Posted inଜାତୀୟ

ମନେ ପଡିଲେ ସୁଷମା

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ପ୍ରଥମ ଶାସନ କାଳରେ ବୈଦେଶିକ ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ସୁଷମା ସ୍ବରାଜ। ଭାରତୀୟ ରାଜନୀତିର ଏହି ଚର୍ଚ୍ଚିତ ଚେହେରା ଆଜକୁ ଠିକ୍‌ ଏକ ବର୍ଷ ହେବ ସମସ୍ତଙ୍କଠାରୁ ବିଦାୟ ନେଇ ସାରିଛନ୍ତି। ତାଙ୍କର ଏହି ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ଆରମ୍ଭ କରି ବହୁ ନେତା ତାଙ୍କୁ ମନେପକାଇଛନ୍ତି। ସୁଷମାଙ୍କ ସ୍ବାମୀ ସ୍ବରାଜ କୌଶଲ, ଝିଅ ବାଂଶୁରୀ ସ୍ବରାଜ ଟୁଇଟର ମାଧ୍ୟମରେ ଏକ ଭାବପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି। ଏହାସହ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସୈୟଦ ଅକବରୁଦ୍ଦିନ ସୁଷମାଙ୍କୁ ମନେ ପକାଇଛନ୍ତି। ଉପରାଷ୍ଟ୍ରପତି ଲେଖିଛନ୍ତି ଏବେବି ସେ ଭାବୁଛନ୍ତି ସୁଷମା ଜୀବିତ ଅଛନ୍ତି। ଗୋଟିଏ ବର୍ଷ ବିତିଗଲା ପରି ଲାଗୁନି। ସେ ତାଙ୍କର ସବୁଠାରୁ ପ୍ରିୟ ଭଉଣୀ ଥିବା ନାଇଡୁ କହିଛନ୍ତି। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମାରେ ସୁଷମା ଉପରାଷ୍ଟ୍ରପତିଙ୍କ ଘରକୁ ଆସନ୍ତି ବୋଲି ସେ କହିଛନ୍ତି। ସୁଷମାଙ୍କ ଭାଷା, ଭାଷଣ, ଭାଷାର ସୁଦ୍ଧତା, ଶବ୍ଦର ଚୟନ ଆଦି ତାଙ୍କୁ ଭଲ ନେତାର ପରିଚୟ ଦେଇଥିଲା। ସେହିପରି ପ୍ରଧାନମନ୍ତ୍ରୀ ମୋଦ ଲେଖିଛନ୍ତି, ସୁଷମାଙ୍କ ଅକାଳ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଅସମୟରେ ତାଙ୍କର ପରଲୋକ ଅନେକଙ୍କ ମନକୁ ଆଘାତ ଦେଇଛି। ତାଙ୍କର ନିଃସ୍ବାର୍ଥପର ସେବା ଆଜି ତାଙ୍କୁ ଅନ୍ୟମାନଙ୍କ ନିକଟରେ ଜଣେ ଭଲ ନେତ୍ରୀର ପରିଚୟ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?