ପଟ୍ଟାମୁଣ୍ଡାଇ,୩୦।୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ରାଜନଗର ଗୁପ୍ତି ଘାଟରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ଅଟକ ରଖାଯାଇଛି। ଯୁବକ ଜଣକ ବଙ୍ଗଳାରେ କଥା ହେଉଥିବା ବେଳେ ତାଙ୍କ ପାଖରେ ବନ୍ଧୁକ ରହିଛି। ସ୍ଥାନୀୟ ଲୋକ ଯୁବକଙ୍କୁ ଅଟକ ରଖିଛନ୍ତି। ତେବେ ତାଙ୍କ ପରିଚୟ ଜଣାପଡ଼ି ନାହିଁ।
ପଟ୍ଟାମୁଣ୍ଡାଇ,୩୦।୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ରାଜନଗର ଗୁପ୍ତି ଘାଟରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ଅଟକ ରଖାଯାଇଛି। ଯୁବକ ଜଣକ ବଙ୍ଗଳାରେ କଥା ହେଉଥିବା ବେଳେ ତାଙ୍କ ପାଖରେ ବନ୍ଧୁକ ରହିଛି। ସ୍ଥାନୀୟ ଲୋକ ଯୁବକଙ୍କୁ ଅଟକ ରଖିଛନ୍ତି। ତେବେ ତାଙ୍କ ପରିଚୟ ଜଣାପଡ଼ି ନାହିଁ।
କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍ପ୍ରୀତ ସିଂ ଏକାକି ୪ଟି…
କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…
ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍ରେ ୩୭…
ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍’…
ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍ରେ ଭାରତ ୧୧୪ ରନ୍ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…
ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…
ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…