ଲଳିତ ମୋଦିଙ୍କ ସହ ସମ୍ପର୍କକୁ ନେଇ ନିରବତା ଭାଙ୍ଗିଲେ ସୁସ୍ମିତା

ବମ୍ବେ: ଫିଲ୍ମ ‘ତାଲି’କୁ ନେଇ ଚର୍ଚ୍ଚାରେ ଅଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ। ଟ୍ରାନ୍ସଜେଣ୍ଡର ଆକ୍ଟିଭିଷ୍ଟ ଗୌରୀ ସାଓ୍ବନ୍ତଙ୍କ ଉପରେ ନିର୍ମିତ ଏହି ବାୟୋପିକରେ ନଜର ଆସିବେ ସେ। ଅଭିନେତ୍ରୀ ଭାବେ ଏଭଳି ଚରିତ୍ର କରିବା ସୁସ୍ମିତାଙ୍କ ପାଇଁ ବେଶ ଚ୍ୟାଲେଞ୍ଜିଂ ଥିଲା। ଏବେ ସେ ଫିଲ୍ମ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି।

ଫିଲ୍ମ ପ୍ରମୋଶନ ବେଳେ ସୁସ୍ମିତା ନିଜର ବ୍ୟକ୍ତିଗତ ଜୀବନକୁ ନେଇ ହୋଇଥିବା ଚର୍ଚ୍ଚା ନେଇ ମୁହଁ ଖୋଲିଛନ୍ତି। ଗତ ବର୍ଷ ତାଙ୍କ ନାମ ଲଳିତ ମୋଦିଙ୍କ ସହ ଯୋଡ଼ା ଯାଇଥିଲା। ଅନେକେ ତାଙ୍କୁ ଟ୍ରୋଲ କରିବା ସହ ଗୋଲ୍ଡ ଡିଗର ବୋଲି କହିଥିଲେ। ଏବେ ସେ ତାର ଜବାବ ଦେଇଛନ୍ତି।

ସୁସ୍ମିତା କହିଛନ୍ତି, ଏହା ଭଲ କଥା। ଏଭଳି କମେଣ୍ଟ କରିବା ପରେ ଗୋଲ୍ଡ ଡିଗର କ’ଣ ତାହା ଜାଣିବାକୁ ମିଳିଲା। ଅପମାନ ସେତେବେଳ ଯାଏ ଅପମାନ ଲାଗେନାହିଁ, ଯେତେବେଳ ଯାଏ ଜଣେ ତାକୁ ସ୍ବିକାର ନ କରେ। ମୁଁ ଏସବୁ ସ୍ବିକାର କରିନାହିଁ। ମୁଁ ସିଙ୍ଗଲ। ଏଥିରେ କାହାର ବା ଯାଏ ଆସେ କ’ଣ। ବ୍ୟକ୍ତିଗତ ଜୀବନରେ ମୁଁ କ’ଣ କରେ ସେଥିରେ ବି କାହାର କିଛି ନାହିଁ ବୋଲି ସେ ରୋକଠୋକ କହିଛନ୍ତି।

ତେବେ ସୁସ୍ମିତାଙ୍କ ଫିଲ୍ମ ଅଗଷ୍ଟ ୧୫ରେ ରିଲିଜ ହେବ। ଏହାଛଡ଼ା ସେ ଆର଼୍ୟା ୩ରେ ମଧ୍ୟ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଅବସର ନେଲେ ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ

ୱେଲିଂଟନ,୨୮।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ରିକେଟକୁ ବିଦାୟ ଦେଇ ଅଲ୍‌ରାଉଣ୍ଡର ତଥା ଇଂଲଣ୍ଡ ଟେଷ୍ଟ ଅଧିନାୟକ ବେନ୍‌ ଷ୍ଟୋକ୍ସ ଆଶ୍ଚର୍ଯ୍ୟଜନକ ଭାବେ ଅବସର ନେଇଛନ୍ତି।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଧରିତ୍ରୀର ମହାପ୍ରଭାବ: ତୁମୋନିଖୋଲ ଗ୍ରାମରେ ପହଞ୍ଚିଲା ବ୍ଲକ ପ୍ରଶାସନ, ସମସ୍ୟାର ସମାଧାନ ପାଇଁ ବିଡିଓଙ୍କ ତ୍ବରିତ ପଦକ୍ଷେପ

ଥୁଆମୂଳ ରାମପୁର,୨୮।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ଗ୍ରାମପଞ୍ଚାୟତର ଉପାନ୍ତ ତୁମୋନିଖୋଲ ଗ୍ରାମର ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ‘ଧରିତ୍ରୀ’ ଖବରକାଗଜରେ…

ପାଣି ନିଷ୍କାସନକୁ ନେଇ ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ୧୫ ମାସ ପରେ ଅଭିଯୁକ୍ତ ୨ଭାଇଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମର ଅଶୋକ…

ଭଲିରେ ଭାରତକୁ ମିଳିଲା ବ୍ରୋଞ୍ଜ ପଦକ

ଅହମ୍ମଦାବାଦରେ,୨୮।୬: AVC କପ୍‌ ପୁରୁଷ ଭଲିବଲରେ ଭାରତକୁ ବ୍ରୋଞ୍ଜ ପଦକ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ବାହାରିନକୁ ୪ ସେଟ୍‌ ମୁକାବିଲାରେ ଭାରତ ହରାଇ ଏହି ପଦକ ହସଲ…

ଚାଷଜମିକୁ ଯାଉଥିବା ବେଳେ ନାଳ ନିକଟରେ ଟଳିପଡ଼ିଲେ ଚାଷୀ, ତାପରେ…

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ଼ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ଯାଉଥିବା ବେଳେ ଟଳି ପଡିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri