୫ଶହ ଭାରତୀୟଙ୍କୁ ଲିବିୟା ଛାଡିବାକୁ କହିଲେ ସୁଷମା

ତ୍ରିପୋଲି,୨୦।୪: ଲିବିୟାରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହେବା ପୂର୍ବରୁ ଦେଶ ଛାଡିବାକୁ ପ୍ରାୟ ୫ଶହ ଭାରତୀୟଙ୍କୁ କହିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଲିବିୟାରେ ବର୍ତ୍ତମାନ ପରିସ୍ଥିତି ଖରାପ ରହିବା ସହ ଏବେ ଏଠାରେ ୨ଶହରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଲାଣି। ସୁଷମା ଟୁଇଟ୍‌ କରି ଜଣାଇଛନ୍ତି କି ଏବେ ତ୍ରିପୋଲି-ନୂଆଦିଲ୍ଲୀ ବିମାନ ସେବା ବନ୍ଦ ହୋଇନାହିଁ। ତେଣୁ ଭାରତୀୟମାନେ ସହଜରେ ଲିବିୟାରୁ ଭାରତ ଆସିପାରିବେ। କିନ୍ତୁ ଯଦି ଏହି ବିମାନ ସେବା ବ୍ୟାହତ ହୁଏ ତେବେ ସରକାର ସେମାନଙ୍କୁ ହୁଏତ ଉଦ୍ଧାର ନ କରିପାରେ। ସୂଚନାଯୋଗ୍ୟ, ଲିବିୟାର ମୁଖ୍ୟ ମୁଅମ୍ମର ଅଲ ଗଦ୍ଦାଫିଙ୍କ ମୃତ୍ୟୁ ପରେ ଲିବିୟାରେ ସଂଘର୍ଷ ଜାରି ରହିଛି। ଆଉ ଏଠାରେ ଥିବା ଭାରତୀୟମାନେ ବୈଦେଶିକ ମନ୍ତ୍ରଣାଳୟର ସହାୟତା ଲୋଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପାଳି ଆଶାରେ ମାକ୍‌ରଁ

ପ୍ୟାରିସ୍‌, ୧୧ା୪: ଫ୍ରାନ୍ସରେ ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ରବିବାର ପ୍ରଥମ ପର୍ଯ୍ୟାୟ ଭୋଟିଂ ହୋଇଛି। ଚଳିତ ଥର ୧୨ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ଦ୍ୱିତୀୟ ପାଳି...

ସେନାଙ୍କ ସହ କଫି ପିଇଲେ ଜେଲେନ୍‌ସ୍କି: ଭିଡିଓ ଭାଇରାଲ

କ୍ୱିଭ,୨୮।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧର ଆଜି ହେଉଛି ପଞ୍ଚମ ଦିନ। ଶକ୍ତିଶାଳୀ ରୁଷିଆ ସୈନ୍ୟଙ୍କ ସମ୍ମୁଖରେ ୟୁକ୍ରେନ ସୈନ୍ୟ ଦୃଢ଼ତାର...

୨୦୨୩ ପର୍ଯ୍ୟନ୍ତ ଫେସବୁକ୍‌ ବ୍ୟବହାର କରିପାରିବେ ନାହିଁ ଟ୍ରମ୍ପ

ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍‌ରେ ୨୦୨୩ ପର୍ଯ୍ୟନ୍ତ ଫେସ୍‌ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ...

ନ୍ୟୁୟର୍କ ଏଭଳି ବର୍ଷା କେବେ ଦେଖି ନ ଥିଲା

ନ୍ୟୁୟର୍କ, ୪।୯: ସାମୁଦ୍ରିକ ଝଡ଼ ଇଦା ପ୍ରଭାବରେ ଆମେରିକାର ୬ଟି ରାଜ୍ୟ କ୍ଷତିଗ୍ରସ୍ତ ହେବା ସହ ୫୦ ଜଣଙ୍କର ମୃତ୍ୟୁ ଘଟିଛି। ବାତ୍ୟା ପ୍ରଭାବରେ ପ୍ରବଳ...

ନିଜ ଭାଷଣରେ ଟ୍ରମ୍ପ-ମୋଦିଙ୍କ ଭଳି ନେତାଙ୍କୁ ସ୍ତବ୍ଧ କରିଦେଲେ ୧୬ ବର୍ଷୀୟା ଝିଅ

ନ୍ୟୁୟର୍କ,୨୪।୯: ସ୍ବିଡେନର ୧୬ ବର୍ଷୀୟା ଝିଅ ଗ୍ରେଟା ଥନବର୍ଗ ଏବେ ଚର୍ଚ୍ଚାରେ। ଆମେରିକାରେ ଆୟୋଜିତ ଜାତିସଂଘର ଉଚ୍ଚସ୍ତରୀୟ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଅଭିଭାଷଣ ରଖି ସାରା...

ରେଡ୍‌ ଲାଇଟ୍‌ ଏରିଆ ବନ୍ଦ ହେଲେ: ରୋକିହେବ ୭୨% ସଂକ୍ରମଣ

ଓ୍ବାଶିଂଟନ,୧୯ା୫: ଭାରତରେ କରୋନା ଭାଇରସ୍‌ର ପ୍ରକୋପ ଧୀରେ ଧୀରେ ବଢ଼ିବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଟପିବାକୁ ବସିଲାଣି। ସଂକ୍ରମଣ ଭୟ ବୃଦ୍ଧି ପାଉଥିବାବେଳେ...

ୟୁକ୍ରେନ୍‌ ସୀମା ନିକଟରେ ନ୍ୟୁକ୍ଲିୟର ବମ୍ବର

କିଭ୍‌, ୧୯।୪: ପାଖାପାଖି ଦୁଇ ମାସ ହେଲା ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଥମିବାର ନାଁ ନେଉ ନ ଥିବାବେଳେ କ୍ରେମଲିନ୍‌ ପକ୍ଷରୁ ନ୍ୟୁକ୍ଲିୟର ଆକ୍ରମଣର ଆଶଙ୍କା ଘନଉଛି।...

ପୁଟିନଙ୍କ ବିରୋଧରେ ଗିରଫ ପରଓ୍ବାନା ଜାରି କଲା ଆଇସିସି, ଜେଲେନସ୍କି କହିଲେ ‘ଏହା ଆରମ୍ଭ ମାତ୍ର’

ଆମଷ୍ଟରଡାମ,୧୭।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରାୟ ୧୩ ମାସ ଧରି ଯୁଦ୍ଧ ଚାଲିଛି। ଏଭଳି ପରିସ୍ଥିତିରେ ଉଭୟ ଦେଶ ପରସ୍ପର ବିରୁଦ୍ଧରେ ସାମରିକ ସୀମା...

Advertisement
Archives

Model This Week