ସୁସ୍ମିତାଙ୍କୁ ଭିଡରୁ ରକ୍ଷା କଲେ ପୂର୍ବତନ ପ୍ରେମିକ

ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ନିକଟରେ ତାଙ୍କ ବୟଫ୍ରେଣ୍ଡ ରୋହମନ ଶଲଙ୍କ ସହ ତାଙ୍କ ବ୍ରେକ୍‌ଅପ୍‌କୁ ନେଇ ଆଲୋଚନା ଜୋର ଧରିଥିଲା। ସୁସ୍ମିତା ସୋସିଆଲ ମିଡିଆ ମାଧ୍ୟମରେ ନିଜ ବ୍ରେକ୍‌ଅପ୍‌ ଖବର ପ୍ରଶଂସକଙ୍କୁ ଜଣାଇଥିଲେ। କିନ୍ତୁ ପୁଣି ଥରେ ଉଭୟଙ୍କ ମଧ୍ୟରେ ସବୁକିଛି ଠିକ୍‌ ଥିବା କୁହାଯାଉଛି। ନିକଟରେ ସୁସ୍ମିତା ପୁଣି ଥରେ ତାଙ୍କ ପୂର୍ବତନ ବୟଫ୍ରେଣ୍ଡ ରୋହମନଙ୍କ ସହ ନଜର ଆସିଥିଲେ। ଉଭୟଙ୍କୁ ଏକାଠି ଦେଖି ପୁଣିଥରେ ତାଙ୍କ ପ୍ରଶଂସକମାନେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି।
ସୁସ୍ମିତା ଏବଂ ରୋହମନଙ୍କୁ କାରରେ ଏକାଠି ବସିଥିବାର ଦେଖାଯାଇଥିଲା। କେବଳ ଏତିକି ନୁହେଁ, ରୋହମନ ମଧ୍ୟ ସେଠାରେ ଉପସ୍ଥିତ ଥିବା ଭିଡ଼ରୁ ସୁସ୍ମିତାଙ୍କୁ ରକ୍ଷା କରୁଥିବା ନଜର ଆସିଥିଲେ। ବିଶେଷ କଥାଟି ହେଲା, ଉଭୟ ମେଳ ଖାଉଥିବା ପୋଷାକ ପିନ୍ଧିଥିଲେ। ଗୋଟିଏ ପଟେ ଅନେକ ପ୍ରଶଂସକ ଉଭୟଙ୍କୁ ଏକାଠି ଦେଖି ବହୁତ ଖୁସି ଜାହିର୍‌ କରିଥିବାବେଳେ ଅନେକ ଲୋକ ପ୍ରଶ୍ନ ଉଠାଇଥିଲେ।
ସୁସ୍ମିତା ଏବଂ ରୋହମନ ୨୦୧୮ରୁ ପରସ୍ପରକୁ ଡେଟ କରିଥିଲେ। ସୁସ୍ମିତା ରୋହମନଙ୍କଠାରୁ ୧୫ ବର୍ଷ ବଡ, କିନ୍ତୁ ଏହା ସତ୍ତ୍ୱେ ସେମାନଙ୍କ ସମ୍ପର୍କରେ କୌଣସି ଅସୁବିଧା ନ ଥିଲା। ତେବେ ଗତ ବର୍ଷ ଡିସେମ୍ବରରେ ହଠାତ୍‌ ସୁସ୍ମିତା ଏକ ପୋଷ୍ଟ ଶେୟାର କରି ତାଙ୍କ ବ୍ରେକଅପ ବିଷୟରେ ସୂଚନା ଦେଇଥିଲେ। ଏହି ପୋଷ୍ଟରେ ସେ ଲେଖିଛନ୍ତି ଯେ ଆମର ସମ୍ପର୍କ ବନ୍ଧୁତ୍ୱରୁ ଆରମ୍ଭ ହୋଇଥିଲା। ଆମେ ବନ୍ଧୁ ରହିବୁ। କିିନ୍ତୁ ଆମ ଭିତରେ ପ୍ରେମ ସମ୍ପର୍କ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri