Posted inଜାତୀୟ

ବିନା ସର୍ତ୍ତରେ ଟିଏମ୍‌ସିରେ ସାମିଲ ହୋଇଛି: ସୁସ୍ମିତା

କୋଲକତା,୧୭।୮: କଂଗ୍ରେସର ପୂର୍ବତନ ନେତ୍ରୀ ସୁସ୍ମିତା ଦେବ ନିକଟରେ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି। ମଙ୍ଗଳବାର ସେ କହିଛନ୍ତି ଯେ, ବିନା ସର୍ତ୍ତରେ ତୃଣମୂଳ କଂଗ୍ରେସ କଂଗ୍ରେସରେ ଯୋଗ ଦେଇଛନ୍ତି ଏବଂ ଦଳର ସଭାପତି ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯାହା ତାଙ୍କୁ ଦାୟିତ୍ୱ ଦେବେ, ସେ ଏହାକୁ ଗ୍ରହଣ କରିବେ। ସୂଚନାଯୋଗ୍ୟ, କଂଗ୍ରେସ ମହିଳା ୱିଙ୍ଗ ମୁଖ୍ୟ ଥିବା ସୁସ୍ମିତା ସୋମବାର କୋଲକାତାରେ ବରିଷ୍ଠ ତୃଣମୂଳ କଂଗ୍ରେସ ନେତା ଅଭିଷେକ ବାନାର୍ଜୀ ଏବଂ ଡେରେକ ଓ’ବ୍ରାଇନଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri