ୍ତି, ନୂପରେଶ ନାଏକ, ହୃଦୟବଲ୍ଲଭ ସାମନ୍ତରାୟ, ଦିଲୀପ ମାଝୀ, ସୁବାସ ସୁନ୍ଦରାୟ, ଜିତେନ୍ଦ୍ର ନନ୍ଦ, ଚନ୍ଦ୍ରଶେଖର ମାଲିଆ, ପୂର୍ଣ୍ଣ ଜେନା ପ୍ରମୁଖଙ୍କୁ ଏହି ଦାୟିତ୍ୱ ମିଳିଛି। ସାଧାରଣ ସମ୍ପାଦକ ଭାବେ ୨୩ଜଣ ଦାୟିତ୍ୱ ପାଇଥିବା ବେଳେ ସେମାନଙ୍କ ମଧ୍ୟରେ, ଛବି ଦାଶ, ଶ୍ରୀଧର ବେହେରା, ପୁଷ୍ପା ଦାସ, ପ୍ରମୋଦ ମହାପାତ୍ର, ମୁଜାହିଦ ହୁସେନ, ଲୋରା ମହାପାତ୍ର ପ୍ରମୁଖ ରହିଛନ୍ତି। ସାଙ୍ଗଠନିକ ଜିଲାର ସେକ୍ରେଟାରୀ ଭାବେ ୭୯ ଜଣ ଦାୟିତ୍ୱ ପାଇଛନ୍ତି। ସେମାନଙ୍କ ମଧ୍ୟରେ ପ୍ରତାପ ସାହୁ, ଦୀପ୍ତିମୟୀ ସାମନ୍ତରାୟ, ଅନୀତି ରାଣୀ ମହାନ୍ତି, ଜ୍ୟୋସ୍ନାମୟୀ ଜେନା, ବିନୟିନୀ ଜେନା, ଅଶୋକ କୁମାର ସିଂହ, କୃଷ୍ଣଚନ୍ଦ୍ର ସେଠୀ, ବନ୍ଦନା ସାହୁ, ଦେବୀ ପ୍ରସାଦ ନନ୍ଦ, କୃଷ୍ଣ ଜେନା, ବାଇରାମ ସ୍ବାଇଁ ପ୍ରମୁଖଙ୍କୁ ଭିନ୍ନ ଭିନ୍ନ ସ୍ଥାନର ଦାୟିତ୍ୱ ମିଳିଛି। ଏହି ସାଙ୍ଗଠନିକ ଜିଲାର ଟ୍ରେଜେରିୟର ଭାବେ ମଧ୍ୟ ନିର୍ବାଚନ ମଣ୍ଡଳୀର ଅଖିଳ ମହାପାତ୍ରଙ୍କୁ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri