Posted inଜାତୀୟ

ଟିଏମ୍‌ସିରେ ଯୋଗଦେଲେ ସୁସ୍ମିତା

କୋଲକାତା,୧୬ ।୮: କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗି ଚାଲିଛି । ଦଳକୁ ସଜାଡିବାକୁ ଚେଷ୍ଟା ଚାଲିଥିବା ବେଳେ ଜଣେ ପରେ ଜଣେ ନେତା କଂଗ୍ରେସର ହାତ ଛାଡିଦେବା ତାକୁ ଅଡୁଆରେ ପକାଇ ଦେଉଛି । ସୋମବାର କଂଗ୍ରେସ ନେତ୍ରୀ ସୁସ୍ମିତା ଦେବ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ । ଇସ୍ତଫାର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ମାତ୍ର କେଇ ଘଣ୍ଟା ଅନ୍ତରରେ ସେ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇଛନ୍ତି । ଟିଏମ୍‌ସିରେ ଦେବ ଯୋଗ ଦେବା ସମୟରେ ଟିଏମ୍‌ସିର ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭଣଜା ଅଭିଷେକ ବାନାର୍ଜୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri