ଗୋଲଡେନ୍ ଗର୍ଲ ସୁସ୍ମିତା

ମୁମ୍ବାଇ: ପୂର୍ବତନ ମିସ୍ ୟୁନିଭର୍ସ ତଥା ଅଭିନେତ୍ରୀ ସୁସ୍ମିତା ସେନ ଏବେ ଫିଲ୍ମରେ ନଜର ଆସୁ ନାହାନ୍ତି ସତ । ହେଲେ ସେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ଅଛନ୍ତି । କିଛିଦିନ ତଳେ ସୁସ୍ମିତା ତାଙ୍କ ବୟଫ୍ରେଣ୍ଡଙ୍କଠାରୁ ଅଲଗା ହୋଇଯାଇଥିବା ବେଳେ ଏବେ ସମୟ ମିଳୁଥିବାରୁ ସେ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟଭ ରହୁଛନ୍ତିି । ଭିନ୍ନ ଭିନ୍ନ ସମୟରେ ସେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ ପାଇଁ ଫଟୋ ଶେୟର କରୁଥିବା ବେଳେ ନିକଟରେ କିଛି ଫଟୋ ଶେୟାର କରି ଆସିଛନ୍ତି ଚର୍ଚ୍ଚାକୁ । ଏହା ତାଙ୍କର ଲାଟେଷ୍ଟ ଫଟୋ ଶୁଟ ହୋଇଥିବା ବେଳେ ଏଥିରେ ତାଙ୍କର ବୋଲ୍ଡ ଓ ଗ୍ଲାମରସ ଅବତାର ନଜର ଆସିଛି । ଫଟୋରେ ସୁସ୍ମିତା ହାଇ ଥାଇ ଡ୍ରେସରେ ନଜର ଆସିଛନ୍ତି ।
ଫଟୋ ଶେୟାର କରି କ୍ୟାପଶନରେ ସୁସ୍ମିତା ଲେଖିଛନ୍ତି, ଏ ଫୋକସ୍‌ଡ ଓମ୍ୟାନ ଇନ୍ ଡିଫ୍ୟୁଜ୍‌ଡ ପିକଚର୍ସ’ । ଏହି ଫଟୋରେ ସୁସ୍ମିତା ଗୋଲଡେନ କଲର ଥାଇ ହାଇ ସ୍ଲିଟ ଡ୍ରେସରେ ଗୋଲଡେନ ମେକଅପ ଓ ଓପନ ସପ୍ଟ କର୍ଲି ହେୟାରରେ ନଜର ଆସିଛନ୍ତି । ସୁସ୍ମିତାଙ୍କର ଏହି ଫଟୋକୁ ତାଙ୍କ ପ୍ରଶଂସକ ତଥା ସେଲିବ୍ରିଟିମାନେ ବି ଖୁବ୍ ପସନ୍ଦ କରୁଛନ୍ତି । ଏହାସହ ଫଟୋରେ କମେଣ୍ଟ କରି ସୁସ୍ମିତାଙ୍କ ତାରିଫ ବି କରୁଛନ୍ତି । ଏହି ଫଟୋରେ ସୁସ୍ମିତାଙ୍କ କନଫିଡେନ୍ସ ଓ ଆଟିଟ୍ୟୁଡ ନଜର ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri