ମୋବାଇଲ ଚୋର ସନ୍ଦେହରେ ରାସ୍ତାରେ ଯୁବକଙ୍କୁ ବାନ୍ଧି ଘୋଷାଡି ଘୋଷାଡି ନେଲେ

ଭଦ୍ରକ ଅଫିସ,୩୧।୮: – ମୋବାଇଲ ଚୋରି ସନ୍ଦେହରେ ବିଚ ବଜାରରେ ଯୁବକଙ୍କୁ ରଶିରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ନେଲେ ଅନ୍ୟ ଜଣେ ଯୁବକ। ଏପରି ଅଭାବନୀୟ ଘଟଣା ଘଟିଛି ଧୂଷୁରୀ ଥାନା ବେତାଳିଗାଁ ବଜାରରେ। ସୂଚନା ଅନୁଯାୟୀ, ବେତାଳିଗାଁ ଗ୍ରାମର ଦୁଇଜଣ ଯୁବକ ନଦୀରେ ମାଛ ଧରିବାକୁ ଯାଇଥିଲେ। ଉଚ୍ଚ ସ୍ଥାନରେ ମୋବାଇଲ ରଖି ଜଣେ ଯୁବକ ମାଛ ଧରିବାକୁ ପାଣି ଭିତରକୁ ପଶିଥିଲେ। ଏହି ସମୟରେ ଜଣେ ଯୁବକ ସେଠାରୁ ପଳେଇ ଆସିବା ପରେ ଅନ୍ୟ ଜଣେ ଯୁବକ ତାଙ୍କ ମୋବାଇଲ ରଖିଥିବା ସ୍ଥାନରେ ଆଉ ନିଜ ମୋବାଇଲଟି ପାଇ ନ ଥିଲେ। ସାଥୀ ହୋଇ ଯାଇଥିବା ଯୁବକଟି ପଳେଇ ଆସିବାରୁ ମୋବାଇଲ ସେ ଚୋରି କରିଥିବା ନେଇ ସନ୍ଦେହ ଉପୁଜିଥିଲା। ବେତାଳିଗାଁ ବଜାର ଉପରେ ସମ୍ପୃକ୍ତ ଯୁବକଙ୍କୁ ଅଟକାଇ ଏକ ରଶିରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ବଜାରରେ ବୁଲେଇବା ସହ ମାଡ ମଧ୍ୟ ମାରିଥିଲେ। ତେବେ ଏଭଳି ଘଟଣାକୁ ସମସ୍ତେ ଦେଖୁଥିଲେ ମଧ୍ୟ କୌଣସି ବ୍ୟକ୍ତି ଏହାର ବିରୋଧ କରି ନ ଥିଲେ। ଏନେଇ ଥାନାରେ କୌଣସି ଏତଲା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରୀୟ ଗୌରବ ସମ୍ମାନ ପାଇଲେ ଗୁରୁ ଧ୍ୟାନାନନ୍ଦ ପଣ୍ଡା, ଅଞ୍ଚଳରେ ଖୁସିର ଲହରୀ

ଭବାନୀପାଟଣା,୨୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମହାବୀର ପଡା ସ୍ଥିତ ଗୁରୁ ଧ୍ୟାନାନନ୍ଦ ପଣ୍ଡା ରାଷ୍ଟ୍ରୀୟ ଗୌରବ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ଦିଲ୍ଲୀର କନଷ୍ଟିଚ୍ୟୁସନ୍…

ଆସୁଛି ବଡ଼ ବର୍ଷା, ଏହି ତାରିଖରୁ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର,୨୮।୬: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ…

ଆଇନ ସଚେତନତା କାର୍ଯ୍ୟକ୍ରମ, ଯୌନ ନିର୍ଯାତନା….

ଭଞ୍ଜନଗର,୨୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟିର ଆନୁକୂଲ୍ୟରେ ରବିବାର ସ୍ଥାନୀୟ ଭଞ୍ଜ କଲେଜ ଅଫ୍ ନର୍ସିଂ ପରିସରରେ ଏକ ଆଇନ ସଚେତନତା…

ରାଇସ ମିଲ୍‌ ପରିସରରୁ ମିଳିଲା ସ୍କ୍ରାପ ଗୋଟାଳିଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

କୁଆଁରମୁଣ୍ଡା,୨୮।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅଧୀନ କୁମଝରିଆ ପଞ୍ଚାୟତ ବିଜାବାହାଲ ନିକଟସ୍ଥ ଏକ ରାଇସ ମିଲ୍‌ ପରିସରରୁ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଛି।…

‘ତତ୍କାଳ’ ଏବଂ ‘କରେଣ୍ଟ’ ଟିକେଟ୍ ବୁକିଂ ମଧ୍ୟରେ ଥିବା ତଫାତ କ’ଣ? ଜାଣିଥିଲେ ସହଜ ହେବ ଯାତ୍ରା

ନୂଆଦିଲ୍ଲୀ,୨୮।୬: ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଟିକେଟ୍ ବୁକିଂର ଅନେକ ବିକଳ୍ପ ରହିଛି। ଏହା ମଧ୍ୟରେ ତତ୍କାଳ ବୁକିଂ (Tatkal Booking) ଏବଂ କରେଣ୍ଟ…

ଚିତ୍କାର-ଧୂଆଁ-ମୃତ୍ୟୁ…ବଡ଼ ଧରଣର ହେଲିକପ୍ଟର ଦୁର୍ଘଟଣା, ୧୪ମୃତ

ରିୟାଦ,୨୮।୬: ସାଉଦି ଆରବର ରାସ୍ ତନୁରା ଅଞ୍ଚଳରେ ଏକ ବଡ଼ ହେଲିକପ୍ଟର ଦୁର୍ଘଟଣା ହୋଇଛି । ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି…

IND vs IRE: ପୁଣି ନିରାଶ ହେଲେ ବୈଭବ; କିଏ ସେହି ସୂର୍ଯ୍ୟାଂଶ-ପ୍ରିନ୍ସ, ଯାହାଙ୍କୁ ମିଳିଲା ସୁଯୋଗ?

ବେଲଫାଷ୍ଟ,୨୮।୬: ଭାରତ ଏବଂ ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ଆରମ୍ଭ ବେଶ୍ ରୋମାଞ୍ଚକର ରହିଛି, ଯେଉଁଠାରେ ଘରୋଇ ଦଳ ପ୍ରଥମ ମ୍ୟାଚ୍‌ରେ ଭାରତକୁ ହରାଇ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri