ଓ୍ବେବ୍‌ ସିରିଜ୍‌ରେ ଜଲଓ୍ବା ଦେଖାଇବେ ସୁସ୍ମିତା, ସାମ୍ନାକୁ ଆସିଲା ଫାଷ୍ଟ ଲୁକ୍‌

ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ୍‌ ୱେବ୍‌ ସିରିଜ୍‌ ‘ଥାଲି’ରେ ନଜର ଆସିବେ। ଅଭିନେତ୍ରୀ ସମାଜସେବୀ କିନ୍ନର ଗୌରୀ ସାୱନ୍ତଙ୍କ ଚରିତ୍ରରେ ଅଭିନୟ କରିବାକୁ ଯାଉଛନ୍ତି । ଯାହାକୁ ନେଇ ଦର୍ଶକ ଉତ୍ସାହିତ ଅଛନ୍ତି। ଗୁରୁବାର ଏହି ୱେବ୍‌ ସିରିଜ୍‌ର ସୁସ୍ମିତାଙ୍କର ଫାଷ୍ଟ ଲୁକ୍‌ ସାମ୍ନାକୁ ଆସିଛି। ଅଭିନେତ୍ରୀ ନିଜର ଫାଷ୍ଟ ଲୁକ୍‌ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ମରାଠୀ ଚଳଚ୍ଚିତ୍ର ନିର୍ମାତା ରବି ଯାଦବ ଏହାକୁ ନିର୍ଦ୍ଦେଶନା ଦେଇଛନ୍ତି। ଅଭିନେତ୍ରୀ ପ୍ରଥମ ଲୁକ୍‌ ସେୟାର କରି ଲେଖିଛନ୍ତି, ମୋତେ କୌଣସି ଗର୍ବ ଅନୁଭବ ହେଉ ନାହିଁ ଏବଂ ମୁଁ ବହୁତ କୃତଜ୍ଞ ଯେ ମୁଁ ଗୌରୀ ସାୱନ୍ତଙ୍କ ଏହି ସୁନ୍ଦର ଚରିତ୍ର ପାଇଛି । ତାଙ୍କ କାହାଣୀକୁ ବିଶ୍ବକୁ ଆଣିବା ପାଇଁ ସମସ୍ତଙ୍କର ସମ୍ପୂର୍ଣ୍ଣ ଅଧିକାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri