Posted inଜାତୀୟ

ସୁଶୀଲ ମୋଦିଙ୍କ ନାଁରେ ସାଧାରଣ ଜନତାଙ୍କ ଅଭିଯୋଗ

ପାଟନା,୩ ।୧୧: ମଙ୍ଗଳବାର ସକାଳେ ଆରମ୍ଭ ହୋଇଛି ବିହାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ପାଟନାରେ ବିହାରର ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ଭୋଟ ଦେଇଥିବା ଦେଖାଯାଇଛି । ହେଲେ ତାଙ୍କ ଭୋଟ ଦାନକୁ ନେଇ ଏବେ ବିବାହ ଉପୁଜିଛି । ପାଟନାର ସେଣ୍ଟ ଜୋସେଫ ହାଇସ୍କୁଲରେ ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । କିନ୍ତୁ ସାଧାରଣ ଜନତା ଭୋଟ ଦେବା ପାଇଁ ସେଠାରେ ସକାଳ ୬ଟା ୩୦ରୁ ଲାଇନରେ ଠିଆ ହୋଇଛନ୍ତି । ଇତିମଧ୍ୟରେ ସୁଶୀଲ ମୋଦି ପହଞ୍ଚିବା କ୍ଷଣି ତୁରନ୍ତ ଭୋଟ ଗ୍ରହଣ କେନ୍ଦ୍ରକୁ ଯାଇ ଭୋଟ ଦେଇଦେଇଥିଲେ । ସୁଶୀଲଙ୍କୁ ମିଳିଥିବା ଏଭଳି ଭିଆଇପି ଟ୍ରିଟମେଣ୍ଟକୁ ନେଇ ସାଧାରଣ ଜନତା ରାଗି ଯାଇଥିଲେ । ସେଠାରେ ଭୋଟ ଦେବାପାଇଁ ଲାଇନରେ ଠିଆ ହୋଇଥିବା ଜଣେ ଡାକ୍ତର କହିଥିଲେ ଏଠାରେ ଯଦି ଭି÷ଆଇପି ଟ୍ରିଟମେଣ୍ଟ ହେବ ତେବେ ସାଧାରଣ ଭୋଟରର କୌଣସି ମୂଲ୍ୟ ନାହିଁ । ଏହାସହ ଏଠାରେ ସୋସିଆଲ ଡିଷ୍ଟାନସିଂର ପାଳନ କରାଯାଉନ ଥିବା ମଧ୍ୟ ସାଧାରଣ ଭୋଟର ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସତରେ କ’ଣ ବାହା ହେବେନି ସିଦ୍ଧୁଙ୍କ ଝିଅ

ଚଣ୍ଡିଗଡ,୧୧।୩: ଚଳିତ ପଞ୍ଜାବ ବିଧାନସଭା ନିର୍ବଚନରେ ବଡ ବିଜୟ ହାସଲ କରିଛି ଆମ ଆଦମୀ ପାର୍ଟି। କଂଗ୍ରେସ ହାତରୁ ଛଡାଇ ନେଇଛି ପଞ୍ଜାବ। ୧୧୭ଟି ବିଧାନସଭା...

ସ୍କୁଲ ଖୋଲୁ ଖୋଲୁ ୩୩ପିଲା କରୋନାରେ ଆକ୍ରାନ୍ତ

ଚଣ୍ଡିଗଡ଼,୧୩।୮: କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରକୋପ ହ୍ରାସ ପାଇବା ପରେ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅନେକ ରାଜ୍ୟରେ ବର୍ତ୍ତମାନ ସ୍କୁଲ ଖୋଲାଯାଇଛି। ତେବେ...

ରାହୁଲଙ୍କୁ ବିବାହ କରିନେବାକୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ

ଚେନ୍ନାଇ,୧୬।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିର୍ବାଚନ ପ୍ରଚାର ସମୟରେ ‘ଆମେ ଦୁଇ, ଆମର ଦୁଇ’ କହି କେନ୍ଦ୍ର ସରକାରଙ୍କୁ କଟାକ୍ଷ କରୁଛନ୍ତି। ଏବେ କେନ୍ଦ୍ରମନ୍ତ୍ରୀ...

ହଠାତ୍‌ ଗୁରୁଦ୍ୱାରା ପହଞ୍ଚିଲେ ମୋଦି: ଗୁରୁ ତେଗ୍‌ ବାହାଦୂରଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୦।୧୨: ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନରେ ପଞ୍ଜାବ ଏବଂ ହରିୟାଣାର ଚାଷୀ ସଂଗଠନ ଗୁଡ଼ିକ କୃଷି ଆଇନ ହଟାଇବା ନେଇ ଦାବି ଜାରି...

କରୋନା ସହିତ ଲଢ଼େଇ ପାଇଁ ମୋଦିଙ୍କୁ ସୋନିଆଙ୍କ ୫ ପରାମର୍ଶ

ନୂଆଦିଲ୍ଲୀ,୭।୪: କିଭଳି କରୋନା ବିରୋଧରେ ଲଢ଼େଇ କରାଯିବ ସେନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପରାମର୍ଶ ଦେଇଛନ୍ତି। ସୋନିଆ ମୋଦିଙ୍କୁ କହିଛନ୍ତି...

କାମକୁ ନୁହେଁ ବୈଠକ

ନୂଆଦିଲ୍ଲୀ, ୨୩।୧: ୨୦୨୦ ସେପ୍ଟେମ୍ବରରେ କେନ୍ଦ୍ର ସରକାର ଚାଷୀଙ୍କ ଆୟ ବୃଦ୍ଧିର ପ୍ରତିଶ୍ରୁତି ଦେଇ ୩ କୃଷି ଆଇନ ଆଣିଥିଲେ। ଏହାକୁ ବିରୋଧ କରି କୃଷକମାନେ...

ଓମିକ୍ରନ୍ ଆତଙ୍କ: ମୁମ୍ବାଇରେ ୧୪୪ ଧାରା ଜାରି

ମୁମ୍ବାଇ,୧୬ ।୧୨: ଓମିକ୍ରନ୍ ବେଳକୁ ବେଳ ଦେଶରେ କାୟା ବିସ୍ତାର କରି ଚାଲିଛି । ପ୍ରତିଦିନ କୌଣସି ନା କୌଣସି ରାଜ୍ୟରେ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ...

କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବିଲ୍‌ ୧୯ ଲକ୍ଷ: ୮ ଲକ୍ଷ ଦେବା ପରେ ବି ମୃତଦେହ ମିଳିଲାନି…

ଲକ୍ଷ୍ନୌ,୩୧।୫: ଜଣେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବିଲ୍‌ ୧୯ ଲକ୍ଷ ୨୦ ହଜାର ଟଙ୍କାରେ ପହଞ୍ଚିଥିବାବେଳେ ହସ୍ପିଟାଲ କର୍ତ୍ତୃପକ୍ଷ ଟଙ୍କା ପୈଠ ନ କଲେ ମୃତଦେହ...

Advertisement
Archives

Model This Week