Posted inଜାତୀୟ

୨୪ତମ ସିଇସି ହେଲେ ସୁଶୀଲ ଚନ୍ଦ୍ରା: ୫ ରାଜ୍ୟରେ କରିବେ ନିର୍ବାଚନ

ନୂଆଦିଲ୍ଲୀ,୧୩।୪: ଦେଶର ୨୪ତମ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ସୁଶୀଲ ଚନ୍ଦ୍ରା ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ୨୦୨୨ ମେ ୧୪ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଗୋଆ, ମଣିପୁର, ଉତ୍ତରାଖଣ୍ଡ, ପଞ୍ଜାବ ଏବଂ ଉତ୍ତରପ୍ରଦେଶ ଆଦି ୫ ରାଜ୍ୟର ବିଧାନସଭା ନିର୍ବାଚନ ସମ୍ପନ୍ନ କରାଯିବ। ଗୋଆ, ମଣିପୁର, ଉତ୍ତରାଖଣ୍ଡ, ପଞ୍ଜାବ ଆଦି ରାଜ୍ୟର ବିଧାନସଭାର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚରେ ଶେଷ ହେଉଥିବାବେଳେ ଉତ୍ତରପ୍ରଦେଶ ବିଧାନସଭାର କାର୍ଯ୍ୟକାଳ ୨୦୨୨ ମେ ୧୪ରେ ଶେଷ ହେଉଛି। ସୂଚନାଯୋଗ୍ୟ, ସୁଶୀଲ ଚନ୍ଦ୍ରା ଆଇଆଇଟିରୁ ବି-ଟେକ୍‌ ପାସ୍‌ କରିଛନ୍ତି। ଭାରତୀୟ ରାଜସ୍ବ ସେବାର ଆୟକର କ୍ୟାଡରର ୧୯୮୦ ବ୍ୟାଚ୍‌ ଅଫିସର।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri