କଙ୍ଗୋରେ ୨୨ ଲୋକଙ୍କୁ ହତ୍ୟା କଲେ ଚରମପନ୍ଥୀ, ବଢିପାରେ ନରସଂହାରର ସଂଖ୍ୟା

କଙ୍ଗୋ,୨୦ ।୩: କଙ୍ଗୋ ଲୋକତାନ୍ତ୍ରିକ ଗଣରାଜ୍ୟରୁ ପୁଣିଥରେ ନରସଂହାରର ଖବର ସାମ୍ନାକୁ ଆସିଛି । କଙ୍ଗୋର ପୂର୍ବ ଇଟୁରି ଓ ଉତ୍ତର କିଭୁ ଅଞ୍ଚଳରେ ସିରିଜ ଆକ୍ରମଣରେ ସନ୍ଦିଗ୍ଧ ଚରମପନ୍ଥୀମାନେ ଅତିକମରେ ୨୨ ଜଣଙ୍କୁ ହତ୍ୟା କରିଛନ୍ତି । ପୂର୍ବ କଙ୍ଗୋରେ ବର୍ଷ ବର୍ଷ ଧରି ହିଂସା ଜାରି ରହିଛି, ଦେଶରେ ସେନା ତଥା ଜାତିସଂଘର ଶାନ୍ତି ରକ୍ଷାକାରୀଙ୍କ ହସ୍ତକ୍ଷେପ ସତ୍ତ୍ୱେ ଏଭଳି ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଏଥି ସହିତ ଇଟ୍ଟୁରୀ ପ୍ରଦେଶର ଅନେକ ଗ୍ରାମରେ ଶନିବାର ହୋଇଥିବା ହତ୍ୟାକାଣ୍ଡରେ ଅତିକମରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ଥାନୀୟ ଅଧିକାରୀ ଓ ନାଗରିକ ସମାଜର ନେତାମାନେ କୋଡେକୋ ଗ୍ରୁପକୁ ଦାୟୀ କରିଛନ୍ତି । ଏହି ଗୋଷ୍ଠୀ ଉପରେ ଅଭିଯୋଗ କରାଯାଇଛି କି ଏହାର ମେମ୍ବରମାନେ ଘନ ଜଙ୍ଗଲ ଅଞ୍ଚଳରେ ଅସ୍ଥିରତା ସୃଷ୍ଟି କରିଛନ୍ତି ।
ଶାନ୍ତି ବଜାୟ ରଖିବାକୁ କିଛି ଅପିଲ ବି କରାଯାଇଛି । ଏହାପରେ ବି କୋଡେକୋ ମିଲିଶିୟା ଦ୍ୱାରା ଦୁର୍ବଳ ଲୋକଙ୍କୁ ନରସଂହାର କରାଯାଉଛି ।

 


Enter your email to get our daily news in your inbox.

All Right Reserved By Dharitri.Com

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri