ହାର୍ଟ ସର୍ଜରୀ ପରେ ଫେରିଲେ ସୁ୍‌ସ୍ମିତା

ମୁମ୍ବାଇ; ବଲଉଡ ଅଭିନେତ୍ରୀ ସୁସ୍ମିତା ସେନଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର । ହାର୍ଟ ସର୍ଜରୀ ପରେ ସେ ଏବେ ପୁଣି ଫେରିଛନ୍ତି । ଏବେ ସୁସ୍ମିତା ତାଙ୍କର ହିଟ ୱେବ ସିରିଜ ‘ଆର୍ଯ୍ୟା’ର ଅପକମିଂ ସିଜନ ଓ ଫିଲ୍ମ ‘ତାଳି’ର ଶୁଟିଂରେ ବିଜି ଅଛନ୍ତି । ‘ତାଳି’ ଟ୍ରାନ୍ସ ଓିମେନ ଗୌରି ସାୱନ୍ତଙ୍କ ବାୟୋପିକ ଆଉ ଏଥିରେ ସୁସ୍ମିତା ସେନ ଲିଡ ରୋଲରେ ନଜର ଆସିବେ । ଗୁରୁବାର ବିଳମ୍ବିତ ରାତିରେ ଏହି ପ୍ରୋଜେକ୍ଟର ଡବିଂ ଷ୍ଟୁଡିଓରେ ସୁସ୍ମିତା ସ୍ପଟ କରାଯାଇଥିଲା ।
ସୂଚନାଯୋଗ୍ୟ, ନିକଟରେ ସୁସ୍ମିତାଙ୍କର ହାର୍ଟ ଆର୍ଟାକ ହୋଇଥିବା ବେଳେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଓ ତାଙ୍କର ଷ୍ଟେଂଟ ବି ଲାଗିଥିଲା । ଠିକ୍ ହେବା ପରେ ଅଭନେତ୍ରୀ ଚଳିତ ମାସ ଆରମ୍ଭରେ ଏକ ଫ୍ୟାଶନ ୱିକରେ ର‌୍ୟାମ୍ପ ୱାକ ବି କରିଥିଲେ । ସେତେବେଳେ ସୁସ୍ମିତା ଏକ ୟେଲୋ କଲର ଲେହେଙ୍ଗାରେ ଖୁବ ସୁନ୍ଦର ଲାଗୁଥିଲେ । ମାର୍ଚ୍ଚ ୨ରେ ସୁସ୍ମିତା ତାଙ୍କ ଇନଷ୍ଟାଗ୍ରାମ ମାଧ୍ୟମରେ ଜଣାଇଥିଲେ କି ତାଙ୍କୁ ହାର୍ଟ ଆର୍ଟକ୍ ଆସିଥିଲା ଓ ତାଙ୍କର ଆନଜିଓପ୍ଲାଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?