ପାରିବାରିକ କଳହର କରୁଣ ପରିଣତି, ବୃଦ୍ଧଙ୍କୁ ହତ୍ୟା

ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲାରେ ଦିନକୁ ଦିନ ହତ୍ୟାକାଣ୍ଡ ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି । ଶୁକ୍ରବାର ସକାଳୁ ସକାଳୁ ଅତାବିରା ଥାନା ଅନ୍ତର୍ଗତ ଟୋପ ଅଞ୍ଚଳରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି । ଟୋପ-ହିର୍ଲିପାଲି ଗ୍ରାମ୍ୟ ରାସ୍ତାର ବନ୍ଧଳୀଠାରେ ଘର କରି ରହୁଥିବା ୬୫ ବର୍ଷୀୟ ଲମ୍ବୋଦର ରଣାଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ପୋଲିସର ପ୍ରାଥମିକ ତଦନ୍ତ ଅନୁସାରେ ଲମ୍ବୋଦରଙ୍କ ୨ ଭାଇ । ପୂର୍ବରୁ ଜମିବାଡ଼ିକୁ ନେଇ ରାଗରୁଷା ରହିଥିଲା । ତେବେ ହତ୍ୟାକାଣ୍ଡର କାରଣ ସ୍ଵଷ୍ଟ ହୋଇ ନ ଥିଲେ ଵି ଜମିଜମା ଗଣ୍ଡଗୋଳକୁ ନେଇ ହତ୍ୟାକାଣ୍ଡ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଥିବା ଅତାବିରା ଆଇଆଇସି ପ୍ରକାଶ କର୍ଣ୍ଣ କହିଛନ୍ତି । ଏନେଇ ଅତାବିରା ଥାନା କେଶ ନମ୍ବର ୧୦୦/୨୦୨୬ ରେ ଏକ ମାମଲା ରୁଜୁ କରି ମୃତ ଲମ୍ବୋଦରଙ୍କ ପରିବାରର ଜୈନେକ ଭାଇଙ୍କୁ ଅଟକ ରଖି ତଦନ୍ତ ଚଳାଇଥିବା ଜଣାପଡିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି…

କାଳ ବୈଶାଖୀ ତାଣ୍ଡବ: ଉଡ଼ିଗଲା ୧୬୦ ଆଜବେଷ୍ଟସ ଛପର

ନନ୍ଦପୁର ୩।୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା ପଞ୍ଚାୟତ ସଦର ମହକୁମାରେ ରବିବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଝଡ଼ ତୋଫାନରେ ଏକ…

ଘରେ ଶୋଇଥିଲା ୨ ମାସର ଶିଶୁ, ହଠାତ୍‌ ଲାଗିଗଲା ନିଆଁ, ଆଉ ତା’ପରେ…

ଖଜୁରିପଡ଼ା, ୩ା୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଟିଟ୍ରାପଙ୍ଗା ପଞ୍ଚାୟତ ତିଲକପଡ଼ା ଗ୍ରାମର ଶୁଭେନ୍ଦୁ ଦିଗାଲଙ୍କ ଘରେ ନିଆଁ ଲାଗି ଆସବାପତ୍ର ପୋଡ଼ି ପାଉଁଶ ହୋଇଯାଇଛି।…

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri