ପ୍ରେମ ଜ୍ଞାନ ବାଣ୍ଟିଲେ ସୁସ୍ମିତାଙ୍କ ଏକ୍ସ-ବୟଫ୍ରେଣ୍ଡ୍‌

ବିବାଦୀୟ ବ୍ୟବସାୟୀ ତଥା ପୂର୍ବତନ ଆଇପିଏଲ ଅଧ୍ୟକ୍ଷ ଲଳିତ ମୋଦିଙ୍କୁ ଡେଟ କରୁଛନ୍ତି ପୂର୍ବତନ ବିଶ୍ୱସୁନ୍ଦରୀ ତଥା ଅଭିନେତ୍ରୀ ସୁସ୍ମିତା ସେନ। ଯେବେଠୁ ଲଳିତ ମୋଦି ସୁସ୍ମିତାଙ୍କୁ ଡେଟ କରୁଥିବା ନେଇ ଖୁଲାସା କରିଛନ୍ତି ସେବେଠୁ ଦୁହେଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। କେହି କେହି କହୁଛନ୍ତି ସୁସ୍ମିତା ଟଙ୍କା ଲୋଭରେ ଲଳିତଙ୍କ ପ୍ରେମରେ ପଡିଛନ୍ତି। କିନ୍ତୁ ସୁସ୍ମିତାଙ୍କ ସପକ୍ଷରେ ବାହାରିଛନ୍ତି ପୂର୍ବତନ ପ୍ରେମିକ ରୋହମାନ ଶଲ। ସୁସ୍ମିତାଙ୍କୁ ତାଙ୍କ ଖୁସିରେ ଛାଡିଦେବା ଉଚିତ ବୋଲି ସେ କହିଛନ୍ତି।
ରୋହମାନ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ କହୁଛନ୍ତି, ସମସ୍ତେ ପ୍ରେମରେ ଏତେ ଦୁଃଖିତ କାହିଁକି? ତୁମେ ତୁମର ସାଥୀଙ୍କଠାରୁ ବହୁତ କିଛି ଆଶା କରୁଛ … କାହିଁକି? ଆପଣଙ୍କ ସାଥୀଙ୍କର ମଧ୍ୟ ନିଜର ଏକ ଜୀବନ ଅଛି। ନିଜ ସାଥୀଙ୍କ ଉପରେ ଏତେ ନିର୍ଭର କର ନାହିଁ । ନିଜକୁ ଖୁସି କରିବାକୁ ଶିଖ। ପ୍ରଥମେ ନିଜକୁ ସମ୍ପୂର୍ଣ୍ଣ କର, ତା’ପରେ ସାଥୀ ଖୋଜ।
ରୋହମାନଙ୍କ ଏହି ଉପଦେଶକୁ ଅନେକ ଲୋକ ପ୍ରଶଂସା କରୁଛନ୍ତି ଏବଂ ତାଙ୍କୁ ବୁଦ୍ଧିମାନ ବୋଲି କହିଛନ୍ତି।
ସୁସ୍ମିତା ଏବଂ ରୋହମାନ ବହୁ ବର୍ଷ ଧରି ପରସ୍ପରକୁ ଡେଟ୍‌ କରୁଥିଲେ। ଏପରିକି ଉଭୟ ଲିଭ୍‌ ଇନ୍‌ ରିଲେଶନ୍‌ଶିପ୍‌ରେ ରହିଥିଲେ। ଯଦିଓ ରୋହମାନ ସୁସ୍ମିତାଙ୍କଠାରୁ ବୟସରେ ସାନ ଥିଲେ, ଉଭୟଙ୍କ ବନ୍ଧନ ଭଲ ଥିଲା। କିନ୍ତୁ ପରେ ଉଭୟ ସୋସିଆଲ ମିଡିଆରେ ଏକ ପୋଷ୍ଟ ଲେଖି ପରସ୍ପରଠାରୁ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri